Home Bibles ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:8 · ଓଡ଼ିଆ ବାଇବେଲ
ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:8 · ଓଡ଼ିଆ ବାଇବେଲ

ମନୁଷ୍ଯ ଭାବରେ ଜୀବନ ଯାପନ କଲା ବେଳେ ସେ ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଆଜ୍ଞକାରୀ ହାଇେ ନିଜକୁ ନମ୍ର କଲେ। ଏପରିକି କ୍ରୁଶ ରେ ମୃତ୍ଯୁ ପର୍ୟ୍ଯନ୍ତ ନିଜକୁ ବାଧ୍ଯ ଓ ନମ୍ର କଲେ।

Cross references

ଦିତୀୟ ବିବରଣ 21:23

କିନ୍ତୁ ତା'ର ମୃତ ଶରୀରକକ୍ସ୍ଟ ରାତ୍ରି ତମାମ ଓହଳାଇ ରଖିବା ଉଚିତ୍ ନକ୍ସ୍ଟହଁ। ତା'ର ମୃତ ଶରୀରକକ୍ସ୍ଟ ସହେି ଏକା ଦିନ ରେ କବର ଦିଆୟିବା ଉଚିତ୍। କାରଣ, କହେି ବ୍ଯକ୍ତି ଗଛ ରେ ଝକ୍ସ୍ଟଲା ହାଇେ ରହିଲେ ପରମେଶ୍ବରଙ୍କ ଦ୍ବରା ଅଭିଶାପ ଗ୍ରସ୍ତ ହକ୍ସ୍ଟଏ। ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ଯେଉଁ ଭୂମି ଦଇେଛନ୍ତି ତୁମ୍ଭେ ତାହାକକ୍ସ୍ଟ ଅଶକ୍ସ୍ଟଚି କର ନାହିଁ।

ଗୀତସଂହିତା 22:16

କୁକୁରମାନେ ମାରେ ଚାରିକଡ଼ରେ ଘରେି ରହିଛନ୍ତି। ସହେି ଦୁଷ୍ଟ ଲୋକମାନେ ଦଳବଦ୍ଧ ହାଇେ ମାେତେ ୟନ୍ତାରେ ପକାଇଛନ୍ତି। ସମାନେେ ମାରେ ହାତ ଗୋଡ଼କୁ ଛିଦ୍ର କରି ପକାଇଛନ୍ତି।

ଗୀତସଂହିତା 40:6

ହେ ସଦାପ୍ରଭୁ, ତୁମ୍ଭେ ମାେତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ଯ ନବୈେଦ୍ଯରେ ସନ୍ତାଷେ ନାହିଁ, ତୁମ୍ଭେ ପ୍ରକୃତରେ ହାମବେଳି ଓ ପାପାର୍ଥକ ବଳି ଚାହଁ ନାହିଁ।

ହିତୋପଦେଶ 15:33

ସଦାପ୍ରଭୁଙ୍କର ସମ୍ମାନ ଜ୍ଞାନପ୍ରଦ ଉପଦେଶ ଅଟେ। ଏବଂ ନମ୍ରତା ସମ୍ଭ୍ରମର ସମ୍ମୁଖ ରେ ଥାଏ।

ଯିଶାଇୟ 50:5

ମାରେ ପ୍ରଭୁ ସଦାପ୍ରଭୁ ମାରେ କର୍ଣ୍ଣକୁ ମୁକ୍ତ କରିଛନ୍ତି ; ପୁଣି ମୁଁ ତାଙ୍କର ବିରୁଦ୍ଧାଚାରୀ ହାଇେ ନାହିଁ କିମ୍ବା ପଛକୁ ଫରେି ନାହିଁ।

ମାଥିଉଲିଖିତ ସୁସମାଚାର 17:2

ସମାନଙ୍କେ ଆଗ ରେ ଯୀଶୁଙ୍କ ସ୍ବରୂପ ବଦଳିଗଲା। ତାହାଙ୍କର ମୁହଁ ସୂର୍ୟ୍ଯ ଭଳି ଝଲସି ଉଠିଲା। ତାହାଙ୍କର ପୋଷାକ ଆଲୋକ ଭଳି ଧଳା ଦଖାଗେଲା।

ମାଥିଉଲିଖିତ ସୁସମାଚାର 26:39

ସମାନଙ୍କେ ପାଖରୁ କିଛି ଦୁରକୁ ଚାଲିକରି ୟିବାପରେ ଯୀଶୁ ତଳେ ଉବୁଡ଼ ହାଇେ ପଡ଼ିଲେ ଓ ପ୍ରାର୍ଥନା କଲେ, ହେ ପରମପିତା! ଯଦି ସମ୍ଭବ ହୁଏ, ତବେେ ୟନ୍ତ୍ରଣାର ଏହି ପାତ୍ରଟି ମାଠାରୁେ ଦୂର ହାଇଯୋଉ। କିନ୍ତୁ ମାେ ଇଚ୍ଛା ଅନୁସାରେ ନ ହାଇେ ଆପଣଙ୍କ ଇଚ୍ଛା ଅନୁସାରେ କରନ୍ତୁ।

ମାଥିଉଲିଖିତ ସୁସମାଚାର 26:42

ପୁଣି ଥରେ ସେ ଗଲେ ଓ ପ୍ରାର୍ଥନା କଲେ, ହେ ପରମପିତା, ଯଦି ୟନ୍ତ୍ରଣାର ଏ ପାତ୍ର ମାେ ଠାରୁ ଦୂର ହାଇେ ପାରିବ ନାହିଁ ଏବଂ ଏହାକୁ ମୁଁ ପାନ କରେ, ତବେେ ମୁଁ ପ୍ରାର୍ଥନା କରୁଛି ଯେ, ଆପଣ ଯାହା ଇଚ୍ଛା କରିଛନ୍ତି, ତାହା ହିଁ ହେଉ।

ମାର୍କଲିଖିତ ସୁସମାଚାର 9:2

ଛଅ ଦିନ ପରେ, ଯୀଶୁ ପିତର, ଯାକୁବ ଓ ଯୋହନଙ୍କୁ ନିଜ ସାଙ୍ଗ ରେ ନଇେ ଗୋଟିଏ ଉଚ୍ଚ ପର୍ବତ ଉପରକୁ ଗଲେ। ସଠାେରେ କବଳେ ସହେିମାନେ ଥିଲେ। ସଠାେରେ ଶିଷ୍ଯମାନେ ଯୀଶୁଙ୍କୁ ଦେଖୁଥିବା ସମୟରେ ଯୀଶୁଙ୍କ ସ୍ବରୂପ ପରିବର୍ତ୍ତନ ହାଇେ ଗଲା।

ଲୂକଲିଖିତ ସୁସମାଚାର 9:29

ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେ ହରୋ ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହାଇଗେଲା।

ଯୋହନଲିଖିତ ସୁସମାଚାର 4:34

ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।

ଯୋହନଲିଖିତ ସୁସମାଚାର 10:18

ମାେ'ଠାରୁ କହେି ମାେ ଜୀବନ ନଇେ ପାରିବ ନାହିଁ। ମୁଁ ସ୍ବେଚ୍ଛା ରେ ମାେ ଜୀବନ ଦିଏ। ମାରଜେୀବନ ଦବୋର ଅଧିକାର ଅଛି। ଏବଂ ମାରେ ପୁନର୍ବାର ଜୀବନ ଫରେି ପାଇବାର ମଧ୍ଯ ଅଧିକାର ରହିଛି। ଏହି କଥା ମାେତେ ପରମପିତା କହିଛନ୍ତି।

ଯୋହନଲିଖିତ ସୁସମାଚାର 12:28

ହେ ପରମପିତା, ଆପଣା ନାମକୁ ଗୌରବାନ୍ବିତ କର।

ଯୋହନଲିଖିତ ସୁସମାଚାର 14:31

କିନ୍ତୁ ଏହି ଜଗତ ଜାଣିବା ଉଚିତ ଯେ, ମୁଁ ପରମପିତାଙ୍କୁ ପ୍ ରମେ କରେ। ତେଣୁ ପରମପିତା ମାେତେ ଯେପରି କହିଛନ୍ତି, ମୁଁ ଠିକ୍ ସପରେି କରିବି। ଚାଲ ୟିବା । ଆମ୍ଭେ ଏ ସ୍ଥାନ ତ୍ଯାଗ କରିବା।

ଯୋହନଲିଖିତ ସୁସମାଚାର 15:10

ମୁଁ ମାରେ ପରମପିତାଙ୍କର ଆଜ୍ଞା ମାନିଛି ଓ ମୁଁ ତାହାଙ୍କ ପ୍ ରମେ ରେ ରହିଛି। ସହେିପରି ତୁମ୍ଭେ ଯଦି ମାରେ ଆଜ୍ଞା ପାଳନ କରିବ, ତୁମ୍ଭେ ମାେ ପ୍ ରମେ ରେ ରହିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:33

ତାହାଙ୍କୁ ଅପମାନିତ କରାଗଲା ଓ ତାହାଙ୍କର ସମସ୍ତ ଅଧିକାର କାଢ଼ି ନିଆଗଲା। ଏହି ପୃଥିବୀ ରେ ତାହାଙ୍କର ଜୀବନକାଳ ଶଷେ ହେଲା। କିଏ ତାହାଙ୍କ ବଂଶ ବିଷୟ ରେ କଥାବାର୍ତ୍ତା କରିବ?ୟିଶାଇୟ 53:7-8

ରୋମୀୟଙ୍କ ପ୍ରତି ପତ୍ର 5:19

ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:9

ତୁମ୍ଭମାନେେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ସହିତ ପରିଚିତ। ତୁମ୍ଭମାନେେ ଜାଣ ଯେ, ଖ୍ରୀଷ୍ଟ ଈଶ୍ବରଙ୍କଠା ରେ ଧନୀ ହାଇେଥିଲେ ମଧ୍ଯ, ତୁମ୍ଭମାନଙ୍କ ପାଇଁ ସେ ଗରିବ ହେଲେ। ତାହାଙ୍କର ଗରିବ ହବୋ ଦ୍ବାରା ତୁମ୍ଭମାନେେ ଯେପରି ଧନୀ ହୁଅ, ସେଥିପାଇଁ ଯୀଶୁଖ୍ରୀଷ୍ଟ ଏପରି କଲେ।

ଗାଲାତୀୟଙ୍କ ପ୍ରତି ପତ୍ର 3:13

ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

ତୀତସଙ୍କ ପ୍ରତି ପତ୍ର 2:14

ନିଜ ଜୀବନକୁ ସତ୍ କର୍ମ ରେ ଲଗାଇବା ପାଇଁ ଲୋକମାନେ ଶିଖିବା ଆବଶ୍ଯକ। ଯେଉଁମାନଙ୍କର ପ୍ରକୃତ ରେ ଦରକାର, ସମାନଙ୍କେର ମଙ୍ଗଳ କର। ତା' ହେଲେ ଆମ୍ଭ ଲୋକେ ବିଫଳ ଜୀବନଯାପନ କରିବେ ନାହିଁ।

ଏବ୍ରୀ 5:5

ଖ୍ରୀଷ୍ଟ ମଧ୍ଯ ସହେି ଡ଼କା ହାଇେଥିଲେ। ସେ ପରମେଶ୍ବରଙ୍କ ଦ୍ବାରା ସେ ମନୋନୀତ ହାଇେଥିଲେ। ପରମେଶ୍ବର ତାହାଙ୍କୁ କହିଲେ :

ଏବ୍ରୀ 10:7

ତା'ପରେ ମୁଁ କହିଲି : 'ପରମେଶ୍ବର ମୁଁ ଅଛି ଏଠା ରେ ବ୍ଯବସ୍ଥା ପୁସ୍ତକରେ ମାେ ବିଷୟ ରେ ଲଖାେ ଅଛି। ତୁମ୍ଭେ ଚାହିଁ ଥିବା କାର୍ୟ୍ଯଗୁଡ଼ିକ ମୁଁ କରିବା ପାଇଁ ଆସିଛି।' ଗୀତସଂହିତା 40:6-8

ଏବ୍ରୀ 12:2

ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।

ପିତରଙ୍କ ପ୍ରଥମ ପତ୍ 2:24

ପରମେଶ୍ବର ନ୍ଯାୟ ବିଚାର କରନ୍ତି। କୃଶ ଉପରେ ଯୀଶୁ ଆମ୍ଭ ପାପଗୁଡ଼ିକୁ ସ୍ବଦହେ ରେ ବହନ କଲେ। ସେ ଏହା କଲେ, ଯେପରି ଆମ୍ଭେ ପାପ ପାଇଁ ମୃତ ହେଉ, ଯାହା ସତ୍ଯ ତାହା ପାଇଁ ଜୀବିତ ରହିବା। ଯୀଶୁଙ୍କ କ୍ଷତଗୁଡ଼ିକ ଦ୍ବାରା ତୁମ୍ଭମାନେେ ସୁସ୍ଥ ହାଇେଛ।

ପିତରଙ୍କ ପ୍ରଥମ ପତ୍ 3:18

ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

Interlinear

Choose Theme