ଗଣନା ପୁସ୍ତକ 7:83 · ଓଡ଼ିଆ ବାଇବେଲ
ପ୍ରତ୍ୟେକ ଅଧିପତି ପାପ ପାଇଁ ଗୋଟିଏ ଛାଗ ଉତ୍ସର୍ଗ କଲେ, ପ୍ରତ୍ୟେକ ଅଧିପତି ଶାନ୍ତି ବଳରୂପେ ଦୁଇଟି ଗୋରୁ, ପାଞ୍ଚ ମେଷ, ପାଞ୍ଚ ଛାଗ ଓ ଏକବର୍ଷୀୟ ପାଞ୍ଚ ମେଷବତ୍ସ ଉତ୍ସର୍ଗ କଲେ।
Cross references
ଗଣନା ପୁସ୍ତକ 2:29
ନପ୍ତାଲି ଗୋଷ୍ଠୀର ଛାଉଣୀ ଦାନ ଗୋଷ୍ଠୀ ପରେ ରହିବ। ଐନନର ପୁତ୍ର ଅହୀର ନପ୍ତାଲିର ଲୋକମାନଙ୍କର ଅଧିପତି ହବେ।