Home Bibles ଗଣନା ପୁସ୍ତକ 8:5 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 8:5 · ଓଡ଼ିଆ ବାଇବେଲ

ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,

Cross references

ଦିତୀୟ ବିବରଣ 10:8

ସେ ସମୟରେ ସଦାପ୍ରଭୁଙ୍କ ନିଯମ ସିନ୍ଦକ୍ସ୍ଟକ ବହିବା ପାଇଁ ଓ ସଦାପ୍ରଭୁଙ୍କ ସବୋକର୍ମ ପାଇଁ ତାହାଙ୍କ ଛାମକ୍ସ୍ଟ ରେ ଠିଆ ହବୋକକ୍ସ୍ଟ ଓ ତାହାଙ୍କ ନାମ ରେ ଆଶୀର୍ବାଦ କରିବାକୁ ସଦାପ୍ରଭୁ ଆଜି ପର୍ୟ୍ଯନ୍ତ ଲବେୀ ପରିବାରବର୍ଗଙ୍କକ୍ସ୍ଟ ପୃଥକ କରିଛନ୍ତି।

ପ୍ରଥମ ବଂଶାବଳୀ 6:48

ହମେନ୍ ଓ ଆସଫ୍ଙ୍କ ଭ୍ରାତାମାନେ ଲବେୀଙ୍କ ଗୋଷ୍ଠୀର ଥିଲେ। ଲବେୀଙ୍କ ଗୋଷ୍ଠୀମାନଙ୍କୁ ଲବେୀୟ ମଧ୍ଯ କୁହାଯାଉଥିଲା। ପବିତ୍ର ତମ୍ବୁ ରେ ସବୋକାର୍ୟ୍ଯ କରିବା ନିମନ୍ତେ ଏହି ଲବେୀୟମାନେ ମନୋନୀତ ହାଇେଥିଲେ। ପରମେଶ୍ବରଙ୍କ ଗୃହ ରେ ପବିତ୍ର ତମ୍ବୁ ରହିଥିଲା,

Interlinear

Choose Theme