Home Bibles ☰ Books ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:20 · ଓଡ଼ିଆ ବାଇବେଲ
ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:20 · ଓଡ଼ିଆ ବାଇବେଲ

ତୀମଥିଙ୍କ ଭଳି ମାେ ପାଖ ରେ ଆଉ କହେି ଲୋକ ନାହାଁନ୍ତି।

Cross references

ପ୍ରଥମ ଶାମୁୟେଲ 18:1

ଦାଉଦ ଶାଉଲଙ୍କ ସହିତ କଥାବାର୍ତ୍ତା କରିସାରିବା ପରେ ଯୋନାଥନର ଦାଉଦଙ୍କ ସହିତ ଏକ ଦୃତ ବନ୍ଧକ୍ସ୍ଟତା ବାନ୍ଧିଲେ। ଆଉ ଯୋନାଥନ ଆପଣା ପ୍ରାଣପରି ତାଙ୍କୁ ସ୍ନହେ କଲା।

ପ୍ରଥମ ଶାମୁୟେଲ 18:3

ଯୋନାଥନ ଦାଉଦଙ୍କକ୍ସ୍ଟ ଆପଣା ପ୍ରାଣପରି ସ୍ନହେ କରିବାରକ୍ସ୍ଟ ସମାନେେ ଏହି ନିଯମ କଲେ।

ଗୀତସଂହିତା 55:13

କିନ୍ତୁ ତୁମ୍ଭେ ମାରେ ସହୟୋଗୀ, ସହପାଠୀ ଓ ସାଂଗମାନେ, ୟିଏ ଏହା କରନ୍ତି।

ହିତୋପଦେଶ 31:29

ବହୁତ ଭଲ ସ୍ତ୍ରୀଲୋକ ଅଛନ୍ତି। କିନ୍ତୁ ତୁମ୍ଭେ ସବୁଠାରୁ ଉତ୍ତମ।

ଯୋହନଲିଖିତ ସୁସମାଚାର 10:13

ସେ ଲୋକଟି ଦୌଡି ପଳାଏ, କାରଣ ସେ ମୂଲିଆ। ସେ ପ୍ରକୃତ ରେ ମଷେମାନଙ୍କର ଯତ୍ନ ନିଏ ନାହିଁ।

ଯୋହନଲିଖିତ ସୁସମାଚାର 12:6

କିନ୍ତୁ ୟିହୂଦା ଗରୀବ ଲୋକମାନଙ୍କ ପ୍ରତି ପ୍ରକୃତ ରେ ଚିନ୍ତିତ ନଥିଲା। ସେ ନିଜେ ଚୋର ଥିବାରୁ ଏକଥା କହିଲା। ସେ ଶିଷ୍ଯମାନଙ୍କ ପାଇଁ ଟଙ୍କା ବାକ୍ସ ନିଜ ପାଖ ରେ ରଖୁଥିଲା। ଏବଂ ସେ ପ୍ରାୟ ସହେି ବାକ୍ସରୁ ଟଙ୍କା ଚୋରି କରୁଥିଲା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:10

ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ମୁଁ ନିବଦନେ କରେ ଯେ, ତୁମ୍ଭମାନେେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ବାରା ତୁମ୍ଭମାନଙ୍କ ଭିତ ରେ କୌଣସି ବିଭାଜନ ହବେ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ଯ ସମାନ ହବୋ ଦ୍ବାରା ତୁମ୍ଭମାନେେ ସଂପୂର୍ଣ୍ଣ ସଂୟୁକ୍ତ ହୁଅ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 16:10

ତୀମଥି ତୁମ୍ଭମାନଙ୍କ ପାଖକୁ ଆସି ପାରନ୍ତି। ତୁମ୍ଭମାନଙ୍କ ମଧିଅରେ ସେ ଯେପରି ସ୍ବଚ୍ଛନ୍ଦ ରେ ରୁହନ୍ତି, ଏଥିପାଇଁ ତୁମ୍ଭେ ତାହାଙ୍କ ପ୍ରତି ମନୋୟୋଗୀ ହୁଅ। ମାେ ଭଳି ସେ ମଧ୍ଯ ପ୍ରଭୁଙ୍କ ପାଇଁ କାମ କରୁଛନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:2

ଯଦି ଏଗୁଡ଼ିକ ତୁମ୍ଭଠା ରେ ଅଛି, ତା' ହେଲେ ମାେ ପାଇଁ କିଛି କର ବୋଲି ମୁଁ ଚା ହେଁ, ଏହା ମାେତେ ଅତ୍ଯନ୍ତ ଆନନ୍ଦିତ କରିବ। ମୁଁ ଚା ହେଁ ଯେ ତୁମ୍ଭମାନେେ ଏକମନା ହାଇେ ସମ ବିଷୟ ରେ ବିଶ୍ବାସ ଦ୍ବାରା ସଂୟୁକ୍ତ ହୁଅ। ପରସ୍ପର ପ୍ରତି ସମ ପ୍ ରମେଭାବ ରଖ ଏବଂ ଏକ ଆତ୍ମା ରେ ଏବଂ ସମ ଉଦ୍ଦେଶ୍ଯ ରେ ଏକତ୍ର ବାସ କର।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:22

ତୁମ୍ଭମାନେେ ଜାଣିଛ ଯେ ତୀମଥି କି ପ୍ରକାରର ଲୋକ। ପୁତ୍ର ଯେପରି ପିତାର ସବୋ କରେ, ସହେିପରି ସେ ମାେ ସହିତ ସୁସମାଚାର କହିବା ସମୟରେ ମାରେ ସବୋ କରିଛନ୍ତି ; ଏକଥା ତୁମ୍ଭମାନେେ ଜାଣ।

କଲସୀୟଙ୍କ ପ୍ରତି ପତ୍ର 4:11

ୟୁସ୍ତ ନାମ ରେ ମଧ୍ଯ ଖ୍ଯାତ, (ଯୀଶୁ) ତୁମ୍ଭମାନଙ୍କୁ ନମସ୍କାର ଜଣାଉଛନ୍ତି। ୟିହୁଦୀ ବିଶ୍ବାସୀମାନଙ୍କ ମଧିଅରେ କବଳେ ଏମାନେ ପରମେଶ୍ବରଙ୍କ ରାଜ୍ଯ ପାଇଁ ମାେ ସହିତ କାମ କରନ୍ତି। ସମାନେେ ଏପର୍ୟ୍ଯନ୍ତ ମାରେସାନ୍ତ୍ବନାର କାରଣ ହାଇେଛନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:2

ଏହି ପତ୍ର ତୀମଥିଙ୍କ ପାଇଁ। ତୁମ୍ଭେ ବିଶ୍ବାସ କରୁଥିବାରୁ ମାରେ ପ୍ରକୃତ ପୁତ୍ର ଅଟ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 1:5

ପ୍ରଥମ ରେ ସହେି ବିଶ୍ବାସ ତୁମ୍ଭର ମାତାମହୀ ଲୋଯି ଓ ମାତା ଇଉନୀକୀଙ୍କଠା ରେ ଥିଲା।

Interlinear

Choose Theme