Home Bibles ଗଣନା ପୁସ୍ତକ 9:23 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 9:23 · ଓଡ଼ିଆ ବାଇବେଲ

ସମାନେେ ସଦାପ୍ରଭୁଙ୍କ ଆଜ୍ଞା ରେ ଛାଉଣୀ ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞା ରେ ୟାତ୍ରା କଲେ। ସମାନେେ ମାଶାଙ୍କେ ଦ୍ବାରା ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସଦାପ୍ରଭୁଙ୍କୁ ଅନୁସରଣ କଲେ।

Cross references

ଆଦି ପୁସ୍ତକ 26:5

ମୁଁ ଏହା କରିବି, କାରଣ ତୁମ୍ଭର ପିତା ଅବ୍ରହାମ ମାରେ କଥା ମାନିଥିଲେ ଓ ମୁଁ ଯାହା କହିଥିଲି ତାହା କରିଥିଲେ। ଅବ୍ରହାମ ମାରେ ଆଦେଶ, ନିଯମ ଓ ବିଧିସବୁ ମାନିଲେ।

ଯାତ୍ରା ପୁସ୍ତକ 17:1

ଇଶ୍ରାୟେଲର ସମସ୍ତ ସମାଜ ଏକତ୍ରୀତ ହାଇେ ସୀନଯ ମରୁଭୂମିରୁ ୟାତ୍ରା କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ସମାନେେ ଭିନ୍ନ ଭିନ୍ନ ସ୍ଥାନ ଭ୍ରମଣ କଲେ। ସମାନେେ ରଫୀଦୀମ ରେ ଛାଉଣୀ ସ୍ଥପନ କଲେ ଏବଂ ସଠାେରେ ଲୋକମାନଙ୍କ ପାଇଁ ପିଇବା ପାଣି ନଥିଲା।

ଗଣନା ପୁସ୍ତକ 9:19

ପୁଣି ଯେତବେେଳେ ସହେି ମେଘ ପବିତ୍ର ତମ୍ବୁ ଉପରେ ଦୀର୍ଘ ସମୟ ଧରି ରହିଲା, ସେତବେେଳେ ଇଶ୍ରାୟେଲ ଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ମାନି ଆଉ ୟାତ୍ରା କଲେ ନାହିଁ।

ଗଣନା ପୁସ୍ତକ 10:13

ଆଉ ମାଶାଙ୍କେ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସା ରେ ସମାନେେ ପ୍ରଥମ ଥର ୟାତ୍ରା କଲେ।

ଯିହୋଶୂୟ 22:3

ଏବଂ ସବୁ ସମୟରେ ଆପଣମାନେ ଇଶ୍ରାୟେଲମାନଙ୍କୁ ସହ ଯୋଗ କରିଛନ୍ତି। ଆପଣମାନେ ଆପଣମାନଙ୍କର ସଦାପ୍ରଭୁଙ୍କର ବାକ୍ଯକକ୍ସ୍ଟ ଠିକ୍ ଭାବରେ ଅତି ସତର୍କତାର ସହକା ରେ ପାଳନ କରିଛନ୍ତି ଏବଂ ତୁମ୍ଭମାନେେ ଏହି ଆଜ୍ଞା ପାଳନ କଲ।

ଯିହିଜିକଲ 44:8

ପୁଣି ତୁମ୍ଭମାନେେ ମାରେ ପବିତ୍ର ବସ୍ତୁଗୁଡ଼ିକର ଯତ୍ନ ନବୋକୁ ଧ୍ଯାନ ଦଇେ ନାହଁ। ଏବଂ ତୁମ୍ଭମାନେେ ବିଦେଶୀଯମାନଙ୍କ ହସ୍ତ ରେ ପବିତ୍ର ସ୍ଥାନ ରକ୍ଷାର ଦାଯିତ୍ବ ଦଇେଅଛ।'

ଯିଖରିୟ 3:7

ସର୍ବଶକ୍ତିମାନ ସଦାପ୍ରଭୁ କହନ୍ତି, ଆମ୍ଭେ ଯେପରି ନିର୍ଦ୍ଦେଶ ଦେଉ ତୁମ୍ଭେ ସପରେି ପରିଗ୍ଭଳିତ ହୁଅ ଏବଂ ଯତ୍ନ ସହକା ରେ କର ଯାହା ଆମ୍ଭେ ଗ୍ଭହୁଁ। ତବେେ ତୁମ୍ଭେ ଆମ୍ଭର ଗୃହ ରେ ବିଗ୍ଭର କରିବ ଏବଂ ଆମ୍ଭର ମନ୍ଦିର ଅଗଣାର ରକ୍ଷକ ହବେ। ଆମ୍ଭେ ତୁମ୍ଭକୁ ପ୍ରବେଶ କରାଇବା ସହେିମାନଙ୍କ ମଧିଅରେ, ଯେଉଁମାନେ କି ଏଠା ରେ ଛିଡା ହେଉଛନ୍ତି।

Interlinear

Choose Theme