ଗଣନା ପୁସ୍ତକ 7:31 · ଓଡ଼ିଆ ବାଇବେଲ
ପ୍ରତି ଅଧିପତି 130 ଶେକଲ ଓଜନ ବିଶିଷ୍ଟ ରୌପ୍ୟ ଏବଂ ସତୁରି ଶେକଲ ଓଜନ ବିଶିଷ୍ଟ ଗିନା ଅଧିକାରୀମାନଙ୍କର ମାପ ଅନୁସାରେ ଦେଲେ।
Cross references
ଯାତ୍ରା ପୁସ୍ତକ 25:29
ଏହାର ଥାଳି, ବାଟି, ଜଗ୍ ଓ ପିଆଲା ଶୁଦ୍ଧ ସୁବର୍ଣ୍ଣ ରେ ନିର୍ମାଣ କର। ଜଗ୍ ଓ ପିଆଲାଗୁଡିକ ପଯେ ନବୈେଦ୍ଯ ପାଇଁ ବ୍ଯବହୃତ ହବେ।