Home Bibles ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:24 · ଓଡ଼ିଆ ବାଇବେଲ
ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:24 · ଓଡ଼ିଆ ବାଇବେଲ

କିନ୍ତୁ ତୁମ୍ଭ ପାଇଁ ମାରେ ଶରୀର ରେ ବଞ୍ଚି ରହିବା ଅଧିକ ଆବଶ୍ଯକ।

Cross references

ଯୋହନଲିଖିତ ସୁସମାଚାର 16:7

କିନ୍ତୁ ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ମାରେ ଚାଲିୟିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଚାଲିଗଲା ପରେ, ମୁଁ ତୁମ୍ଭପାଖକୁ ସହେି ସାହାୟ୍ଯକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତବେେ ସାହାୟ୍ଯକାରୀ ଆସିବେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:29

ମୁଁ ଜାଣେ, ମାେ ଗଲାପରେ ଜଙ୍ଗଲୀ ଗଧିଆ ତୁମ୍ଭମାନଙ୍କ ମଧ୍ଯକୁ ଆସିବେ। ସମାନେେ ଏହି ମଷେ ପଲକୁ ନଷ୍ଟ କରିବାପାଇଁ ଚେ଼ଷ୍ଟା କରିବେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:22

ଯଦି ମୁଁ ଶରୀର ରେ ଜୀବିତ ରୁ ହେ, ତା ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ଯୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣନୋ ?

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:25

ମୁଁ ଜାଣେ ତୁମ୍ଭମାନେେ ମାେତେ ଚାହୁଁଛ। ସେଥିପାଇଁ ମୁଁ ତୁମ୍ଭ ସହିତ ରହିବି ବୋଲି ମୁଁ ଜାଣେ। ବିଶ୍ବାସ ରେ ତୁମ୍ଭର ବୃଦ୍ଧି ଓ ଆନନ୍ଦ ପାଇବା ନିମନ୍ତେ ମୁଁ ତୁମ୍ଭକୁ ସାହାୟ୍ଯ କରିବି।

Interlinear

Choose Theme