ଗଣନା ପୁସ୍ତକ 7:18 · ଓଡ଼ିଆ ବାଇବେଲ
ଦ୍ୱିତୀୟ ଦିନ ଇଷାଖରର ଅଧିପତି ସୂୟାରର ପୁତ୍ର ନଥନେଲ ଆପଣା ଉପହାର ଉତ୍ସର୍ଗ କଲା।
Cross references
ଗଣନା ପୁସ୍ତକ 1:8
ଇଷାଖର ପରିବାରବର୍ଗର, ସୂଯାରର ପୁତ୍ର ନଥନଲେ।
ଗଣନା ପୁସ୍ତକ 2:5
ଯିହୁଦା ଗୋଷ୍ଠୀର ପାଖ ରେ ଇଷାଖର ଗୋଷ୍ଠୀ ଛାଉଣୀ ସ୍ଥାପନ କରିବେ। ଜୁଆର ପୁତ୍ର ନେଥନିଯଲ, ଇଷାଖର ଲୋକମାନଙ୍କର ଅଧିପତି ହବେ।