ଗଣନା ପୁସ୍ତକ 7:23 · ଓଡ଼ିଆ ବାଇବେଲ
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
Cross references
ଲେବୀୟ ପୁସ୍ତକ 7:11
ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ଯବସ୍ଥା ଅଟେ।
ପ୍ରଥମ ରାଜାବଳୀ 8:63
ରାଜା ଶଲୋମନ ଓ ଇଶ୍ରାୟେଲର ସଦାପ୍ରଭୁଙ୍କ ସମ୍ମାନାର୍ଥେ ଲୋକମାନେ 22,000 ଗାଈ ଓ 1,20,000 ମଷେ ସହଭାଗିତାର ବଳି ନିମନ୍ତେ ଉତ୍ସର୍ଗ କଲେ। ଏହି ରୂପେ ରାଜା ଓ ସମଗ୍ର ଇଶ୍ରାୟେଲ ଲୋକେ ସଦାପ୍ରଭୁଙ୍କ ମନ୍ଦିର ରେ ଉତ୍ସର୍ଗ କଲେ।
ହିତୋପଦେଶ 7:14
ମଙ୍ଗଳାର୍ଥକ ବଳି ଅଛି। ଆଜି ମୁଁ ମାରେପ୍ରତିଜ୍ଞା ପୂର୍ଣ୍ଣ କରିଅଛି।
କଲସୀୟଙ୍କ ପ୍ରତି ପତ୍ର 1:1
ଈଶ୍ବରଙ୍କ ଇଚ୍ଛା ରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ ରରେିତ ମୁଁ ପାଉଲ ଓ ଆମ୍ଭ ଭାଇ ତୀମଥିଙ୍କଠାରୁ