ଅନୀସିମ301 କ୍ଷଣିକ ପାଇଁ ତୁମ୍ଭଠାରୁ ଅଲଗା ଥିଲା। ଏହା ଏପରି ଘଟିଥାଇପା ରେ ୟଦ୍ଦ୍ବାରା ତୁମ୍ଭେ ତାହାକୁ ସବୁଦିନ ପାଇଁ ପୁନଃ ପ୍ରାପ୍ତ ହାଇପୋରିବ।
Cross references
ବର୍ତ୍ତମାନ ତୁମ୍ଭେ ବ୍ଯସ୍ତ ହୁଅ ନାହିଁ। ମାେତେ ଗୋଟିଏ କ୍ରୀତଦାସ ପରି ବିକ୍ରୀ କରିଥିବାରୁ ତୁମ୍ଭେ ନିଜ ଉପରେ ରାଗ ନାହିଁ। ତୁମ୍ଭ ସମ୍ମୁଖ ରେ ଜୀବନ ରକ୍ଷା କରିବା ପାଇଁ ପରମେଶ୍ବର ମାେତେ ଏଠାକୁ ପଠାଇଲେ।
ଏହା ସତ୍ଯ ଯେ ତୁମ୍ଭମାନେେ ମାେ ବିରୁଦ୍ଧ ରେ ମନ୍ଦ ଯୋଜନା କରିଥିଲ। କିନ୍ତୁ ବାସ୍ତବ ରେ ପରମେଶ୍ବରଙ୍କର ଯୋଜନା ଥିଲାଉତ୍ତମ। ପରମେଶ୍ବରଙ୍କର ଯୋଜନା ଥିଲା ଯେ, ସେ ମାେ ଦ୍ବାରା ବହୁତ ଜୀବନ ରକ୍ଷା କରିବେ। ଏବଂ ଯେଉଁଥି ପାଇଁ ଏସବୁ ହେଲା।
ହେ ପରମେଶ୍ବର, ଯେତବେେଳେ ତୁମ୍ଭେ ଦୁଷ୍ଟ ଲୋକମାନଙ୍କୁ ଦଣ୍ଡ ଦିଅ, ଲୋକମାନେ ତୁମ୍ଭକୁ ସମ୍ମାନ ଦିଅନ୍ତି। ତୁମ୍ଭେ ଆପଣା କୋର୍ଧ ପ୍ରକାଶ କର ଏବଂ ତିଷ୍ଟି ରହିବା ଲୋକମାନେ ଶକ୍ତିଶାଳୀ ହୁଅନ୍ତୁ।
ସହେି ସମୟରେ ସମୁଦ୍ର ନିଟକସ୍ଥ ନିବାସୀ କହିବେ, ଆମ୍ଭମାନେେ ଏହି ଦେଶଗୁଡ଼ିକ ଉପ ରେ ସାହାୟ୍ଯ ପାଇଁ ଭରସା ରଖିଥିଲୁ। ଅଶୂର ରାଜା ନିକଟକୁ ରକ୍ଷା ପାଇଁ ପାଇଁ ସମାନଙ୍କେ ନିକଟକୁ ଆମ୍ଭମାନେେ ବିଶ୍ବାସ ଭୂମି ଭାବି ଧାଇଁ ୟାଇଥିଲୁ। ମାତ୍ର ସହେି ଦେଶଗୁଡ଼ିକ ଅଧିକୃତ ହେଲା, ତବେେ ଆମ୍ଭମାନଙ୍କୁ ଆଉ କିଏ ରକ୍ଷା କରିବ ଓ ଆମ୍ଭମାନେେ କିପରି ବଞ୍ଚିବୁ ?'
ଏହି ଯେଉଁ ଲୋକମାନେ ଯୀଶୁଙ୍କ ବିରୁଦ୍ଧ ରେ ଏକତ୍ର ମନ୍ତ୍ରଣା କଲେ ସମାନେେ ତୁମ୍ଭର ଯୋଜନାକୁ ସଫଳ କଲେ। ତୁମ୍ଭର ଇଚ୍ଛା ଓ ଶକ୍ତି ଅନୁସାରେ ଏହା ଘଟିଲା।