Home Bibles ଫିଲୀମୋନଙ୍କ ପ୍ରତି ପତ୍ର 1:20 · ଓଡ଼ିଆ ବାଇବେଲ
ଫିଲୀମୋନଙ୍କ ପ୍ରତି ପତ୍ର 1:20 · ଓଡ଼ିଆ ବାଇବେଲ

ତେଣୁ ହେ ମାରେ ଭାଇ ! ପ୍ରଭୁଙ୍କଠା ରେ ତୁମ୍ଭେ ମାେ ପାଇଁ କିଛି ଆବଶ୍ଯକୀୟ ବିଷୟ କର ବୋଲି, ମୁଁ କୁ ହେ। ଖ୍ରୀଷ୍ଟଙ୍କଠା ରେ ମାେ ହୃଦୟକୁ ଆଶ୍ବାସନା ଦିଅ।

Cross references

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:2

ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତବେେ କିଏ ମାେତେ ସୁଖୀ କରିବ। କବଳେ ତୁମ୍ଭମାନେେ ମାେତେ ସୁଖ ଦଇପୋରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦଇେଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:4

ତୁମ୍ଭମାନଙ୍କ ବିଷୟ ରେ ମାରେ ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭମାନେେ ମାେତେ ଅଧିକ ଉତ୍ସାହ ଦଇେଥାଅ। ସେଥିପାଇଁ ସମସ୍ତ ଯାତନା ଭିତ ରେ ମଧ୍ଯ ମାରେ ଆନନ୍ଦ କହିଲେ ନ ସ ରେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:13

ଏହି କାରଣରୁ ଆମ୍ଭେ ଆଶ୍ବସ୍ତ ଥିଲୁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:8

ପରମେଶ୍ବର ଜାଣନ୍ତି ଯେ ମୁଁ ତୁମ୍ଭମାନଙ୍କୁ ଦେଖିବାକୁ କେତେ ଇଚ୍ଛା କରୁଛି। ଖ୍ରୀଷ୍ଟଯୀଶୁଙ୍କର ସ୍ନହପେୂର୍ଣ୍ଣ କରୁଣା ରେ ମୁଁ ତୁମ୍ଭମାନଙ୍କୁ ପ୍ ରମେ କରେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:1

ଖ୍ରୀଷ୍ଟଯୀଶୁଙ୍କଠା ରେ ଥାଇ କୌଣସି କାର୍ୟ୍ଯ କରିବାକୁ ମୁଁ ତୁମ୍ଭକୁ କହିପା ରେ କି ? ତୁମ୍ଭେ ମାେତେ ପ୍ ରମେପୂର୍ଣ୍ଣ ସାନ୍ତ୍ବନା ଦଇପୋର କି ? ଆମ୍ଭେ ଏକତ୍ର ଆତ୍ମାର ସହଭାଗୀତା ରେ ଅଛୁ କି ? ତୁମ୍ଭଠା ରେ କରୁଣା ଓ ଦୟା ଅଛି କି ?

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:1

ମାେ ପ୍ରିୟ ଭାଇ ଓ ଭଉଣୀମାନେ ! ମୁଁ ତୁମ୍ଭକୁ ଭଲ ପାଏ ଓ ଦେଖିବାକୁ ଇଚ୍ଛା କରେ। ତୁମ୍ଭେ ମାରେ ଆନନ୍ଦ ଓ ମାରେ ଗର୍ବ। ମୁଁ କହିଥିଲା ଭଳି ପ୍ରଭୁଙ୍କୁ ଅନୁସରଣ କରି ଚାଲିଥାଅ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 2:19

ତୁମ୍ଭମାନେେ ଆମ୍ଭର ଆଶା, ଆମ୍ଭର ଆନନ୍ଦ ଓ ଆମ୍ଭର ମୁକୁଟ। ଯେତବେେଳେ ଆମ୍ଭମାନଙ୍କର ପ୍ରଭୁଯୀଶୁ ଆସିବେ, ଆମ୍ଭେ ତୁମ୍ଭମାନଙ୍କ ପାଇଁ ଗର୍ବ ଅନୁଭବ କରିବୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 3:7

ଅତଏବ ଭାଇ ଓ ଭଉଣୀମାନେ! ତୁମ୍ଭମାନଙ୍କ ବିଶ୍ବାସ ୟୋଗୁ ଆମ୍ଭେ ସାନ୍ତ୍ବନା ଲାଭ କଲୁ। ଆମ୍ଭର ଅନକେ କଷ୍ଟ ଓ ଯାତନା ଥିଲେ ମଧ୍ଯ, ଆମ୍ଭେ ସାନ୍ତ୍ବନା ଲାଭ କରିଛୁ।

ଫିଲୀମୋନଙ୍କ ପ୍ରତି ପତ୍ର 1:7

ହେ ଭାଇ ପରମେଶ୍ବରଙ୍କ ଲୋକମାନଙ୍କ ପ୍ରତି ତୁମ୍ଭେ ପ୍ ରମେଭାବ ଦଖାଇେଛ, ସମାନଙ୍କେୁ ତୁମ୍ଭେ ଖୁସି କରିଛ। ଏହା ମାେତେ ବହୁତ ଆନନ୍ଦ ଓ ଆଶ୍ବାସନା ଦଲୋ।

ଫିଲୀମୋନଙ୍କ ପ୍ରତି ପତ୍ର 1:12

ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।

ଏବ୍ରୀ 13:17

ତୁମ୍ଭମାନଙ୍କର ନେତାମାନଙ୍କର ଆଜ୍ଞାପାଳନ କର। ସମାନଙ୍କେର ଅଧୀନ ରେ ରୁହ। ସମାନେେ ତୁମ୍ଭମାନଙ୍କ ପାଇଁ ଉତ୍ତରଦାଯୀ। ଅତଏବ, ସମାନେେ ସବୁବେଳେ ତୁମ୍ଭମାନଙ୍କର ଆତ୍ମାର ରକ୍ଷା ପାଇଁ ଜଗି ଥାଆନ୍ତି। ସମାନଙ୍କେର ଆଜ୍ଞାପାଳନ କର ଯେପରି ଏହି କାମଟି ସମାନେେ ଖୁସି ମନ ରେ କରିବେ, ଦୁଃଖ ରେ ନୁହେଁ। ସମାନଙ୍କେର କାମ କଠିନ ହେଲେ, ତା'ଦ୍ବାରା ତୁମ୍ଭମାନଙ୍କର କୌଣସି ଲାଭ ହବେ ନାହିଁ।

ଯୋହନଙ୍କ ପ୍ରଥମ ପତ୍ର 3:17

ଯେଉଁ ବିଶ୍ବାସୀ ଜଗତର ସମସ୍ତ ଧନ ରେ ଧନୀ, କିନ୍ତୁ ନିଜ ଭାଇକୁ ଅଭାବ ଅବସ୍ଥା ରେ ଦେଖି ମଧ୍ଯ ତାହାକୁ ସାହାୟ୍ଯ କରେ ନାହିଁ, ତା' ହୃଦୟ ରେ ପରମେଶ୍ବରଙ୍କର ପ୍ ରମେ ନାହିଁ।

ଯୋହନଙ୍କ ତୃତୀୟ ପତ୍ର 1:4

ମୁଁ ଯେତବେେଳେ ଶୁଣେ ଯେ ମାରେ ପିଲାମାନେ ସତ୍ଯର ମାର୍ଗ ଅନୁସରଣ କରୁଛନ୍ତି, ତାହା ମାେତେ ବିଶଷେ ଆନନ୍ଦ ଦିଏ।

Interlinear

Choose Theme