Home Bibles ଗଣନା ପୁସ୍ତକ 8:18 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 8:18 · ଓଡ଼ିଆ ବାଇବେଲ

ପୁଣି ଇଶ୍ରାୟେଲ ଲୋକମାନେ ସମସ୍ତ ପ୍ରଥମଜାତ ବଦଳ ରେ ଆମ୍ଭେ ଲବେୀୟମାନଙ୍କୁ ଗ୍ରହଣ କଲୁ।

Cross references

ଆଦି ପୁସ୍ତକ 48:14

ଇଶ୍ରାୟେଲ ନିଜର ଦକ୍ଷିଣ ହସ୍ତ ବଢ଼ାଇ କନିଷ୍ଠ ଇଫ୍ରଯିମର ମୁଣ୍ଡ ରେ ତାଙ୍କର ବାମ ହସ୍ତ ରଖିଲେ। ଏହାପରେ ଇଶ୍ରାୟେଲ ତାଙ୍କର ବାମହସ୍ତ ମନଃଶିର ମସ୍ତ ଉପରେ ରଖିଲେ ୟିଏକି ପ୍ରଥମେ ଜନ୍ମ ହାଇେଥିଲା।

ଗଣନା ପୁସ୍ତକ 3:9

ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତ ରେ ଲବେୀୟମାନଙ୍କୁ ଦବେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇଶ୍ରାୟେଲ ଲୋକମାନଙ୍କ ପକ୍ଷରୁ ସମାନଙ୍କେୁ ଦିଆଗଲା।

ଗଣନା ପୁସ୍ତକ 3:12

ମୁଁ ତୁମ୍ଭକୁ କହିଥିଲି ଇଶ୍ରାୟେଲର ପ୍ରେତ୍ୟକକ ବଂଶର ପ୍ରଥମ ଜାତ ମାରେ ସବେକ ହବେ। ବର୍ତ୍ତମାନ ଲବେୀୟମାନେ ମାରେ ଅଧିକୃତ, ତେଣୁ ଇଶ୍ରାୟେଲୀୟମାନଙ୍କ ପ୍ରଥମ ଜାତ ପରିବର୍ତେ ଲବେୀୟମାନେ ମାରେ ହବେେ।

Interlinear

Choose Theme