ଯେଉଁ ଲୋକମାନେ ତୁମ୍ଭ ବିରୁଦ୍ଧ ରେ ଅଛନ୍ତି ସମାନଙ୍କେୁ ଭୟ କରିବ ନାହିଁ। ଏହି ସମସ୍ତ ବିଷୟ ଯେ ଈଶ୍ବରଙ୍କଠାରୁ ଆଗତ ଏହାର ପ୍ରମାଣ ତୁମ୍ଭମାନେେ ପରିତ୍ରାଣ ପାଉଅଛ ଓ ତୁମ୍ଭମାନଙ୍କର ଶତୃମାନେ ବିନାଶ ହବେେ।
Cross references
ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।
ୟେକହେି ମାେତେ ଧନ୍ଯବାଦାର୍ଥକ ନବୈେଦ୍ଯ ଉତ୍ସର୍ଗ କରେ, ମାେତେ ସମ୍ମାନ ପ୍ରଦର୍ଶନ କରେ ଏବଂ ୟିଏ କହେି ସତ୍ମାର୍ଗରେ ଚାଲିବାକୁ ନିଷ୍ପତ୍ତି ନିଏ, ସେ ମାରେ ରକ୍ଷା କରିବାର ଶକ୍ତି ଦେଖିପାରିବ।
ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।
ପରମେଶ୍ବର ମାରେ ତ୍ରାଣକର୍ତ୍ତା। ମୁଁ ତାଙ୍କୁ ବିଶ୍ବାସ କରେ। କିନ୍ତୁ ତାଙ୍କୁ ଭୟ କରେ ନାହିଁ। କାରଣ ସେ ମାେତେ ରକ୍ଷା କରନ୍ତି। ୟିହୋବା ସଦାପ୍ରଭୁ ମାରେ ବଳ ଓ ତ୍ରାଣକର୍ତ୍ତା। ତେଣୁ ତାଙ୍କର ପ୍ରଶଂସା ଗାନ କରିବି।
ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।
ସଦାପ୍ରଭୁ କୁହନ୍ତି, ଆମ୍ଭେ ହେଉଛୁ ସହେି ଯେ ତୁମ୍ଭମାନଙ୍କୁ ସାନ୍ତ୍ବନା ଦିଅନ୍ତି, ତବେେ ତୁମ୍ଭେ କାହିଁକି ମରଣଶୀଳ ମାନବ ଯେ କି ତୃଣତୁଲ୍ଯ ଏପରି ମାନବର ସନ୍ତାନକୁ ଭୟ କରୁଅଛ ?'
ପରମେଶ୍ବରଙ୍କ ଇଚ୍ଛା ଅନୁସାରେ ଧର୍ମକାର୍ୟ୍ଯ କରି କଷ୍ଟ ସହୁଥିବା ଲୋକମାନେ ଧନ୍ଯ; କାରଣ ସ୍ବର୍ଗରାଜ୍ଯ ସହେିମାନଙ୍କର।
ଲୋକଙ୍କୁ ଭୟ କର ନାହିଁ। ସମାନେେ କବଳେ ତୁମ୍ଭର ଶରୀରକୁ ମାରି ପାରିବେ। ମାତ୍ର ତୁମ୍ଭର ଆତ୍ମାକୁ ମାରି ପାରିବେ ନାହିଁ। ତୁମ୍ଭେ କବଳେ ପରମେଶ୍ବରଙ୍କୁ ଭୟ କର। ସେ କବଳେ ତୁମ୍ଭର ଶରୀର ଓ ଆତ୍ମା ଉଭୟକୁ ନଷ୍ଟ କରି ଦଇେ ପାରିବେ। ସେ ଶରୀର ଓ ଆତ୍ମା ଉଭୟକୁ ନର୍କକୁ ପଠଇେ ପାରିବେ।
ଯୀଶୁ ସଠାେରେ ଥିବା ଖଞ୍ଜ ଲୋକଟିକୁ ଆଦେଶ ଦେଲେ, ଏଠା ରେ ଠିଆ ହୁଅ ଯେପରି ତୁମ୍ଭକୁ ସମସ୍ତେ ଦେଖି ପାରିବେ।
ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପରିତ୍ରାଣ ବିଷୟ ରେ ଜାଣିବେ।'ୟିଶାଇୟ 40:3-5
ତା'ପରେ ଯୀଶୁ ଲୋକମାନଙ୍କୁ କହିଲେ, ହେ ମାରେ ବନ୍ଧୁଗଣ! ମୁଁ ତୁମ୍ଭମାନଙ୍କୁ କହୁଛି, ଲୋକଙ୍କୁ ଭୟ କର ନାହିଁ। ଲୋକେ କବଳେ ଶରୀରକୁ ମାରି ପକାଇବେ। କିନ୍ତୁ ସତେିକି କରି ସାରିବା ପରେ ସମାନେେ ତୁମ୍ଭମାନଙ୍କର ଆଉ ଅଧିକା କିଛି କରି ପାରିବେ ନାହିଁ।
କିନ୍ତୁ ଏସବୁ ଘଟଣା ଘଟିବା ପୂର୍ବରୁ ଲୋକେ ତୁମ୍ଭମାନଙ୍କୁ ବନ୍ଦୀ କରିନବେେ, ଓ ତୁମ୍ଭମାନଙ୍କୁ ୟନ୍ତ୍ରଣା ଦବେେ। ଲୋକମାନେ ସମାନଙ୍କେର ସମାଜଗୃହମାନଙ୍କ ରେ ତୁମ୍ଭମାନଙ୍କର ବିଚାର କରିବେ ଓ ତୁମ୍ଭମାନଙ୍କୁ କାରାଗାର ରେ ବନ୍ଦୀ କରିବେ। ରାଜା ଓ ଶାସନକର୍ତ୍ତାଙ୍କ ସାମନା ରେ ତୁମ୍ଭମାନଙ୍କୁ ହାଜର କରାୟିବ। ତୁମ୍ଭମାନେେ ମାରେ ଅନୁସରଣ କରୁଥିବା ଯୋଗୁଁ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଏଭଳି ବ୍ଯବହାର କରିବେ।
କିନ୍ତୁ ଯୋହନ ଓ ପିତର ସମାନଙ୍କେୁ ଉତ୍ତର ଦେଲେ, ପରମେଶ୍ବରଙ୍କ ଆଜ୍ଞା ଅପେକ୍ଷା ତୁମ୍ଭମାନଙ୍କର ଆଜ୍ଞା ପାଳନ କରିବା ଆମ୍ଭର ଉଚିତ କି ନାହିଁ, ତାହା ତୁମ୍ଭମାନେେ ବିଚାର କର। ଆମ୍ଭେ ଯାହା ଦେଖିଛୁ ଓ ଯାହା ଶୁଣିଛୁ ତାହା ଲୋକମାନଙ୍କୁ ନକହି ରହିପାରିବୁ ନାହିଁ।
ସମାନେେ ପ୍ ରରେିତମାନଙ୍କୁ ଭିତରକୁ ଡ଼ାକି ନଇେ ପ୍ରହାର କଲେ। ସମାନଙ୍କେୁ ଯୀଶୁଙ୍କ ନାମ ରେ କିଛି ନ କହିବା ପାଇଁ ଆଦେଶ ଦେଲେ। ତା'ପରେ ସମାନଙ୍କେୁ ଛାଡ଼ି ଦେଲେ।
ତେଣୁ ମୁଁ ଚ଼ା ହେଁ ତୁମ୍ଭମାନେେ ଜାଣି ରଖ ଯେ, ପରମେଶ୍ବର ତାହାଙ୍କର ଏହି ପରିତ୍ରାଣର ସମ୍ବାଦ ଅଣଯିହୂଦୀ ଲୋକମାନଙ୍କ ପାଖକୁ ପଠାଇଛନ୍ତି।
ଆମ୍ଭେ ଯଦି ପରମେଶ୍ବରଙ୍କର ସନ୍ତାନ, ତା ହେଲେ ପରମେଶ୍ବର ତାହାଙ୍କ ଲୋକଙ୍କ ପାଇଁ ଯେଉଁ ଆଶୀର୍ବାଦ ରଖିଛନ୍ତି, ତାହା ଆମ୍ଭକୁ ମିଳିବ। ଆମ୍ଭେ ଏହା ପରମେଶ୍ବରଙ୍କଠାରୁ ପାଇବୁ। ଖ୍ରୀଷ୍ଟଙ୍କ ସହିତ ଆମ୍ଭେ ମଧ୍ଯ ଏହି ଆଶୀର୍ବାଦ ପାଇବୁ। କାନ୍ତୁ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ କଷ୍ଟ ପାଇବା ଦରକାର। ତାହା ହେଲେ ଖ୍ରୀଷ୍ଟଙ୍କ ଭଳି ଆମ୍ଭେ ମଧ୍ଯ ମହିମାର ଅଧିକାରୀ ହବୋ।
ତୁମ୍ଭମାନଙ୍କ ପାଖକୁ ୟିବା ପୂର୍ବରୁ ଫିଲିପ୍ପୀଠା ରେ ଆମ୍ଭେ ଦୁଃଖ ଓ ଅପମାନ ପାଇଥିଲୁ। ଏହି ବିଷୟ ରେ ତୁମ୍ଭମାନେେ ଜାଣିଛ। ଆମ୍ଭମାନେେ ଯେତବେେଳେ ତୁମ୍ଭମାନଙ୍କ ପାଖକୁ ଗଲୁ, ସେତବେେଳେ ଅନକେ ଲୋକ ଆମ୍ଭର ବିରୁଦ୍ଧ ଥିଲେ। କିନ୍ତୁ ପରମେଶ୍ବରଙ୍କ ସାହାୟ୍ଯରୁ ଆମ୍ଭେ ସାହସୀ ହାଇେ ପାରିଲୁ। ତୁମ୍ଭମାନଙ୍କୁ ତାହାଙ୍କର ସୁସମାଚାର କହିବା ପାଇଁ ସେ ଆମ୍ଭକୁ ସାହାୟ୍ଯ କଲେ।
ପରମେଶ୍ବର ତାହାଙ୍କର ବିଚାର ରେ ଠିକ୍ ବୋଲି ଏହା ପ୍ରମାଣିତ କରେ। ପରମେଶ୍ବର ଚାହାଁନ୍ତି ଯେ, ତୁମ୍ଭେ ତାହାଙ୍କ ରାଜ୍ଯ ରେ ପ୍ରବେଶ ପାଇଁ ଯୋଗ୍ଯ ହୁଅ, ଯେଉଁଥିପାଇଁ ତୁମ୍ଭମାନେେ ଏହିସବୁ ଯାତନାର ସମ୍ମୁଖୀନ ହେଉଛ।
ପରମେଶ୍ବର ଆମ୍ଭକୁ ଭୟର ଆତ୍ମା ଦଇେ ନାହାଁନ୍ତି। ସେ ଆମ୍ଭକୁ ଶକ୍ତି, ପ୍ ରମେ ଓ ଆତ୍ମସଂୟମର ଆତ୍ମା ପ୍ରଦାନ କରିଛନ୍ତି।
ଏହି ଶିକ୍ଷା ସତ୍ଯ ଅଟେ : ଯଦି ଆମ୍ଭେ ତାହାଙ୍କ ସହିତ ମରୁ, ତା' ହେଲେ ଆମେ ତାହାଙ୍କ ସହିତ ବଞ୍ଚିବା।
ଅତଏବ ଆମ୍ଭେ ନିଃସନ୍ଦହେ ଭାବରେ କହିପାରିବା :
ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।
ତୁମ୍ଭ ପାଇଁ ଯେଉଁସବୁ ଦୁଃଖ ଆସୁଛି, ସେଥିପାଇଁ ଭୟ କର ନାହିଁ। ମୁଁ ଜାଣେ, ତୁମ୍ଭମାନଙ୍କ ଭିତରୁ କେତେ ଜଣଙ୍କୁ ଶୟତାନ କାରାଗାର ରେ ରଖିବ। ସେ ତୁମ୍ଭମାନଙ୍କୁ ପରୀକ୍ଷା କରିବା ପାଇଁ ଏପରି କରିବ। ତୁମ୍ଭମାନେେ ଦଶଦିନ ପର୍ୟ୍ଯନ୍ତ ଦୁଃଖକଷ୍ଟ ସହିବ। କିନ୍ତୁ ବିଶ୍ବସ୍ତ ରୁହ, କାରଣ ତୁମ୍ଭକୁ ହୁଏତ ମୃତ୍ଯୁବରଣ କରିବାକୁ ପଡ଼ିପା ରେ। ତୁମ୍ଭେ ଯଦି ବିଶ୍ବସ୍ତ ରହିବ, ତବେେ ମୁଁ ତୁମ୍ଭକୁ ଜୀବନରୂପକ ମୁକୁଟ ଦବେି।