ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ଇଶ୍ରାୟେଲ ଲୋକମାନେ ମେଘର ଗତିକୁ ଲକ୍ଷ୍ଯକରି ୟାତ୍ରା କଲେ ଓ ଛାଉଣୀ ସ୍ଥାପନ କଲେ, ଯେ ପର୍ୟ୍ଯନ୍ତ ସହେି ମେଘ ପବିତ୍ର ତମ୍ବୁଉପରେ ରହିଲା, ସେ ପର୍ୟ୍ଯନ୍ତ ସମାନେେ ଛାଉଣୀ ସ୍ଥାପନ କରି ରହିଲେ।
Cross references
ଇଶ୍ରାୟେଲର ସମସ୍ତ ସମାଜ ଏକତ୍ରୀତ ହାଇେ ସୀନଯ ମରୁଭୂମିରୁ ୟାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମାନେେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସମାନେେ ରଫୀଦୀମ ରେ ଛାଉଣୀ ସ୍ଥପନ କଲେ ଏବଂ ସଠାେରେ ଲୋକମାନଙ୍କ ପାଇଁ ପିଇବା ପାଣି ନଥିଲା।
ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତି ରେ ଏହା ଅଗ୍ନିତୁଲ୍ଯ ଦଖାଗେଲା।
କବେେ କବେେ ସହେି ମେଘ ପବିତ୍ର ତମ୍ବୁ ଉପରେ ଅଳ୍ପ ସମୟ ରହିଲା, ସେ ସମୟରେ ସମାନେେ ଛାଉଣୀ କରି ରହିଲେ ଓ ମେଘର ଗତି ଅନୁସାରେ ଗତି କଲେ।
ଆଉ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସମାନେେ ପ୍ରଥମ ଥର ୟାତ୍ରା କଲେ।
ଭାଇ ଓ ଭଉଣୀମାନେ! ମୁଁ ଇଚ୍ଛା କରେ ଯେ, ଆମ୍ଭର ପିତୃପୁରୁଷମାନଙ୍କ ପ୍ରତି ( ଯେଉଁମାନେ ମାଶାଙ୍କେୁ ଅନୁସରଣ କରିଥିଲେ) କ'ଣ ହେଲା ତାହା ତୁମ୍ଭମାନେେ ଜାଣି ରଖ। ପରମେଶ୍ବର ସମାନଙ୍କେୁ ମେଘ ସ୍ତମ୍ଭ ଦ୍ବାରା ସୁଫ ସାଗରକୁ ପାର କରାଇଥିଲେ।
ପ୍ ରମରେ ଅର୍ଥ ହେଉଛି, ତାହାଙ୍କର ଆଜ୍ଞା ଅନୁସାରେ ଜୀବନଯାପନ କରିବା। ପରମେଶ୍ବରଙ୍କ ଆଜ୍ଞା ଏହି : ତୁମ୍ଭେ ଏକ ପ୍ ରମରେ ଜୀବନ ବିତାଅ। ତୁମ୍ଭେ ଏହି ଆଜ୍ଞା ଆରମ୍ଭରୁ ଶୁଣିଛ।