Home Bibles ☰ Books ଗଣନା ପୁସ୍ତକ 7:42 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 7:42 · ଓଡ଼ିଆ ବାଇବେଲ

ଷଷ୍ଠ ଦିନ ଗାଦ୍ ସନ୍ତାନଗଣର ଅଧିପତି ଦ୍ୟୂୟେଲର ପୁତ୍ର ଇଲୀୟାସଫ ନିଜ ଉପହାର ଉତ୍ସର୍ଗ କଲା।

Cross references

ଗଣନା ପୁସ୍ତକ 1:14

ଗାଦ ପରିବାରବର୍ଗର, ଦ୍ଯୁଯଲରେ ପୁତ୍ର ଇଲୀଯାସଫ।

ଗଣନା ପୁସ୍ତକ 2:14

ରୁବନରେ ଲୋକମାନଙ୍କ ଛାଉଣୀ ପାଖ ରେ ଗାଦ ଗୋଷ୍ଠୀ ଛାଉଣୀ ସ୍ଥାପିତ ହବେ। ରୁଯଲରେ ପୁତ୍ର ଇଲୀଯାସଫ ଗାଦ ଲୋକମାନଙ୍କର ଅଧିପତି ହବେ।

Interlinear

Choose Theme