Home Bibles ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:20 · ଓଡ଼ିଆ ବାଇବେଲ
ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:20 · ଓଡ଼ିଆ ବାଇବେଲ

ମାରେ ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହବେି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମାେ ଶରୀର ରେ ପ୍ରକାଶିତ କରିବି।

Cross references

ଗୀତସଂହିତା 25:2

ହେ ମାରେ ପରମେଶ୍ବର, ମୁଁ ତୁମ୍ଭର ଶରଣାଗତ ଓ ମୁଁ କବେେ ନିରାଶ ହବେ ନାହିଁ। ମାେତେ ମାରେ ଶତ୍ରୁମାନେ ଦେଖି କବେେ ହସିବେ ନାହିଁ।

ଗୀତସଂହିତା 62:5

ହେ ମାରେ ପ୍ରାଣ, ସତରେ ଶାନ୍ତ ଭାବରେ ପରମେଶ୍ବରଙ୍କୁ ଅପେକ୍ଷା କର। କାରଣ ତାଙ୍କଠାରୁ ମାରେ ଆଶା ଆସେ।

ଗୀତସଂହିତା 119:80

ସଦାପ୍ରଭୁ ମୁଁ ସମ୍ପୂର୍ଣ୍ଣ ହୃଦଯ ସହିତ ତୁମ୍ଭର ନିଯମକୁ ମାନିପାରେ, ତବେେ ମୁଁ ଲଜ୍ଜିତ ହବେି ନାହିଁ।

ଗୀତସଂହିତା 119:116

ସଦାପ୍ରଭୁ, ତୁମ୍ଭର ପ୍ରତିଜ୍ଞା ଅନୁସାରେ ମାେତେ ମନୋନୀତ କଲ, ୟପରେି ମୁଁ ବଞ୍ଚିପାରିବି। ମୁଁ ତୁମ୍ଭ ଉପରେ ଭରସା ରେଖ, ମାେତେ ହତୋତ୍ସାହ କର ନାହିଁ।

ହିତୋପଦେଶ 10:28

ଧାର୍ମିକ ଲୋକମାନେ ଆଶା କରୁଥିବା ଆନନ୍ଦ ଆଣିଦିଏ, କିନ୍ତୁ ଦୁଷ୍ଟ ଲୋକମାନଙ୍କର ଆଶା ଧ୍ବଂସ ପାଇବ।

ହିତୋପଦେଶ 23:18

ଯେ ହତେୁ ତୁମ୍ଭର ସର୍ବଦା ଭବିଷ୍ଯତ ଅଛି, ତୁମ୍ଭର ଭରସା ଉଚ୍ଛନ୍ନ ହବେ ନାହିଁ।

ଯିଶାଇୟ 45:17

ମାତ୍ର ଇଶ୍ରାୟେଲ ସଦାପ୍ରଭୁଙ୍କ ଦ୍ବାରା ଅନନ୍ତକାଳସ୍ଥାଯୀ ପରିତ୍ରାଣ ପାଇବ ; ତୁମ୍ଭମାନେେ ୟୁଗ ୟୁଗାନ୍ତ ୟାଏ ଲଜ୍ଜିତ କିମ୍ବା ବିବ୍ରତ ହବେ ନାହିଁ।

ଯିଶାଇୟ 50:7

ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।

ଯିଶାଇୟ 54:4

ଭୟ କର ନାହିଁ, କାରଣ ତୁମ୍ଭେ ଲଜ୍ଜିତ ହବେ ନାହିଁ ; କିମ୍ବା ବିଷଣ୍ଣମନା ହୁଅ ନାହିଁ ; କାରଣ ତୁମ୍ଭକୁ ଲଜ୍ଜିତ କରାୟିବ ନାହିଁ। ତୁମ୍ଭେ ୟୌବନକାଳର ଲଜ୍ଜା ଭୁଲିୟିବ ଓ ବିଧବାବସ୍ଥାର ଦୁର୍ନାମ ଆଉ ମନେ କରିବ ନାହିଁ।

ଯୋହନଲିଖିତ ସୁସମାଚାର 12:27

ବର୍ତ୍ତମାନ ମୁଁ ବହୁତ ଉଦ୍ବିଗ୍ନ ଅଛି। ମୁଁ କ'ଣ କହିବି? ' ହେ ପରମପିତା, ମାେତେ ଏ ୟନ୍ତ୍ରଣାଦାୟକ ସମୟରୁ ଉଦ୍ଧାର କର', ଏଭଳି କହି କ'ଣ ମୁଁ ପ୍ରାର୍ଥନା କରିବି? ନା, କାରଣ ମୁଁ ତ ୟନ୍ତ୍ରଣା ଭୋଗିବି ବୋଲି ଆସିଛି।

ଯୋହନଲିଖିତ ସୁସମାଚାର 21:19

ପରମେଶ୍ବରଙ୍କର ଗୌରବ ପାଇଁ ପିତର କିପରି ଭାବେ ମୃତ୍ଯୁ ବରଣ କରିବେ, ଏହା ଜଣାଇବା ଉଦ୍ଦେଶ୍ଯ ରେ ଯୀଶୁ ସପରେି କହିଥିଲେ। ଏହା ପରେ ଯୀଶୁ ତାହାଙ୍କୁ କହିଲେ, ମାରେଅନୁଗମନ କର।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:24

କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ବରଙ୍କ ଅନୁଗ୍ରହଜନକ ସୁସମାଚ଼ାର ଘାଷେଣା କରିବାର ଯେଉଁ କାର୍ୟ୍ଯ ଓ ସବୋ ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେ଼ଷ୍ଟା କରୁଛି। ଏଥିପାଇଁ ମାେ ନିଜର ଜୀବନକୁ ନିତାନ୍ତ ମୂଲ୍ଯହୀନ ମଣୁଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:13

କିନ୍ତୁ ପାଉଲ କହିଲେ, ତୁମ୍ଭମାନେେ କାହିଁକି କାନ୍ଦୁଛ? ତୁମ୍ଭମାନେେ କାହିଁକି ଏପରି ମାେତେ ଦୁଃଖିତ କରୁଛ? ୟିରୂଶାଲମ ରେ ମୁଁ ବନ୍ଧା ହବୋ ପାଇଁ ଯେ କବଳେ ପ୍ରସ୍ତୁତ ଅଛି, ତାହା ନୁହେଁ, ମାତ୍ର ମୁଁ ପ୍ରଭୁ ଯୀଶୁଙ୍କ ନାମ ରେ ମରିବା ପାଇଁ ମଧ୍ଯ ପ୍ରସ୍ତୁତ ଅଛି।

ରୋମୀୟଙ୍କ ପ୍ରତି ପତ୍ର 5:5

ଏହି ଭରସା ଆମ୍ଭକୁ କବେେ ହେଲେ ନିରାଶ କରିବ ନାହିଁ। କଣ ପାଇଁ? କାରଣ ପରମେଶ୍ବର ଆମ୍ଭର ହୃଦୟଗୁଡ଼ିକୁ ପୂର୍ଣ୍ଣ କରିବା ପାଇଁ ତାହାଙ୍କର ପ୍ ରମେ ଢ଼ାଳି ଦେଲେ। ପରମେଶ୍ବର ପବିତ୍ର ଆତ୍ମା ମାଧ୍ଯମ ରେ ତାହାଙ୍କର ପ୍ ରମେ ଦଇେଛନ୍ତି। ପରମେଶ୍ବରଙ୍କ ତରଫରୁ ଆମ୍ଭ ପାଇଁ ପବିତ୍ର ଆତ୍ମା ଅନୁଗ୍ରହ ଦାନ ଭାବରେ ଆସିଥିଲେ।

ରୋମୀୟଙ୍କ ପ୍ରତି ପତ୍ର 6:13

ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।

ରୋମୀୟଙ୍କ ପ୍ରତି ପତ୍ର 6:19

ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।

ରୋମୀୟଙ୍କ ପ୍ରତି ପତ୍ର 8:19

ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି।

ରୋମୀୟଙ୍କ ପ୍ରତି ପତ୍ର 9:33

ଧର୍ମଶାସ୍ତ୍ର ସେ ପଥର ବିଷୟ ରେ କୁ ହେ:

ରୋମୀୟଙ୍କ ପ୍ରତି ପତ୍ର 12:1

ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ବରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭମାନେେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ବରୂପ ପରମେଶ୍ବରଙ୍କୁ ଅର୍ପଣ କର।ଏହା କବଳେ ତାହାଙ୍କୁ ସମର୍ପିତ ହବେ। ଏହା ପରମେଶ୍ବରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ବରଙ୍କ ଆତ୍ମୀକ ଉପାସନା ଅଟେ।

ରୋମୀୟଙ୍କ ପ୍ରତି ପତ୍ର 14:7

ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୁତ୍ଯୁବରଣ କରୁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:20

କାରଣ ପରମେଶ୍ବର ତୁମ୍ଭମାନଙ୍କୁ ମୂଲ୍ଯ ଦଇେ କିଣିଛନ୍ତି। ସେଥିପାଇଁ ନିଜ ଶରୀର ମାଧ୍ଯମ ରେ ପରମେଶ୍ବରଙ୍କୁ ଗୌରବ ଦିଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:34

ସେ ତା'ର ଶରୀର ଓ ଆତ୍ମା ଉଭୟକୁ ପ୍ରଭୁଙ୍କଠା ରେ ସମର୍ପିତ କରିପା ରେ। କିନ୍ତୁ ଜଣେ ବିବାହିତା ସ୍ତ୍ରୀ, ଜାଗତିକତା ରେ ମାତି ରହି, ନିଜ ସ୍ବାମୀକୁ ସନ୍ତୁଷ୍ଟ କରିବା ରେ ବ୍ଯସ୍ତ ରୁ ହେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:31

ଭାଇମାନେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଠା ରେ ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ ଗର୍ବ କରିଥାଏ, ସେଥିର ଶପଥ କରି କହୁଛି, ମୁଁ ପ୍ରତିଦିନ ମ ରେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 2:14

ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:10

ଯୀଶୁ ଖ୍ରୀଷ୍ଟଙ୍କ ପରି ଆମ୍ଭ ଶରୀର ସର୍ବଦା ମୃତ୍ଯୁର ସମ୍ମୁଖୀନ ଯେପରିକି ତାହାଙ୍କର ଜୀବନ ମଧ୍ଯ ଆମ୍ଭ ଭିତ ରେ ପ୍ରକାଶିତ ହବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:15

ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ଯ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସମାନେେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ୟିଏ ମରି ଯାଇଥିଲେ ଓ ପୁନର୍ବାର ସମାନଙ୍କେ ପାଇଁ ଉଥିତ ହେଲେ, ସହେି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 7:14

ତୁମ୍ଭମାନଙ୍କ ବିଷୟ ରେ ମୁଁ ତାହାଙ୍କୁ ଯେଉଁ ବଡ଼ବଡ଼ କଥା କହିଥିଲି, ସେଥିପାଇଁ ମୁଁ ଲଜ୍ଜା ପାଇ ନାହିଁ। ମାତ୍ର ଆମ୍ଭେ ଯେଉଁ ପ୍ରେତ୍ୟକକ କଥା ତୁମ୍ଭମାନଙ୍କୁ କହିଥିଲୁ ତାହା ସତ୍ଯ ବୋଲି ତୁମ୍ଭମାନେେ ପ୍ରମାଣିତ କଲ। ଆଉ ଆମ୍ଭେ ତୁମ୍ଭମାନଙ୍କ ବିଷୟ ରେ ତିତସଙ୍କଠା ରେ କରିଥିବା ଗର୍ବୋକ୍ତିଗୁଡ଼ିକ ମଧ୍ଯ ସତ୍ଯ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:8

ଏହା ସତ୍ଯ ଯେ ମୁଁ ପ୍ରଭୁଙ୍କ ଦ୍ବାରା ପ୍ରଦତ୍ତ ଅଧିକାର ବିଷୟ ରେ ଅତ୍ଯଧିକ ଗର୍ବର କଥା କ ହେ, କିନ୍ତୁ ସେ ଆମ୍ଭକୁ ଏହି ଅଧିକାର ତୁମ୍ଭମାନଙ୍କର ବିନାଶ ପାଇଁ ନୁହେଁ, ମାତ୍ର ତୁମ୍ଭମାନଙ୍କୁ ଆଧ୍ଯାତ୍ମିକ ଭାବରେ ଶକ୍ତିଶାଳୀ କରିବା ପାଇଁ ପ୍ରଦାନ କରିଛନ୍ତି।

ଏଫିସୀୟଙ୍କ ପ୍ରତି ପତ୍ର 6:19

ମାେ ପାଇଁ ମଧ୍ଯ ପ୍ରାର୍ଥନା କର। ମୁଁ ଯେପରି ନିର୍ଭୟ ହାଇେ, ସୁସମାଚାରର ନିଗୂଢ଼ ସତ୍ଯ ପ୍ରକାଶ କରିପା ରେ, ସେଥିନିମନ୍ତେ ପରମେଶ୍ବର ମାେତେ ତାହାଙ୍କର ବାକ୍ଯ ପ୍ରଦାନ କଲେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:14

ମୁଁ ଏବେ ମଧ୍ଯ ବନ୍ଦୀଘ ରେ ଅଛି କିନ୍ତୁ ଅଧିକାଂଶ ଖ୍ରୀଷ୍ଟ ବିଶ୍ବାସୀ ଭାଇମାନେ, ଅଧିକ ଉତ୍ସାହିତ ହାଇେ ସାହସ ପୂର୍ବକ ନିର୍ଭୟ ରେ ଲୋକମାନଙ୍କୁ ଖ୍ରୀଷ୍ଟଙ୍କ ବାଣୀ ଶୁଣାଉଛନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:23

ଜୀବନ ଓ ମୁତ୍ଯୁ ମଧ୍ଯରୁ ଗୋଟିକୁ ବାଛିବା କଷ୍ଟକର। ମୁଁ ଏହି ଜୀବନକୁ ଛାଡ଼ି ଖ୍ରୀଷ୍ଟଙ୍କ ସହିତ ରହିବାକୁ ଇଚ୍ଛା କରେ। ଏହା ଅଧିମ ଭଲ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:17

ପରମେଶ୍ବରଙ୍କ ସବୋ ରେ, ତୁମ୍ଭ ବିଶ୍ବାସ ତୁମ୍ଭକୁ ଏକ ବଳିଦାନ ରୂପେ ସବୋ କରିବା ପାଇଁ ପ୍ ରରଣୋ ଯୋଗଏ। ହୁଏତ ତୁମ୍ଭର ବଳିଦାନ ରୂପ ସବୋ ରେ ମାେତେ ମାରେ ନିଜ ରକ୍ତ ମଧ୍ଯ ଉତ୍ସର୍ଗ କରିବାକୁ ପଡ଼ିପା ରେ। ଯଦି ତାହା ଘଟେ, ମୁଁ ତୁମ୍ଭମାନଙ୍କ ସହିତ ଆନନ୍ଦ ରେ ପରିପୂର୍ଣ୍ଣ ଓ ଖୁସି ହବେି।

କଲସୀୟଙ୍କ ପ୍ରତି ପତ୍ର 1:24

ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:23

ପରମେଶ୍ବରଙ୍କଠା ରେ ଆମ୍ଭେ ପ୍ରାର୍ଥନା କରୁ ଯେ, ସହେି ଶାନ୍ତିର ପରମେଶ୍ବର ତୁମ୍ଭମାନଙ୍କୁ ପବିତ୍ର କରନ୍ତୁ ଓ ପୂର୍ଣ୍ଣଭାବରେ ତାହାଙ୍କ ନିଜର କରିନିଅନ୍ତୁ। ଆମ୍ଭେ ପ୍ରାର୍ଥନା କରୁ ଯେ, ଆମ୍ଭ ପ୍ରଭୁ ଯୀଶୁଖ୍ରୀଷ୍ଟ ଆସିଲା ବେଳେ ତୁମ୍ଭମାନଙ୍କର ସମ୍ପୂର୍ଣ୍ଣ ଅସ୍ତିତ୍ବ - ଅର୍ଥାତ୍ ଆତ୍ମା, ପ୍ରାଣ ଓ ଶରୀର - ମନ୍ଦରହିତ ହାଇେ ସୁରକ୍ଷିତ ରହୁ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:6

ମାେ ଜୀବନ ମୁଁ ପରମେଶ୍ବରଙ୍କୁ ଉତ୍ସର୍ଗ କରିଦଇେଛି। ମାେ ପାଇଁ ଏ ସଂସାର ଛାଡ଼ିବାର ସମୟ ଆସିଯାଇଛି। ମୁଁ ଉତ୍ତମ ୟୁଦ୍ଧ ଲଢ଼ିଛି।

ପିତରଙ୍କ ପ୍ରଥମ ପତ୍ 4:16

ତୁମ୍ଭେ ସହେି ଖ୍ରୀଷ୍ଟିଯାନ ନାମଟି ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।

ପିତରଙ୍କ ଦିତୀୟ ପତ୍ର 1:12

ତୁମ୍ଭେ ଏହି କଥା ଜାଣ। ତୁମ୍ଭଠା ରେ ବର୍ତ୍ତମାନ ଥିବା ସତ୍ଯ ରେ, ତୁମ୍ଭେ ଅତି ଦୃଢ଼ ଅଟ। କିନ୍ତୁ ମୁଁ ସବୁବେଳେ ଏହି କଥାଗୁଡ଼ିକ ମନେ ପକାଇବା ପାଇଁ ସାହାୟ୍ଯ କରୁଥିବି।

ଯୋହନଙ୍କ ପ୍ରଥମ ପତ୍ର 2:28

ପ୍ରିୟ ପିଲାମାନେ, ତାହାଙ୍କଠା ରେ ରୁହ। ଏହା କଲେ, ଖ୍ରୀଷ୍ଟ ଯେଉଁଦିନ ଆସିବେ ଆମ୍ଭମାନେେ ଭରସାୟୁକ୍ତ ହାଇେ ଭୟ କରିବା ନାହିଁ। ଯେଉଁଦିନ ସେ ଆସିବେ, ସହେିଦିନ ଆମ୍ଭକୁ ଲଜ୍ଜିତ ହବୋକୁ କିମ୍ବା ଆତ୍ମଗୋପନ କରିବାକୁ ପଡ଼ିବ ନାହିଁ।

Interlinear

Choose Theme