Home Bibles ☰ Books ଗଣନା ପୁସ୍ତକ 7:45 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 7:45 · ଓଡ଼ିଆ ବାଇବେଲ

ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

Cross references

ଗୀତସଂହିତା 66:15

ମୁଁ ତୁମ୍ଭକୁ ମାଂସାଳ ପଶୁମାନଙ୍କୁ ପାପାର୍ଥକବଳି ଆକାରରେ ପ୍ରଦାନ କରିବି। ମୁଁ ମଷେ ସହିତ ସମାନଙ୍କେର ସୁଗନ୍ଧି ପ୍ରଦାନ କରିବି। ମୁଁ ଛାଗ ସଙ୍ଗେ ବୃଷ ବଳିଦାନ କରିବି।

ଯିଶାଇୟ 53:4

ମାତ୍ର ସେ ଆମ୍ଭର ଦୁଃଖ ୟାତନା ସବୁ ଧାରଣ କରିଛନ୍ତି ଓ ଆମ୍ଭମାନଙ୍କର ବ୍ଯଥାଗୁଡ଼ିକୁ ବହନ କରିଛନ୍ତି। ତଥାପି ଆମ୍ଭମାନେେ ତାଙ୍କୁ ପରମେଶ୍ବରଙ୍କ ଦ୍ବାରା ନିର୍ୟ୍ଯାତିତ ଓ ଦୁଃଖଗ୍ରସ୍ତ ବୋଲି ଭାବିଲୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:21

ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।

Interlinear

Choose Theme