Home Bibles ଫିଲୀମୋନଙ୍କ ପ୍ରତି ପତ୍ର 1:9 · ଓଡ଼ିଆ ବାଇବେଲ
ଫିଲୀମୋନଙ୍କ ପ୍ରତି ପତ୍ର 1:9 · ଓଡ଼ିଆ ବାଇବେଲ

କିନ୍ତୁ ମୁଁ ତୁମ୍ଭକୁ ପ୍ ରମେ ରେ ନିବଦନେ କରିବାକୁ ଇଚ୍ଛା କରେ। ମୁଁ ପାଉଲ, ବୁଢ଼ା ହାଇେ ଗଲିଣି ଓ ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଛି।

Cross references

ବିଚାରକର୍ତାମାନଙ୍କ ବିବରଣ 21:22

ଯେତବେେଳେ ସମାନଙ୍କେ ପିତା ବା ଭାଇମାନେ ଆମ୍ଭମାନଙ୍କ ନିକଟକକ୍ସ୍ଟ ଆପତ୍ତି କରିବାକୁ ଆସିବେ। ଆମ୍ଭମାନେେ କହିବକ୍ସ୍ଟ, 'ଦୟାକରି ବିନ୍ଯାମୀନୀଯମାନଙ୍କୁ ଅନକ୍ସ୍ଟଗ୍ରହ କର। ଯଦିଓ ସମାନେେ ତୁମ୍ଭମାନଙ୍କର ସ୍ତ୍ରୀ ଲୋକମାନଙ୍କୁ ନଇୟୋଇଛନ୍ତି। ସମାନେେ ତକ୍ସ୍ଟମ୍ଭ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ ନାହିଁ। ତୁମ୍ଭେ ନୀରିହ ଅଟ, ଏପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ତୁମ୍ଭର କନ୍ଯାଗଣଙ୍କକ୍ସ୍ଟ ବିବାହ ଦଲେ, ଏଥିପାଇଁ ତୁମ୍ଭମାନେେ ତୁମ୍ଭର ସଦାପ୍ରଭୁଙ୍କ ପ୍ରତି ଶପଥ ଭାଙ୍ଗିଲ ନାହିଁ।

ଗୀତସଂହିତା 71:9

ବୃଦ୍ଧା ଅବସ୍ଥା ହତେୁ ମାେତେ ପରିତ୍ଯାଗ କର ନାହିଁ। ମୁଁ ଦୁର୍ବଳ ହବୋ ସମଯରେ ମାେତେ ପରିତ୍ଯାଗ କର ନାହିଁ।

ଗୀତସଂହିତା 71:18

ବର୍ତ୍ତମାନ ମୁଁ ବୃଦ୍ଧ ଓ ମାରେ ବାଳ ପାଚିୟାଇଛି। ମାେତେ ପରିତ୍ଯାଗ କର ନାହିଁ, ପରମେଶ୍ବର। ମାେ ସାଙ୍ଗରେ ରୁହ, ମୁଁ ୟପରେି ତୁମ୍ଭର ଶକ୍ତି ଏବଂ ମହାନତା ବିଷଯରେ ଭବିଷ୍ଯତ ବଂଶଧରଙ୍କ ଆଗରେ କହିପାରିବି।

ହିତୋପଦେଶ 16:31

ପାଚିଲା କେଶ ଶାେଭାଜନକ ମୁକୁଟ। ତାହା ଧର୍ମ ପଥରେ ପ୍ରାପ୍ତ ହୁଏ।

ଯିଶାଇୟ 46:4

ତୁମ୍ଭର ଜନ୍ମ ସମୟରେ ଆମ୍ଭେ ବହନ କରିଥିଲୁ। ପୁଣି ବାର୍ଦ୍ଧକ୍ଯ ପର୍ୟ୍ଯନ୍ତ ତୁମ୍ଭକୁ ବହନ କରିବୁ। ପକ୍ବକେଶ ହବୋ ପର୍ୟ୍ଯନ୍ତ ଆମ୍ଭେ ବହନ କରିବୁ। କାରଣ ଆମ୍ଭେ ତୁମ୍ଭକୁ ସୃଷ୍ଟି କରିଛୁ। ତେଣୁ ଆମ୍ଭେ ବହନ କରିବା ଓ ତୁମ୍ଭକୁ ଉଦ୍ଧାର କରିବା।

ରୋମୀୟଙ୍କ ପ୍ରତି ପତ୍ର 12:1

ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:20

ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 6:1

ଆମ୍ଭମାନେେ ପରମେଶ୍ବରଙ୍କ ସହିତ କାମ କରୁଥିବା ହତେୁ ତୁମ୍ଭମାନଙ୍କୁ ବିନତି କରୁ ଯେ, ପରମେଶ୍ବରଙ୍କ ଠାରୁ ଯେଉଁ ଅନୁଗ୍ରହ ତୁମ୍ଭମାନେେ ପାଇଛ, ତାହା ଯେପରି ବ୍ଯର୍ଥ ନ ଯାଏ।

ଏଫିସୀୟଙ୍କ ପ୍ରତି ପତ୍ର 3:1

ଅତଏବ, ମୁଁ ପାଉଲ, ତୁମ୍ଭ ଅଣୟିହୁଦୀମାନଙ୍କ ଲାଗି ଖ୍ରୀଷ୍ଟ ଯୀଶୁଙ୍କର ବନ୍ଦୀ ଅଟେ।

ଏଫିସୀୟଙ୍କ ପ୍ରତି ପତ୍ର 4:1

ମୁଁ ପ୍ରଭୁଙ୍କର ହାଇେ ଥିବାରୁ କାରାଗାର ରେ ବନ୍ଦୀରୂପେ ଅଛି। ତୁମ୍ଭମାନଙ୍କୁ ପରମେଶ୍ବର ନିଜ ଲୋକ ବୋଲି ବାଛିଛନ୍ତି। ଅତଏବ ପରମେଶ୍ବରଙ୍କ ଲୋକମାନେ ଯେଉଁଭଳି ଜୀବନଯାପନ କରିବା ଉଚିତ୍, ତୁମ୍ଭମାନେେ ସହେିଭଳି ଜୀବନଯାପନ କର।

ଫିଲୀମୋନଙ୍କ ପ୍ରତି ପତ୍ର 1:1

ଖ୍ରୀଷ୍ଟଯୀଶୁଙ୍କ ପାଇଁ ବନ୍ଦୀ ହାଇେଥିବା ପାଉଲ ଓ ଆମ୍ଭର ଭାଇ ତୀମଥିଙ୍କଠାରୁ

ଏବ୍ରୀ 13:19

ମୁଁ ତୁମ୍ଭମାନଙ୍କୁ ଅନୁ ରୋଧ କରୁଛି, ତୁମ୍ଭମାନେେ ପ୍ରାର୍ଥନା କର ଯେ, ଯେପରି ପରମେଶ୍ବର ମାେତେ ଶୀଘ୍ର ତୁମ୍ଭମାନଙ୍କ ପାଖକୁ ପଠାନ୍ତୁ। ଅନ୍ୟ କୌଣସି କଥା ଅପେକ୍ଷା ଏହା ମୁଁ ବିଶଷେ ଭାବରେ ଚା ହେଁ।

ପିତରଙ୍କ ପ୍ରଥମ ପତ୍ 2:11

ପ୍ରିୟ ମିତ୍ରଗଣ, ତୁମ୍ଭମାନେେ ଏହି ଜଗତ ରେ ବିଦେଶୀ ଓ ପ୍ରବାସୀ ଲୋକ ଭାବରେ ଅଛ। ଅତଏବ ତୁମ୍ଭମାନଙ୍କର ଶରୀର ଇଚ୍ଛା କରୁଥିବା ମନ୍ଦ କାମଗୁଡ଼ିକରୁ ଦୂର ରେ ରୁହ। ଏହି କାମଗୁଡ଼ିକ ତୁମ୍ଭ ଆତ୍ମା ବିରୁଦ୍ଧ ରେ ସଂଘର୍ଷ କରନ୍ତି।

Interlinear

Choose Theme