Home Bibles ଗଣନା ପୁସ୍ତକ 8:13 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 8:13 · ଓଡ଼ିଆ ବାଇବେଲ

ପୁଣି ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣ ସମ୍ମୁଖ ରେ ଲବେୀୟମାନଙ୍କୁ ଉପସ୍ଥିତ କରାଇ ଦୋଳନୀଯ ନବୈେଦ୍ଯରୂପେ ସଦାପ୍ରଭୁଙ୍କ ଉବ୍ଦେଶ୍ଯ ରେ ଉତ୍ସର୍ଗ କରିବ।

Cross references

ଗଣନା ପୁସ୍ତକ 8:11

ଆଉ ହାରୋଣ ଇଶ୍ରାୟେଲ-ସନ୍ତାନଗଣ ପକ୍ଷ ରେ ଲବେୀୟମାନଙ୍କୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ଉପହାର ରୂପେ ଉତ୍ସର୍ଗ କରିବ। ତହିଁରେ ସମାନେେ ସଦାପ୍ରଭୁଙ୍କର ସବୋ କରିବେ।

ଗଣନା ପୁସ୍ତକ 8:21

ପୁଣି ଲବେୀୟମାନେ ନିଜକୁ ଶୈାଚ କଲେ ଓ ନିଜ ନିଜ ବସ୍ତ୍ର ଧୌତ କଲେ। ତହୁଁ ହାରୋଣ ସମାନଙ୍କେୁ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯରୂପେ ଉତ୍ସର୍ଗ କଲେ ଓ ହାରୋଣ ସମାନଙ୍କେୁ ଶୁଚି କିବା ପାଇଁ ପ୍ରାଯଶ୍ଚିତ କଲେ।

ଗଣନା ପୁସ୍ତକ 18:6

ଆଉ ଆମ୍ଭେ ଇଶ୍ରାୟେଲର ଲୋକମାନଙ୍କ ମଧ୍ଯରୁ ତୁମ୍ଭ ଭ୍ରାତୃଗଣ ଲବେୀମାନଙ୍କୁ ଗ୍ରହଣ କରିଅଛୁ। ସମାନେେ ଯେପରି ସଦାପ୍ରଭୁଙ୍କର ଓ ସମାଗମ ତମ୍ବୁର ସବୋ କରିପାରିବେ, ସମାନେେ ତୁମ୍ଭଙ୍କୁ ଉପହାର ସ୍ବରୂପ ଦେଲେ।

ରୋମୀୟଙ୍କ ପ୍ରତି ପତ୍ର 12:1

ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।

ରୋମୀୟଙ୍କ ପ୍ରତି ପତ୍ର 15:16

ପରମେଶ୍ବର ମାେତେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ସବେକ ହାଇେ ଅଣଯିହୂଦୀମାନଙ୍କୁ ସାହାୟ୍ଯ କରିବା ପାଇଁ ନିୟୁକ୍ତି କଲେ। ସେ ମାେତେ ସୁସମାଗ୍ଭର ଶିକ୍ଷା ଦବୋର କାର୍ୟ୍ଯ କରିବା ନିମନ୍ତେ ନିୟୁକ୍ତି କଲେ। ଏପରି କରିବା ଉବ୍ଦେଶ୍ଯ ହେଲା ଯେ, ଅଣଯିହୂଦୀମାନେ ଉତ୍ସର୍ଗଦାନ ସ୍ବରୂପ ହବେେ ଯାହା କି ପରମେଶ୍ବର ଗ୍ରହଣ କରିବେ। ଏହି ଦାନ ଲୋକମାନେ ପରମେଶ୍ବରଙ୍କ ପାଇଁ ପବିତ୍ର ଆତ୍ନା ଦ୍ବାରା ପବିତ୍ର କରାଗଲା।

Interlinear

Choose Theme