Home Bibles ଫିଲୀମୋନଙ୍କ ପ୍ରତି ପତ୍ର 1:17 · ଓଡ଼ିଆ ବାଇବେଲ
ଫିଲୀମୋନଙ୍କ ପ୍ରତି ପତ୍ର 1:17 · ଓଡ଼ିଆ ବାଇବେଲ

ଯଦି ତୁମ୍ଭେ ମାେତେ ମିତ୍ର ବୋଲି ଗ୍ରହଣ କରୁଛ, ତା' ହେଲେ ଅନୀସିମଙ୍କୁ ପୁନର୍ବାର ଗ୍ରହଣ କର। ମାେତେ ଯେପରି ସ୍ବାଗତ କରିଥାନ୍ତ, ସପରେି ତାହାକୁ ସ୍ବାଗତ କର।

Cross references

ମାଥିଉଲିଖିତ ସୁସମାଚାର 10:40

ଯେଉଁ ଲୋକ ତୁମ୍ଭକୁ ସ୍ବୀକାର କରେ, ସେ ମାେତେ ମଧ୍ଯ ସ୍ବୀକାର କରେ, ଯେଉଁ ଲୋକ ମାେତେ ସ୍ବୀକାର କରେ, ସେ ମାେତେ ପଠାଇଥିବା ପରମେଶ୍ବରଙ୍କକୁ ମଧ୍ଯ ସ୍ବୀକାର କରେ।

ମାଥିଉଲିଖିତ ସୁସମାଚାର 12:48

ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ମାରେ ମାଆ କିଏ? ମାରେ ଭାଇମାନେ କିଏ?

ମାଥିଉଲିଖିତ ସୁସମାଚାର 18:5

ଯେଉଁଲୋକ ମାେ ନାମ ରେ ଏହିଭଳି ଗୋଟିଏ େଛାଟ ପିଲାକୁ ଗ୍ରହଣ କରେ, ସେ ମାେତେ ଗ୍ରହଣ କରେ।

ମାଥିଉଲିଖିତ ସୁସମାଚାର 25:40

ସେତବେେଳେ ରାଜା ଉତ୍ତର ଦବେେ, 'ମୁଁ ତୁମ୍ଭକୁ ସତ୍ଯ କହୁଛି। ଏଠା ରେ ତୁମ୍ଭେ ମାରେ ଉପେକ୍ଷିତ ଭାଇମାନଙ୍କ ଭିତରୁ ଜଣଙ୍କ ପାଇଁ ଯାହା କିଛି କଲ, ତାହା ତୁମ୍ଭେ ମାେ ପାଇଁ କଲ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 16:15

ସେ ଓ ତା'ର ଘ ରେ ରହୁଥିବା ସମସ୍ତେ ବାପ୍ତିଜିତ ହବୋପରେ, ସେ ଆମ୍ଭମାନଙ୍କୁ ଅନୁରୋଧ କରି ଡ଼ାକି କହିଲା, ତୁମ୍ଭମାନେେ ଯଦି ମାେତେ ପ୍ରଭୁଙ୍କଠା ରେ ଜଣେ ପ୍ରକୃତ ବିଶ୍ବାସୀ ବୋଲି ଭାବୁଛ, ତବେେ ମାେ ଘ ରେ ଆସି ରୁହ। ଏହିପରି ସେ ଆମ୍ଭମାନଙ୍କୁ ତା'ର ଘରକୁ ୟିବାପାଇଁ ରାଜି କରାଇଲେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:23

ତିତସଙ୍କ ସମ୍ବନ୍ଧ ରେ ଏହା କୁ ହେ ଯେ, ସେ ମାରେ ସହକର୍ମୀ ଓ ସେ ମାେ ସହିତ କାର୍ୟ୍ଯ କରି ତୁମ୍ଭମାନଙ୍କୁ ସାହାୟ୍ଯ କରୁଛନ୍ତି। ଅନ୍ୟ ଭାଇମାନଙ୍କ ବିଷୟ ରେ ଏହା କ ହେ ଯେ, ସମାନେେ ବିଭିନ୍ନ ମଣ୍ଡଳୀଗୁଡ଼ିକରୁ ପଠା ଯାଇଛନ୍ତି, ଓ ଖ୍ରୀଷ୍ଟଙ୍କ ପାଇଁ ଗୌରବ ସ୍ବରୂପ।

ଏଫିସୀୟଙ୍କ ପ୍ରତି ପତ୍ର 3:6

ସହେି ଗୁପ୍ତ ସତ୍ଯଟି ହେଲା : ଯିହୂଦୀମାନଙ୍କ ସହିତ ଅଣଯିହୂଦୀମାନେ ମଧ୍ଯ ପରମେଶ୍ବରଙ୍କ ସମସ୍ତ ବିଷୟର ଅଧିକାରୀ ହବେେ। ଅଣଯିହୂଦୀମାନେ ଯିହୂଦୀମାନଙ୍କ ସହିତ ସହେି ଏକ ଶରୀରଭୁକ୍ତ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କଠା ରେ ପରମେଶ୍ବର ଯେ ସମସ୍ତ ପ୍ରତିଜ୍ଞା ଦଇେଅଛନ୍ତି, ସମାନେେ ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ହତେୁ ସହେି ସମସ୍ତର ସହଭାଗୀ ଅଟନ୍ତି। ସୁସମାଚାର ହତେୁରୁ ଅଣଯିହୂଦୀମାନେ ଏହି ସବୁର ଅଧିକାରୀ ଅଟନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:7

ତୁମ୍ଭମାନଙ୍କ ବିଷୟ ରେ ମାରେ ଏପରି ଭାବିବା ଉଚିତ୍, କାରଣ ତୁମ୍ଭେ ସମସ୍ତେ ମାେ ହୃଦୟ ରେ ସ୍ଥାନ ପାଇଛ। ତୁମ୍ଭମାନେେ ପରମେଶ୍ବରଙ୍କ କୃପା ରେ ମାରେ ଭାଗୀଦାର। ବର୍ତ୍ତମାନ ମୁଁ ବନ୍ଦୀଘ ରେ ଅଛି, ଯେତବେେଳେ ମୁଁ ସୁସମାଚାରର ପକ୍ଷ ସମର୍ଥନ କରୁଛି ଓ ଯେତବେେଳେ ମୁଁ ସୁସମାଚାରର ସତ୍ଯ ପ୍ରମାଣିତ କରୁଛି, ସେତବେେଳେ ମଧ୍ଯ ତୁମ୍ଭମାନେେ ମାେ ସହିତ ପରମେଶ୍ବରଙ୍କ ଅନୁଗ୍ରହର ସହଭାଗୀ ଅଟ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 6:2

କେତକେ କ୍ରୀତଦାସମାନଙ୍କ ମାଲିକମାନେ ବିଶ୍ବାସୀ ଅଟନ୍ତି। ଅତଏବ ସହେି ଦାସମାନେ ସହେି ମାଲିକମାନଙ୍କୁ ଭାଇ ବୋଲି ଭାବି ସମାନଙ୍କେୁ କମ୍ ସମ୍ମାନ ଦଖାଇବୋ ଉଚିତ ନୁହେଁ। ଏପରିକି ସହେି ଦାସମାନେ ନିଜ ମାଲିକମାନଙ୍କର ଅଧିକ ଭଲ ରେ ସବୋ କରିବା ଉଚିତ। କାରଣ ସପରେି କରିବା ଦ୍ବାରା ସମାନେେ ଭଲ ପାଉଥିବା ବିଶ୍ବାସୀ ଲୋକମାନଙ୍କୁ ସାହାୟ୍ଯ କରୁଛନ୍ତି।

ଫିଲୀମୋନଙ୍କ ପ୍ରତି ପତ୍ର 1:10

ମୁଁ ତୁମ୍ଭକୁ ଅନୀସିମ ପାଇଁ ନିବଦନେ କରୁଛି। ମୁଁ ବନ୍ଦୀ ଗୃହ ରେ ଥିଲା ବେଳେ ସେ ମାରେ ସନ୍ତାନ ହାଇେଥିଲା।

ଫିଲୀମୋନଙ୍କ ପ୍ରତି ପତ୍ର 1:12

ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।

ଏବ୍ରୀ 3:1

ଅତଏବ ତୁମ୍ଭମାନେେ ସମସ୍ତେ ଯୀଶୁଙ୍କଠା ରେ ମନ ଦିଅ। ପରମେଶ୍ବର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ବାସର ମହାୟାଜକ। ମାେ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏକଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ବର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ବାନ କରିଛନ୍ତି।

ଏବ୍ରୀ 3:14

କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।

ଯାକୁବଙ୍କ ପତ୍ 2:5

ମାେ ପ୍ରିୟ ଭାଇ ଓ ଭଉଣୀମାନେ, ଶୁଣ ! ପରମେଶ୍ବର ବିଶ୍ବାସ ରେ ଧନୀ ହବୋ ପାଇଁ ପୃଥିବୀର ଗରିବ ଲୋକମାନଙ୍କୁ ବାଛିଛନ୍ତି। ଯେଉଁମାନେ ପରମେଶ୍ବରଙ୍କୁ ପ୍ ରମେ କରନ୍ତି, ସମାନଙ୍କେୁ ସେ ଯେଉଁ ରାଜ୍ଯ ଦବୋ ପାଇଁ ପ୍ରତିଜ୍ଞା କରିଥଇଲେ, ସେଥିପାଇଁ ସମାନଙ୍କେୁ ବାଛିଛନ୍ତି।

ପିତରଙ୍କ ପ୍ରଥମ ପତ୍ 5:1

ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।

ଯୋହନଙ୍କ ପ୍ରଥମ ପତ୍ର 1:3

ବର୍ତ୍ତମାନ ତୁମ୍ଭମାନଙ୍କୁ ସହେି ସମ୍ବନ୍ଧ ରେ କହିବୁ ଯାହା ଆମ୍ଭମାନେେ ଦେଖିଛୁ ଓ ଶୁଣିଛୁ। କାରଣ ଏହା ଦ୍ବାରା ତୁମ୍ଭମାନେେ ଆମ୍ଭର ସହଭାଗୀ ହାଇପୋରିବ। ପରମପିତା ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ସହ ଆମ୍ଭେ ମଧ୍ଯ ସହଭାଗୀ।

Interlinear

Choose Theme