Home Bibles ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:23 · ଓଡ଼ିଆ ବାଇବେଲ
ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 4:23 · ଓଡ଼ିଆ ବାଇବେଲ

ତୁମ୍ଭ ସମସ୍ତଙ୍କ ସହିତ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ରହିଥାଉ।

Cross references

ରୋମୀୟଙ୍କ ପ୍ରତି ପତ୍ର 16:20

ଶାନ୍ତିର ସୋର୍ତ ପରମେଶ୍ବର ଶୀଘ୍ର ଶୟତାନକୁ ହରାଇବେ ଓ ତା' ଉପରେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ। ଆମ୍ଭର ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ସହିତ ରହୁ।

ରୋମୀୟଙ୍କ ପ୍ରତି ପତ୍ର 16:23

ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:14

ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ, ପରମେଶ୍ବରଙ୍କ ପ୍ ରମେ, ଓ ପବିତ୍ରଆତ୍ମାଙ୍କ ସହାୟତା ତୁମ୍ଭ ସମସ୍ତଙ୍କର ସହବର୍ତ୍ତୀ ହେଉ।

Interlinear

Choose Theme