Home Bibles ଗଣନା ପୁସ୍ତକ 9:3 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 9:3 · ଓଡ଼ିଆ ବାଇବେଲ

ଏହିମାସ ଚତୁର୍ବ୍ଦଶ ଦିନର ଗୋଧୂଳି ସମୟରେ ନିରୂପିତ ସମୟରେ ତୁମ୍ଭମାନେେ ତାହା ପାଳନ କରିବ। ତହିଁର ସମସ୍ତ ବିଧି ଓ ଶାସନ ଅନୁସାରେ ତାହା ପାଳନ କରିବ।

Cross references

ଯାତ୍ରା ପୁସ୍ତକ 12:1

ଯେଉଁ ସମୟରେ ମାଶାେ ଏବଂ ହାରୋଣ ମିଶର ରେ ଥିଲେ, ସଦାପ୍ରଭୁ ସମାନଙ୍କେୁ କହିଲେ,

ଯାତ୍ରା ପୁସ୍ତକ 12:6

ତୁମ୍ଭମାନଙ୍କୁ ସହେି ମଷେ ଶାବକକୁ ମାସର ଚତୁର୍ଦ୍ଦଶ ଦିନୟାଏଁ ନଜର ରେ ରଖିବାକୁ ହବେ। ସହେିଦିନ ଇଶ୍ରାୟେଲର ସମସ୍ତ ଲୋକମାନେ ସୂର୍ୟ୍ଯାସ୍ତ ପରେ ସନ୍ଧ୍ଯା ପୂର୍ବରୁ ଏମାନଙ୍କୁ ହତ୍ଯା କରିବେ।

ଲେବୀୟ ପୁସ୍ତକ 23:5

ପ୍ରଥମ ମାସ ରେ, ମାସର ଚତୁର୍ଦ୍ଦଶ ଦିନ ରେ ସନ୍ଧ୍ଯା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନିସ୍ତାରପର୍ବ ହବେ।

ଗଣନା ପୁସ୍ତକ 9:11

ଦ୍ବିତୀୟ ମାସର ଚତୁର୍ବ୍ଦଶ ଦିନ ଗୋଧୂଳି ସମୟରେ ସମାନେେ ତାହା ପାଳନ କରିବେ; ସମାନେେ ତାଡିଶୂନ୍ଯ ରୋଟୀ ଓ ପିତା ଶାଗ ସହିତ ତାହା ଭୋଜନ କରିବେ।

ଦିତୀୟ ବଂଶାବଳୀ 30:2

ଦ୍ବିତୀୟ ମାସ ରେ ନିସ୍ତାରପର୍ବ ପାଳିବା ନିମନ୍ତେ ରାଜା ହିଜକିଯ ତାଙ୍କର ସମସ୍ତ ପଦାଧିକାରୀ ଓ ୟିରୁଶାଲମର ସମସ୍ତ ଜନତାଙ୍କ ସହ ଏକମତ ହେଲେ।

ଦିତୀୟ ବଂଶାବଳୀ 30:15

ଏହାପରେ ସମାନେେ ଦ୍ବିତୀୟ ମାସର ଚତୁର୍ଦ୍ଦଶତମ ଦିନ ରେ ନିସ୍ତାରପର୍ବର ମଷେଶାବକଙ୍କୁ ହତ୍ଯା କଲେ। ଯାଜକମାନେ ଓ ଲବେୀୟମାନେ ଲଜ୍ଜିତ ହେଲେ। ସମାନେେ ପବିତ୍ର ସବୋକାର୍ୟ୍ଯ ନିମନ୍ତେ ନିଜକୁ ପ୍ରସ୍ତୁତ କଲେ। ଯାଜକ ଓ ଲବେୀୟମାନେ ସଦାପ୍ରଭୁଙ୍କ ମନ୍ଦିରକୁ ହାମବେଳି ଉପହାର ଆଣିଲେ।

ଏବ୍ରୀ 9:26

ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।

Interlinear

Choose Theme