Home Bibles ☰ Books ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:27 · ଓଡ଼ିଆ ବାଇବେଲ
ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:27 · ଓଡ଼ିଆ ବାଇବେଲ

ସେ ଅସୁସ୍ଥ ଥିଲେ ଓ ମୃତ୍ଯୁର ଦ୍ବାର ଦେଶ ରେ ଥିଲେ। କିନ୍ତୁ ପରମେଶ୍ବର ତାହାଙ୍କୁ ଓ ମାେତେ ମଧ୍ଯ ସାହାୟ୍ଯ କଲେ, ଯେପରି ମାେ ପାଇଁ ଅଧିକ ଦୁଃଖ ନ ଘଟେ।

Cross references

ଦିତୀୟ ରାଜାବଳୀ 20:1

ସେ ସମୟରେ ହିଜକିଯ ଅସୁସ୍ଥ ହେଲେ ଏବଂ ମୃତ୍ଯୁବରଣ କରିବା ଉପରେ ହେଲେ। ଭବିଷ୍ଯଦ୍ବକ୍ତା ଯିଶାଇୟ ତାଙ୍କ ନିକଟକୁ ଆସି କହିଲେ, ସଦାପ୍ରଭୁ କହନ୍ତି, 'ତୁମ୍ଭେ ତୁମ୍ଭର ଗୋଟିଏ ଇଚ୍ଛା, ପରିବାର ସଭ୍ଯମାନଙ୍କ ନିମନ୍ତେ ଲେଖ କାରଣ ତୁମ୍ଭେ ନିଶ୍ଚଯ ମରିବ।'

ଆୟୁବ ପୁସ୍ତକ 5:19

ସେ ତୁମ୍ଭକୁ ବିପଦରୁ ଉଦ୍ଧାର କରିପାରିବେ। ହଁ, ଦରକାର ପଡ଼ିଲେ ବିନା ଆଘାତ ରେ ସାତାଟେି ଦୁର୍ବିପାକରୁ ରକ୍ଷା କରିପାରିବେ।

ଗୀତସଂହିତା 30:1

ହେ ସଦାପ୍ରଭୁ, ତୁମ୍ଭେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କରିଛ। ତୁମ୍ଭେ ମାରେ ଶତ୍ରୁଙ୍କୁ ମାେତେ ପରାଜିତ କରିବାକୁ ସୁଯୋଗ ଦଲେ ନାହିଁ କି ସମାନେେ ମାେତେ ପରିହାସ କରିବାକୁ ଦଲେ ନାହିଁ। ତଣେୁ ମୁଁ ତୁମ୍ଭକୁ ସମ୍ମାନ ଜଣାଉଛି।

ଗୀତସଂହିତା 30:10

ହେ ସଦାପ୍ରଭୁ, ମାରେ ପ୍ରାର୍ଥନା ଶୁଣ ଓ ମାେ ପ୍ରତି କରୁଣା ପ୍ରଦର୍ଶନ କର। ହେ ସଦାପ୍ରଭୁ ମାରେ ସହାୟ ହୁଅ।

ଗୀତସଂହିତା 34:19

ଧାର୍ମିକ ବ୍ଯକ୍ତିମାନଙ୍କ ଉପରେ ହୁଏତ ବହୁତ ବିପଦ ଆସିପାରେ କିନ୍ତୁ ସଦାପ୍ରଭୁ ସମାନଙ୍କେୁ ସମାନଙ୍କେର ପ୍ରେତ୍ୟକକ ବିପଦରୁ ଉଦ୍ଧାର କରିବେ।

ଗୀତସଂହିତା 103:3

ହେ ମାରେ ପ୍ରାଣ, ସଦାପ୍ରଭୁ ତୁମ୍ଭର ସମସ୍ତ ପାପଗୁଡ଼ିକ କ୍ଷମା କରନ୍ତି। ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି।

ଗୀତସଂହିତା 107:18

ସହେି ଲୋକମାନେ ବହୁତ ରୁଗ୍ଣ ଥିଲେ। ଖାଦ୍ୟ ପରିତ୍ଯାଗ କରିଥିଲେ। ସମାନେେ ପ୍ରାଯ ମୃତବତ୍ ରହିଥିଲେ।

ଉପଦେଶକ 9:1

ମୁଁ ଏହିସବୁ ବିଷଯ ରେ ମନୋନିବେଶ କରି ଅନୁସନ୍ଧାନ କଲି। ଧାର୍ମିକ ଓ ଜ୍ଞାନୀ, ଆଉ ସମାନଙ୍କେ କାର୍ୟ୍ଯ ପରମେଶ୍ବରଙ୍କ ହାତ ରେ। କହେି ଜାଣେ ନାହିଁ, ତାକୁ ପ୍ ରମେ କରାୟିବ କି ଘୃଣା କରାୟିବ। ଏସବୁ ଭବିଷ୍ଯତ ଉପ ରେ ନିର୍ଭର କରେ। ଏପରିକି ସମାନଙ୍କେର ପ୍ ରମେ ଓ ଘୃଣା ପରମେଶ୍ବରଙ୍କ ହାତ ରେ ଅଛି।

ଯିଶାଇୟ 27:8

ସଦାପ୍ରଭୁ ଇଶ୍ରାୟେଲର ପରିତ୍ରାଣ ପାଇଁ ତାକୁ ଦୂରକୁ ପଠାଇ ତାହା ସହିତ ବିବାଦ କରିବେ। ସେ ପୂର୍ବୀଯ ବାଯୁ ଦିନ ରେ ନିଜର ପ୍ରବଳ ବାଯୁଦ୍ବାରା ସ୍ଥାନାନ୍ତରିତ କରିବେ।

ଯିଶାଇୟ 38:17

ଦେଖ, ମାରଦେୁଃଖ ଚାଲିୟାଇଛି, ବର୍ତ୍ତମାନ ମାରେଶାନ୍ତି ଆସିଛି। ମାତ୍ର ତୁମ୍ଭେ ମାେତେ ପ୍ ରମେ କରି ବିନାଶ କୂପରୁ ମାରେ ପ୍ରାଣକୁ ଉଦ୍ଧାର କଲ। କାରଣ ତୁମ୍ଭେ ମାେତେ କ୍ଷମା କରି ମାରେସମସ୍ତ ପାପକୁ ପଛକୁ ପକାଇ ଦଇେଛ।

ଯିଶାଇୟ 43:2

ତୁମ୍ଭେ ଯେତବେେଳେ ଦୁଃଖ ରେ ପଡ଼ିବ, ଆମ୍ଭେ ତୁମ୍ଭର ସହବର୍ତ୍ତୀ ହବେୁ। ଜଳ ମଧିଅରେ ଗମନ କଲା ବେଳେ ତୁମ୍ଭର ସଙ୍ଗୀ ହବେୁ। ଫଳ ରେ ତୁମ୍ଭେ ଜଳ ରେ ମଗ୍ନ ହବେ ନାହିଁ। ଅଗ୍ନି ରେ ଗମନ କଲା ବେଳେ ଦଗ୍ଧିଭୂତ ହବେ ନାହିଁ ଓ ଅଗ୍ନିଶିଖା ତୁମ୍ଭର କ୍ଷତି କରିବ ନାହିଁ।

ଯିରିମିୟ 8:18

ହେ ପରମେଶ୍ବର ମାରେ ହୃଦଯ ଦୁଃଖ ରେ ଅଭିଭୂତ, ମୁଁ ଅତ୍ଯନ୍ତ ଭୟଭୀତ ଓ ମୂର୍ଚ୍ଛିତ।

ଯିରିମିୟ 10:24

ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦମନ କର। ମାତ୍ର ସୁବିବଚେନା ରେ ତାହା କର। କୋର୍ଧ ରେ ତାହା କର ନାହିଁ, ଯଦି ତୁମ୍ଭେ ଏପରି କର ତବେେ ଆମ୍ଭେ ଧ୍ବଂସ ହାଇଯେିବୁ।

Interlinear

Choose Theme