Home Bibles ଗଣନା ପୁସ୍ତକ 7:65 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 7:65 · ଓଡ଼ିଆ ବାଇବେଲ

ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।

Cross references

ଗଣନା ପୁସ୍ତକ 2:22

ବିଦ୍ଯାମୀନ ଗୋଷ୍ଠୀ ଇଫ୍ରଯିମ ଗୋଷ୍ଠୀ ଭୟ ରେ ଛାଉଣୀ ସ୍ଥାପନ କରିବେ। ପୁଣି ଗିଦିଯୋନିର ପୁତ୍ର ଅବୀନାସ ବିଦ୍ଯାମୀନ ଲୋକମାନଙ୍କର ଅଧିପତି ହବେ।

Interlinear

Choose Theme