ଆଉ ହାରୋଣ ଇଶ୍ରାୟେଲ-ସନ୍ତାନଗଣ ପକ୍ଷ ରେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସମାନେେ ସଦାପ୍ରଭୁଙ୍କର ସବୋ କରିବେ।
Cross references
ଏହିସବୁ ନଇେ ହାରୋଣ ଏବଂ ତା'ର ପୁତ୍ରମାନଙ୍କ ସମ୍ମୁଖ ରେ ହାତ ରେ ଧରିବେ। ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ବିଶିଷ୍ଟ ନବୈେଦ୍ଯ ହବେ।
ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦୋଳନୀଯ ନବୈେଦ୍ଯ ଆଣିବ। ସେ ବକ୍ଷ ଏବଂ ମଦେ ଆଣି ଯାଜକକୁ ଦବୋ ଉଚିତ୍। ସହେି ବକ୍ଷ ତା'ର ଆଗ ରେ ଉଠାୟାଇ ସଦାପ୍ରଭୁଙ୍କୁ ଉପହାର ଦିଆୟିବ।
ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତ ରେ ସହେିସବୁ ଦଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ।
ଆଉ ମାଶାେ ବକ୍ଷ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ। ପଦ ନି ଯୋଗର୍ଥକ ମଷେର ଏହି ଅଂଶ ମାଶାଙ୍କେର ହେଲା। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।
ଲବେୀୟମାନଙ୍କୁ ଇଶ୍ରାୟେଲର ଲୋକମାନଙ୍କ ସନ୍ତାନଗଣଙ୍କ ସହିତ ଗଣନା ବେଳେ ମିଶାଇବ ନାହିଁ।
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
ତା'ପରେ ଯାଜକ ଦୋଳନୀଯ ନବୈେଦ୍ଯ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଟକେିବ, ସହେି ଛାତି ଓ ଗୋଡ ନବୈେଦ୍ଯ ଯାଜକ ପାଇଁ ଏକ ପବିତ୍ର ଉପହାର ଅଟେ। ତା'ପରେ ସହେି ନାସରୀଯ ବ୍ରତ କରିଥିବା ବ୍ଯକ୍ତି ଦ୍ରାକ୍ଷାରସ ପାନ କରିପାରିବ।
ସେ ସମୟରେ ସଦାପ୍ରଭୁଙ୍କ ନିଯମ ସିନ୍ଦକ୍ସ୍ଟକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସବୋକର୍ମ ପାଇଁ ତାହାଙ୍କ ଛାମକ୍ସ୍ଟ ରେ ଠିଆ ହବୋକକ୍ସ୍ଟ ଓ ତାହାଙ୍କ ନାମ ରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ୟ୍ଯନ୍ତ ଲବେୀ ପରିବାରବର୍ଗଙ୍କକ୍ସ୍ଟ ପୃଥକ କରିଛନ୍ତି।