ବ୍ରତ ସମୟରେ ଏପରିକି ସେ ନିଜର ପିତା କି ମାତା କି ଭ୍ରାତା କି ଭଗିନୀ ମଲେ ସମାନଙ୍କେୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ। କାରଣ ପରମେଶ୍ବରଙ୍କ ଉବ୍ଦେଶ୍ଯ ରେ ପୃଥକ୍ ହବୋର ଚିହ୍ନ ତାହାର ମସ୍ତକରେ ଅଛି,
Cross references
ସଦାପ୍ରଭୁ ମାଶାଙ୍କେୁ କହିଲେ, ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ଯୁବ୍ଯକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ।
ଆଉ ନିଜ ଭ୍ରାତାମାନଙ୍କ ଉପରେ ଯେଉଁ ଲୋକ ମହାୟାଜକ ହାଇେଅଛି, ଯାହାର ମସ୍ତକରେ ଅଭିଷକୋର୍ଥକ ତୈଳ ଢଳା ୟାଇଅଛି, ଆଉ ୟିଏ ପବିତ୍ର ବସ୍ତ୍ର ପରିଧାନ କରିବାକୁ ପଦବୀ ରେ ନିୟୁକ୍ତ ହାଇେଅଛି, ସେ ନିଜ ମସ୍ତକର କେଶ ମୁକୁଳା କରିବା ଉଚିତ୍ ନୁହେଁ ଓ ନିଜ ବସ୍ତ୍ର ଚିରିବା ଉଚିତ୍ ନୁହେଁ।
ମାତ୍ର କେତକେ ଲୋକ ମନୁଷ୍ଯର ଶବ ସ୍ପର୍ଶ କରି ଅଶୁଚି ହବୋରୁ ସହେିଦିନ ସମାନେେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ। ଏଥିପାଇଁ ସମାନେେ ସହେିଦିନ ମାଶାେ ଓ ହାରୋଣଙ୍କ ନିକଟକୁ ଆସିଲେ।
କାରଣ ସମାନେେ ଅଶୁଚି କରିବା ପାଇଁ କୌଣସି ମୃତ ଲୋକ ଶବ ନିକଟକୁ ଆସିବେ ନାହିଁ। କିନ୍ତୁ ସମାନେେ ନିଜର ପିତା, ମାତା, ପୁତ୍ର, କନ୍ଯା, ଭ୍ରାତା କିମ୍ବା ଅବିବାହିତା ଭଗିନୀ ନିମନ୍ତେ ନିଜକୁ ଅଶୁଚି କରିପାରିବେ।