Home Bibles ଗଣନା ପୁସ୍ତକ 9:8 · ଓଡ଼ିଆ ବାଇବେଲ
ଗଣନା ପୁସ୍ତକ 9:8 · ଓଡ଼ିଆ ବାଇବେଲ

ତବେେ ମାଶାେ ସମାନଙ୍କେୁ କହିଲେ, ତୁମ୍ଭମାନେେ ରୁହ, ତୁମ୍ଭମାନଙ୍କ ବିଷଯ ରେ ସଦାପ୍ରଭୁ କି ଆଜ୍ଞା ଦବେେ, ମୁଁ ପଚା ରେ।

Cross references

ଯାତ୍ରା ପୁସ୍ତକ 14:13

କିନ୍ତୁ ମାଶାେ ସମାନଙ୍କେୁ କହିଲେ, ଭୟ କର ନାହିଁ। ଦୌଡି ପଳାଇବାର ଆବଶ୍ଯକ ନାହିଁ। ଏହିଠା ରେ ଧିରସ୍ଥିର ହାଇେ ଛିଡା ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଆଜି ରକ୍ଷା କରିବେ। ତୁମ୍ଭମାନେେ ମିଶରବାସୀମାନଙ୍କୁ ଆଉ ପୁନ୍ନରାଯ ଦେଖିବ ନାହିଁ।

ଯାତ୍ରା ପୁସ୍ତକ 18:15

ଏହାପରେ ମାଶାେ ତାଙ୍କ ଶ୍ବଶୁରଙ୍କୁ କହିଲେ, ସମାନେେ ପରମେଶ୍ବରଙ୍କର ବିଚାର ବୁଝିବା ପାଇଁ ମାେ ନିକଟକୁ ଆସନ୍ତି।

ଲେବୀୟ ପୁସ୍ତକ 24:12

ପୁଣି ଲୋକମାନେ ସଦାପ୍ରଭୁଙ୍କ ମୁଖରୁ ଆଦେଶ ପାଇବା ପର୍ୟ୍ଯନ୍ତ ତାକୁ ବନ୍ଦୀ କରି ରଖିଲେ।

ଗଣନା ପୁସ୍ତକ 27:5

ତେଣୁ ମାଶାେ ସଦାପ୍ରଭୁଙ୍କ ଆଜ୍ଞା ପାଇଁ ନିବଦନେ କଲେ।

ଦିତୀୟ ବଂଶାବଳୀ 20:17

ତୁମ୍ଭମାନଙ୍କର ଏହି ୟୁଦ୍ଧ ରେ ୟୁଦ୍ଧ କରିବା ଦରକାର ନାହିଁ। ତୁମ୍ଭମାନେେ ନିଜ ସ୍ଥାନ ରେ ଦୃଢ଼ ହାଇେ ଠିଆ ହୁଅ। ସଦାପ୍ରଭୁ ତୁମ୍ଭମାନଙ୍କୁ ଉଦ୍ଧାର କରିବେ, ଏହା ତୁମ୍ଭମାନେେ ନିଜେ ଦେଖିବ। ତୁମ୍ଭେ ଯିହୁଦା ଓ ୟିରୁଶାଲମର ଲୋକମାନେ, ଭୟ କର ନାହିଁ, ବିବ୍ରତ ହୁଅ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ସଙ୍ଗ ରେ ଅଛନ୍ତି ଏଣୁ ଆସନ୍ତାକାଲି ଏହି ଲୋକମାନଙ୍କ ବିରୁଦ୍ଧ ରେ ବାହାରି ୟାଅ।'

ଗୀତସଂହିତା 25:14

ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।

ଗୀତସଂହିତା 85:8

ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ।

ହିତୋପଦେଶ 3:5

ତୁମ୍ଭେ ସର୍ବାନ୍ତଃ ହୃଦଯ ରେ ସଦାପ୍ରଭୁଙ୍କୁ ବିଶ୍ବାସ କର ଏବଂ ନିଜର ଚତୁରତା ଉପ ରେ ନିର୍ଭର କରନାହିଁ।

ଯିହିଜିକଲ 2:7

ସମାନେେ ଶୁଣନ୍ତୁ ବା ନ ଶୁଣନ୍ତୁ ମୁଁ ତୁମ୍ଭଙ୍କୁ ଯାହା କହୁଛି, ସେସବୁକୁ ତୁମ୍ଭେ ସମାନଙ୍କେୁ କୁହ କାରଣ ସମାନେେ ଅତ୍ଯନ୍ତ ବିଦ୍ରୋହୀ।

ଯିହିଜିକଲ 3:17

ହେ ମନୁଷ୍ଯ ପୁତ୍ର, ଆମ୍ଭେ ଇଶ୍ରାୟେଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିୟୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମ ରେ ସମାନଙ୍କେୁ ଚତନୋ ଦିଅ।

ଯୋହନଲିଖିତ ସୁସମାଚାର 7:17

ପରମେଶ୍ବର ଯାହା ଚାହାଁନ୍ତି ଯଦି କୌଣସି ବ୍ଯକ୍ତି ସହେି ଅନୁଯାଯୀ କାର୍ୟ୍ଯ କରେ, ମାରେଉପଦେଶ ପରମେଶ୍ବରଙ୍କଠାରୁ ଆସିଛି ନା ନାହିଁ, ତାହା ସେ ଜାଣିପାରିବ। ସେ ବ୍ଯକ୍ତି ଜାଣିପାରିବ ଯେ ଏ ଉପଦେଶ ମାେ ନିଜର ନୁହେଁ।

ଯୋହନଲିଖିତ ସୁସମାଚାର 17:8

ମାେତେ ତୁମ୍ଭେ ଯେଉଁ ଉପଦେଶ ଦଇେଥିଲ, ମୁଁ ସହେି ଉପଦେଶ ଏହି ଲୋକଙ୍କୁ ଦଇେଛି। ସମାନେେ ତାହା ଗ୍ରହଣ କରିଛନ୍ତି। ସମାନେେ ଜାଣି ପାରିଲେ ଯେ, ମୁଁ ପ୍ରକୃତ ରେ ତୁମ୍ଭଠାରୁ ଆସିଛି ଓ ତୁମ୍ଭେ ମାେତେ ପଠାଇଛ ବୋଲି ସମାନେେ ବିଶ୍ବାସ କରିଛନ୍ତି।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:27

କାରଣ ମୁଁ ତୁମ୍ଭମାନଙ୍କୁ ଆଗ ରେ ପରମେଶ୍ବରଙ୍କର ସମସ୍ତ ଇଚ୍ଛା ବିନା ସଙ୍କୋଚ ରେ ଜଣାଇ ସାରିଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:4

ମୁଁ ଯେ କୌଣସି ଭୁଲ କରି ନାହିଁ କିନ୍ତୁ ତାହା ମଧ୍ଯ ମାେତେ ନିର୍ଦ୍ ଦୋଷ ପ୍ରମାଣିତ କରି ନାହିଁ। ପ୍ରଭୁ ହେଉଛନ୍ତି ଏକମାତ୍ର ବ୍ଯକ୍ତି ୟିଏ କି ମାରେ ବିଚାର କରନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 11:23

ଯେଉଁ ଶିକ୍ଷା ମୁଁ ପ୍ରଭୁଙ୍କ ଠାରୁ ଗ୍ରହଣ କରିଥିଲି, ସହେି ସମାନ ଶିକ୍ଷା ତୁମ୍ଭମାନଙ୍କୁ ଦଲେି। ଯେଉଁ ରାତ୍ରି ରେ ଯୀଶୁଙ୍କୁ ହତ୍ଯା କରିବା ପାଇଁ ଧରାଇ ଦିଆଯାଇଥିଲା। ସହେି ରାତ୍ରି ରେ ସେ ରୋଟୀ ନେଲେ ଓ ତା' ପାଇଁ ଧନ୍ଯବାଦ ଦଇେଥିଲେ।

ଏବ୍ରୀ 3:5

କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।

Interlinear

Choose Theme