ଇଶ୍ରାୟେଲ ଲୋକମାନଙ୍କୁ କୁହ, ସମାନେେ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ।
Cross references
ଯେଉଁ ସମୟରେ ମାଶାେ ଏବଂ ହାରୋଣ ମିଶର ରେ ଥିଲେ, ସଦାପ୍ରଭୁ ସମାନଙ୍କେୁ କହିଲେ,
ପ୍ରଥମ ମାସ ରେ, ମାସର ଚତୁର୍ଦ୍ଦଶ ଦିନ ରେ ସନ୍ଧ୍ଯା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ହବେ।
ପ୍ରଥମ ମାସର ଚତୁର୍ଦ୍ଦଶ ଦିବସ ରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହବେ।
ଆବୀବ ମାସର ପର୍ବକକ୍ସ୍ଟ ରଖ, ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶଓରଙ୍କୁ ସମ୍ମାନ ଦବୋ ପାଇଁ ନିସ୍ତାର ପର୍ବ ପାଳନ କର। କାରଣ ଆବୀବ ମାସ ରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ରାତ୍ରିକାଳ ରେ ମିଶରରକ୍ସ୍ଟ ବାହାର କରିଆଣିଲେ।
ଇଶ୍ରାୟେଲ ଲୋକମାନେ ନିସ୍ତାର ପର୍ବପାଳନ କଲେ, ଯେତବେେଳେ ସମାନେେ ଯିରୀହାେ ସମତଳ ଅଞ୍ଚଳ ନିକଟରେ ଛାଉଣୀ ସ୍ଥାପନ କଲେ। ତାହା ଥିଲା ସହେି ମାସ ଚଉଦ ତାରିଖ ସଂନ୍ଧ୍ଯା।
ରାଜା ଯୋଶିୟଯ ୟିରୁଶାଲମ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ପାଳନ କଲେ। ପ୍ରଥମ ମାସର ଚତୁର୍ଦ୍ଦଶତମ ଦିବସ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କରାଗଲା।
ଏହାପରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ରେ ବନ୍ଦୀତ୍ବର ସନ୍ତାନଗଣ ନିସ୍ତାରପର୍ବ ପାଳନ କଲେ।
ଖମୀର ଶୂନ୍ଯ ରୋଟୀ-ପର୍ବର ପ୍ରଥମ ଦିନ ରେ ୟିହୁଦୀମାନେ 'ନିସ୍ତାର ପର୍ବର ମେଣ୍ଢାଛୁଆଟି' କୁ ବଳି ଦିଅନ୍ତି। ସହେି ଦିନ ଯୀଶୁଙ୍କ ପାଖକୁ ତାହାଙ୍କ ଶିଷ୍ଯମାନେ ଆସି ପଚାରିଲେ, ନିସ୍ତାର ପର୍ବର ଭୋଜି ରେ ଆପଣଙ୍କ ପାଇଁ ସବୁ କିଛି ପ୍ରସ୍ତୁତ କରିବାକୁ ଆମ୍ଭେ କେଉଁଠାକୁ ୟିବୁ ବୋଲି ଆପଣ ଚାହୁଁଛନ୍ତି?
ଖମୀର ହୀନ ରୋଟୀ ପର୍ବର ଦିନଟି ଆସିଗଲା। ଏହି ଦିନ ଯିହୂଦୀମାନେ ନିସ୍ତାର ପର୍ବର ମଷେଶାବକମାନଙ୍କୁ ବଳି ଦିଅନ୍ତି।
ତୁମ୍ଭମାନେେ ସଂମ୍ପୂର୍ଣ୍ଣ ଭାବେ ନୂତନ ଗୁଳା ହବୋଲାଗି ତୁମ୍ଭମାନଙ୍କ ଭିତ ରେ ଥିବା ପୁରୁଣା ଖମୀରକୁ ସମ୍ପୂର୍ଣ୍ଣ ଭାବେ ବାହାର କରି ଦିଅ। ତୁମ୍ଭମାନେେ ସହେି ଖମୀର ଶୂନ୍ଯ ନିସ୍ତାର ପର୍ବର ରୋଟୀ ହଁ ଖ୍ରୀଷ୍ଟ ଆମ୍ଭର ନିସ୍ତାର ପର୍ବ ସୂଚକ ମେଣ୍ଢା ଯେ କି ଆମ୍ଭ ପାଇଁ ବଳି ହାଇେ ଯାଇଛନ୍ତି।