ପୁଣି ଯେତବେେଳେ ସହେି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତବେେଳେ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ୟାତ୍ରା କଲେ ନାହିଁ।
Cross references
କିନ୍ତୁ ଯେତବେେଳେ ମେଘ ସହେି ପବିତ୍ର ତମ୍ବୁକୁ ଆଚ୍ଛାଦନ କରିଥିଲା, ଲୋକମାନେ ସେତବେେଳେ ଚେଷ୍ଟା କରି ନଥିଲେ ୟିବା ପାଇଁ, ସମାନେେ ସହେିଠା ରେ ମେଘ ୟିବା ପର୍ୟ୍ଯନ୍ତ ରହିଥିଲେ।
ଇଶ୍ରାୟେଲୀୟ ଲୋକମାନେ ସମାନଙ୍କେର ଶିବିର ଅଲଗା ଅଲଗା ଦଳ ରେ ବିଭକ୍ତ କଲେ। ପ୍ରେତ୍ୟକକର ନିଜ ଧ୍ବଜା ରହିବା ଉଚିତ୍।
ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।
ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସପରେି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକା ରେ କର ଯାହା ଆମ୍ଭେ ଗ୍ଭହୁଁ। ତବେେ ତୁମ୍ଭେ ଆମ୍ଭର ଗୃହ ରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହବେ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସହେିମାନଙ୍କ ମଧିଅରେ, ଯେଉଁମାନେ କି ଏଠା ରେ ଛିଡା ହେଉଛନ୍ତି।