Home Bibles ☰ Books ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:19 · ଓଡ଼ିଆ ବାଇବେଲ
ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:19 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ମାେ ପାଇଁ ପ୍ରାର୍ଥନା କରୁଛ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମା ମାେତେ ସାହାୟ୍ଯ କରୁଛନ୍ତି। ଅତଏବ ମୁଁ ଜାଣେ ଯେ ଏହି ବିଷୟ ମାେ ପରିତ୍ରାଣର କାରଣ ହବେ।

Cross references

ରେରିତମାନଙ୍କ କାର୍ଯ୍ୟର ବିବରଣ 16:7

ସମାନେେ ମୂସିଆ ଦେଶକୁ ଆସିଲା ପରେ ବୀଥୂନିଆକୁ ୟିବାପାଇଁ ଚେଷ୍ଟା କଲେ। କିନ୍ତୁ ଯୀଶୁଙ୍କ ଆତ୍ମା ସମାନଙ୍କେୁ ୟିବାପାଇଁ ଅନୁମତି ଦେଲେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 8:9

କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।

ରୋମୀୟଙ୍କ ପ୍ରତି ପତ୍ର 8:28

ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:17

ସେଥିପାଇଁ ଜୀମଥିଙ୍କୁ ତୁମ୍ଭମାନଙ୍କ ପାଖକୁ ପଠାଇଛି। ସେ ଖ୍ରୀଷ୍ଟ ରେ ମାହେର ସନ୍ତାନ। ମୁଁ ତୀମଥିଙ୍କୁ ଭଲ ପାଏ। ସେ ବିଶ୍ବାସ ଯୋଗ୍ଯ। ଖ୍ରୀଷ୍ଟଯୀଶୁଙ୍କ ପାଇଁ ମୁଁ କିପରି ଜୀବନ ଯାପନ କରୁଛି ତାହା ସେ ତୁମ୍ଭମାନଙ୍କୁ ସ୍ମରଣ କରାଇ ଦବେେ। ମୁଁ ସବୁ ମଣ୍ଡଳୀ ରେ ସର୍ବତ୍ର ଏହି ଶିକ୍ଷା ପ୍ରଦାନ କରୁଛି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:11

ତୁମ୍ଭମାନେେ ନିଜ ପ୍ରାର୍ଥନା ଦ୍ବାରା ଆମ୍ଭକୁ ସାହାୟ୍ଯ କରିପାର। ଅନକେେ ଆମ୍ଭ ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦବେେ, ଯେ ହତେୁ ସମାନଙ୍କେର ପ୍ରାର୍ଥନା ଦ୍ବାରା ପରମେଶ୍ବର ଆମ୍ଭକୁ ଆଶୀର୍ବାଦ ପ୍ରଦାନ କଲେ।

ଗାଲାତୀୟଙ୍କ ପ୍ରତି ପତ୍ର 4:6

ତୁମ୍ଭମାନେେ ପରମେଶ୍ବରଙ୍କ ସନ୍ତାନ, ସେଥିପାଇଁ ସେ ତୁମ୍ଭମାନଙ୍କ ହୃଦୟ ଭିତ ରେ ନିଜ ପୁତ୍ରଙ୍କ ଆତ୍ମାକୁ ସ୍ଥାପିତ କଲେ। ସହେି ଆତ୍ମା ଆବବା, ପ୍ରିୟ ପିତା ବୋଲି ଡ଼ାକନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 6:18

ଆତ୍ମାଙ୍କ ସାହାୟ୍ଯ ରେ ସର୍ବଦା ପ୍ରାର୍ଥନା କର। ସମସ୍ତ ପ୍ରକାରର ପ୍ରାର୍ଥନା କର। ତୁମ୍ଭର ଯାହାକିଛି ଅଭାବ ଥାଏ ତାହା ପାଇଁ ମାଗ। ପ୍ରାର୍ଥନା କରିବା ନିମନ୍ତେ ସର୍ବଦା ପ୍ରସ୍ତୁତ ରୁହ ଏବଂ ସେଥିରୁ କ୍ଷାନ୍ତ ହୁଅ ନାହିଁ। ପରମେଶ୍ବରଙ୍କ ସମସ୍ତ ଲୋକଙ୍କ ଲାଗି ପ୍ରାର୍ଥନା କର।

ପିତରଙ୍କ ପ୍ରଥମ ପତ୍ 1:7

ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

ପିତରଙ୍କ ପ୍ରଥମ ପତ୍ 1:11

ଖ୍ରୀଷ୍ଟଙ୍କ ଆତ୍ମା ସହେି ଭବିଷୃଦ୍ ବକ୍ତାମାନଙ୍କ ଅନ୍ତର ରେ ଥିଲା। ଖ୍ରୀଷ୍ଟଙ୍କୁ କିପରି କଷ୍ଟ ଭୋଗିବାକୁ ହବେ ଓ ତା'ପରେ କିପରି ମହିମା ପ୍ରକାଶିତ ହବେ, ସହେି ବିଷୟ ରେ 'ଆତ୍ମା' କଥା କହୁଥିଲେ। ସହେି ଆତ୍ମା ଯାହା ଦଖାେଉଥିଲେ, ସହେି ଭବିଷ୍ଯଦ୍ ବକ୍ତାମାନେ ତାହା ଶିଖିବାକୁ ଚେଷ୍ଟା କଲେ। ସମାନେେ ଜାଣିବାକୁ ଚେଷ୍ଟା କଲେ ଯେ କେତବେେଳେ ଏହିସବୁ ଘଟଣାମାନ ଘଟିବ ଏବଂ ସେତବେେଳେ ଜଗତର ଅବସ୍ଥା କିପରି ହାଇେଥିବ।

Interlinear

Choose Theme