Home Bibles ଗଣନା ପୁସ୍ତକ 7:10 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 7:10 · ଓଡ଼ିଆ ବାଇବେଲ

ଅଧିପତି ଗଣ ମଧ୍ଯ ଦାନ କଲେ, ଯେତବେେଳେ ମାଶାେ ୟଜ୍ଞବଦେୀ ଉତ୍ସର୍ଗ କଲେ ଅର୍ଥାତ୍ ସହେି ଅଧିପତିଗଣ ବଦେି ସମ୍ମୁଖ ରେ ଆପଣା ଆପଣା ଉପହାର ଉତ୍ସର୍ଗ କଲେ।

Cross references

ଗଣନା ପୁସ୍ତକ 7:1

ଅନନ୍ତର ଯେଉଁ ଦିନ ମାଶାେ ପବିତ୍ର ତମ୍ବୁର କାର୍ୟ୍ଯ ଶଷେ କଲେ, ସେ ତୈଳ ଦଇେ ଏହାକୁ ଅଭିଷିକ୍ତ କଲେ ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ଏବଂ ୟଜ୍ଞବଦେୀ ଏବଂ ତାହାର ସମସ୍ତ ପାତ୍ର ପବିତ୍ର କଲେ।

ଦିତୀୟ ବିବରଣ 20:5

ଅଧକ୍ଷଗଣ ଲୋକମାନଙ୍କୁ କହିବେ, 'କେଉଁ ଲୋକ ନୂତନ ଗୃହ ନିର୍ମାଣ କରି ତାହା ପ୍ରତିଷ୍ଠା କରି ନାହିଁ? ସେ ତା'ର ଆପଣା ଗୃହକକ୍ସ୍ଟ ଯାଉ। ନଚେତ୍ ସେ ଯବେେ ମରିୟାଏ, ତବେେ ଅନ୍ୟ ଲୋକ ସେ ଗୃହ ରେ ପ୍ରବେଶ କରିବ।

ପ୍ରଥମ ରାଜାବଳୀ 8:63

ରାଜା ଶଲୋମନ ଓ ଇଶ୍ରାୟେଲର ସଦାପ୍ରଭୁଙ୍କ ସମ୍ମାନାର୍ଥେ ଲୋକମାନେ 22,000 ଗାଈ ଓ 1,20,000 ମଷେ ସହଭାଗିତାର ବଳି ନିମନ୍ତେ ଉତ୍ସର୍ଗ କଲେ। ଏହି ରୂପେ ରାଜା ଓ ସମଗ୍ର ଇଶ୍ରାୟେଲ ଲୋକେ ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗ କଲେ।

ଦିତୀୟ ବଂଶାବଳୀ 7:5

ରାଜା ଶଲୋମନ 22,000 ବଳଦ ଓ 1,20,000 ମେଣ୍ଢା ଉତ୍ସର୍ଗ କଲେ। ରାଜା ଓ ସମସ୍ତ ଲୋକ ପରମେଶ୍ବରଙ୍କ ମନ୍ଦିରକୁ ସମର୍ପଣ କଲେ।

ଦିତୀୟ ବଂଶାବଳୀ 7:9

ଅଷ୍ଟମ ଦିନ ରେ ସମାନେେ ଏକ ପବିତ୍ର ସଭା କଲେ, କାରଣ ସମାନେେ ସାତଦିନ ୟଜ୍ଞବଦେୀକୁ ଉତ୍ସର୍ଗ କରିବା ରେ କଟାଇଲେ। ଆଉ ସମାନେେ ସାତଦିନ ପର୍ୟ୍ଯନ୍ତ ଭୋଜି ଉତ୍ସବ ପାଳନ କଲେ।

ଏଜ୍ରା 6:16

ଏହାପରେ ଇଶ୍ରାୟେଲର ଲୋକମାନେ, ଯାଜକମାନେ, ଲବେୀୟମାନେ ଓ ନିର୍ବାସୀତର ଅବଶିଷ୍ଟ ଲୋକମାନେ ଆନନ୍ଦ ରେ ପରମେଶ୍ବରଙ୍କ ଏହି ମନ୍ଦିରର ପ୍ରତିଷ୍ଠା ଉତ୍ସବ ଆନନ୍ଦର ସହିତ ପାଳନ କଲେ।

ନିହିମିୟା 12:27

ଏହାପରେ ୟିରୁଶାଲମର ପ୍ରାଚୀର ପ୍ରତିଷ୍ଠା ସମୟରେ ଲୋକମାନେ, ଗିନି, ନବେଲ ଓ ବୀଣା ବଜାଇ ଧନ୍ଯବାଦ ଓ ଗାନ ସହିତ ଆନନ୍ଦ ରେ ପ୍ରତିଷ୍ଠା ଉତ୍ସବ ପାଳନ କରିବା ପାଇଁ ଲବେୀୟମାନଙ୍କୁ ୟିରୁଶାଲମକୁ ଆଣିବା ନିମନ୍ତେ ସମାନଙ୍କେ ସବୁ ସ୍ଥାନ ରେ ସମାନଙ୍କେୁ ଅନ୍ବଷେଣ କଲେ।

ନିହିମିୟା 12:43

ପୁଣି ସହେି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ। କାରଣ ପରମେଶ୍ବର ସମାନଙ୍କେୁ ମହା ଆନନ୍ଦ ରେ ଆନନ୍ଦିତ କରିଥିଲେ। ଆଉ ସ୍ତ୍ରୀମାନେ ମଧ୍ଯ ଓ ବାଳକ ବାଳିକାଗଣ ଆନନ୍ଦ କଲେ। ତହିଁରେ ୟିରୁଶାଲମର ଆନନ୍ଦ ଧ୍ବନି ଅନକେ ଦୂର ପର୍ୟ୍ଯନ୍ତ ଶୁଣାଗଲା।

ଗୀତସଂହିତା 30:1

ହେ ସଦାପ୍ରଭୁ, ତୁମ୍ଭେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କରିଛ। ତୁମ୍ଭେ ମାରେ ଶତ୍ରୁଙ୍କୁ ମାେତେ ପରାଜିତ କରିବାକୁ ସୁଯୋଗ ଦଲେ ନାହିଁ କି ସମାନେେ ମାେତେ ପରିହାସ କରିବାକୁ ଦଲେ ନାହିଁ। ତଣେୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।

Interlinear

Choose Theme