Home Bibles ଗଣନା ପୁସ୍ତକ 7:9 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 7:9 · ଓଡ଼ିଆ ବାଇବେଲ

ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

Cross references

ଗଣନା ପୁସ୍ତକ 3:31

ପବିତ୍ର ସିନ୍ଦୂକ, ମଜେ,ଦୀପରୁଖା, ୟଜ୍ଞବଦେୀ, ପବିତ୍ରସ୍ଥାନର ସବୋ ସମ୍ବନ୍ଧୀଯ ସକଳପାତ୍ର, ଏବଂ ପରଦା ସମାନଙ୍କେର ଦାଯ୍ବିତ୍ବ ରେ ରହିବ।

ଗଣନା ପୁସ୍ତକ 4:4

ସମାଗମ ତମ୍ବୁ ରେ ମହାପବିତ୍ର ଦ୍ରବ୍ଯାଦିର ଯତ୍ନ ନବୋ କହାତ ପରିବାରବର୍ଗର କାର୍ୟ୍ଯ ଅଟେ।

ଗଣନା ପୁସ୍ତକ 4:15

ଏହି ରୂପେ ଯେତବେେଳେ ଛାଉଣୀ ଅଗ୍ରସର ହବୋ ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ରସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ଯ ଢାଙ୍କି ଦବେେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସମାନେେ ନିଶ୍ଚଯ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ ନ ହେଲେ ସମାନେ ମୁତ୍ଯୁବରଣ କରିବେ। ପବିତ୍ର ତମ୍ବୁ ରେ ଏହାହିଁ କହାତ ପୁତ୍ରଗଣର କର୍ତ୍ତବ୍ଯ ହବେ।

ଦିତୀୟ ଶାମୁୟେଲ 6:3

ଦାଉଦର ଲୋକମାନେ ସହେି ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅବୀନାଦବର ଗୃହରକ୍ସ୍ଟ ବାହାରକକ୍ସ୍ଟ ଆଣିଲେ। ସଇେ ଗୃହଟି ପର୍ବତ ଉପରେ ଅବସ୍ଥିତ ଥିଲା। ସମାନେେ ଏହି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଏକ ନୂଆ ଶଗଡ ରେ ଲଦିଲେ ଏବଂ ଅବୀନାଦବର ପକ୍ସ୍ଟତ୍ର ଉଷ ଅହୀୟୋ ସହେି ନୂଆ ଶଗଡକକ୍ସ୍ଟ ଚଲଇେଲେ।

ଦିତୀୟ ଶାମୁୟେଲ 6:6

ସମାନେେ ନାଖାନେ ନାମକ ଶସ୍ଯ ମର୍ଦ୍ଦନ ସ୍ଥାନ ରେ ପହଁଞ୍ଚିଲେ। ବଳଦମାନେ ଅମଣା ହବୋରକ୍ସ୍ଟ ଉଷ ହସ୍ତ ବଢାଇ ପ୍ରଭକ୍ସ୍ଟଙ୍କର ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରି ନେଲେ।

ଦିତୀୟ ଶାମୁୟେଲ 6:13

ଯେଉଁ ଲୋକମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହିଥିଲେ ସମାନେେ ଛଅ ପାହକ୍ସ୍ଟଣ୍ତ ଆସିଲା ପରେ ସଠାେରେ ଅଟକିଲେ ଓ ଦାଉଦ ସଠାେରେ ଏକ ଗୋରୁ ବଳି ଦେଲେ ଓ ଏକ ମାଟୋ ବାଛକ୍ସ୍ଟରୀ ମଧ୍ଯ ବଳି ଦେଲେ।

ପ୍ରଥମ ବଂଶାବଳୀ 15:3

ଲବେୀୟମାନେ ନିଯମସିନ୍ଦୁକକୁ ଦାଉଦଙ୍କ ଦ୍ବାରା ପ୍ରସ୍ତୁତ ସ୍ଥାନକୁ ବହିନବୋ ସମୟରେ ଇଶ୍ରାୟେଲର ସମସ୍ତ ଲୋକଙ୍କୁ ୟିରୁଶାଲମ ରେ ଏକତ୍ରୀତ ହବୋ ନିମନ୍ତେ ଦାଉଦ କହିଲେ।

ପ୍ରଥମ ବଂଶାବଳୀ 15:13

ନିଯମସିନ୍ଦୁକକୁ କିପରି ବହି ନବୋକୁ ହବେ, ତାହା କ'ଣ ଆମ୍ଭେ ଗତଥର ସଦାପ୍ରଭୁଙ୍କୁ ପଚାରି ନ ଥିଲୁ ? ତୁମ୍ଭେ କ'ଣ ଲବେୀୟମାନେ ତାହାକୁ ବହନ କରି ନ ଥିଲେ, ସେଥିନିମନ୍ତେ ସଦାପ୍ରଭୁ ଆମ୍ଭମାନଙ୍କୁ ଦଣ୍ଡ ଦେଲେ।

ପ୍ରଥମ ବଂଶାବଳୀ 23:26

ତେଣୁ ଲବେୀୟମାନଙ୍କୁ ଆଉ ପବିତ୍ର ତମ୍ବୁ କିଅବା ସେଥି ରେ ବ୍ଯବହୃତ ସାମଗ୍ରୀଗୁଡ଼ିକୁ ବୋହିକରି ନବୋକୁ ପଡ଼ିବ ନାହିଁ।

Interlinear

Choose Theme