Home Bibles ଗଣନା ପୁସ୍ତକ 7:48 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 7:48 · ଓଡ଼ିଆ ବାଇବେଲ

ସପ୍ତମ ଦିନ ଇଫ୍ରୟିମ ଲୋକଗଣର ଅଧିପତି ଅମ୍ମୀହୁଦର ପୁତ୍ର ଇଲୀଶାମା ଆପଣା ଉପହାର ଆଣିଲା।

Cross references

ଗଣନା ପୁସ୍ତକ 1:10

ଇଫ୍ରଯିମ ଗୋ୍ଟିର, ଅମ୍ମୀହୂଦର ପୁତ୍ର ଇଲୀଶାମା।

ଗଣନା ପୁସ୍ତକ 2:18

ଇଫ୍ରଯିମ ବିଭାଗର ଛାଉଣୀର ଧ୍ବଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରଯିମ ଲୋକମାନଙ୍କର ଅଧିପତି ହବେ।

Interlinear

Choose Theme