ଗଣନା ପୁସ୍ତକ 7:71 · ଓଡ଼ିଆ ବାଇବେଲ
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
Cross references
ଗଣନା ପୁସ୍ତକ 2:25
ଦାନ ବିଭାଗର ଛାଉଣୀର ଧ୍ବଜା ଉତ୍ତର ଦିଗକୁ ରହିବ। ଅମ୍ମୀଶଦ୍ଦଯର ପୁତ୍ର ଅହୀଯଷେର ଦାନ ସନ୍ତାନଗଣର ଅଧିପତି ହବେ।