ଫିଲୀମୋନଙ୍କ ପ୍ରତି ପତ୍ର 1:25 · ଓଡ଼ିଆ ବାଇବେଲ
ଆମ୍ଭମାନଙ୍କର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କର ଆତ୍ମା ସହିତ ରହିଥାଉ।
Cross references
ରୋମୀୟଙ୍କ ପ୍ରତି ପତ୍ର 16:20
ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।
ରୋମୀୟଙ୍କ ପ୍ରତି ପତ୍ର 16:23
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।
ଗାଲାତୀୟଙ୍କ ପ୍ରତି ପତ୍ର 6:18
ମାେ ଭାଇ ଓ ଭଉଣୀମାନେ ! ମୁଁ ପ୍ରାର୍ଥନା କରେ ଯେ, ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମା ସହିତ ସଦାସର୍ବଦା ରହିଥାଉ। ଆମେନ୍।
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:22
ତୁମ୍ଭର ଆତ୍ମା ସହିତ ପ୍ରଭୁ ରୁହନ୍ତୁ। ତୁମ୍ଭ ସମସ୍ତଙ୍କ ଉପରେ ତାହାଙ୍କର ଅନୁଗ୍ରହ ରହୁ।