ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।
Cross references
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାନ୍ତୁ ଓ ତୁମ୍ଭକୁ ଶାନ୍ତି ଦିଅନ୍ତୁ।
ଆଉ ସେ ସମାନଙ୍କେୁ କହିଲେ, ଘରକୁ ୟାଅ, ଚିକ୍କଣ ଦ୍ରବ୍ଯ ଭୋଜନ କର, ସୁମିଷ୍ଟ ଦ୍ରବ୍ଯ ପାନ କର ଓ ଯାହା ପାଇଁ ପ୍ରସ୍ତୁତି ହାଇେ ନାହିଁ, ତାହା ପାଇଁ କିଛି ପଠାଅ। କାରଣ ଆଜି ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଅଟେ। ତୁମ୍ଭମାନେେ ଦୁଃଖିତ ହୁଅ ନାହିଁ। ଯେଣୁ ସଦାପ୍ରଭୁଙ୍କ ଆନନ୍ଦ ତୁମ୍ଭମାନଙ୍କର ବଳ ହବେ।
ବର୍ତ୍ତମାନ ଆୟୁବ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ନିଜକୁ ସମର୍ପି ଦିଅ ତାଙ୍କ ସହିତ ଶାନ୍ତି ରେ ବାସ କର। ଏହା କଲେ ତୁମ୍ଭେ ଅନକେ ଭଲ ବସ୍ତୁ ପାଇବ।
କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।
ସଦାପ୍ରଭୁ ତାଙ୍କର ସମସ୍ତ ଲୋକମାନଙ୍କୁ ରକ୍ଷା କରନ୍ତୁ। ସଦାପ୍ରଭୁ ତାଙ୍କର ଲୋକମାନଙ୍କୁ ଶାନ୍ତିରେ ବାସ କରିବାକୁ ଦିଅନ୍ତି।
ସଦାପଭ୍ରୁ ପରମେଶ୍ବର ୟାହା କହିବେ ମୁଁ ଶୁଣିବି। ସେ ପ୍ରତିଜ୍ଞା କରିଛନ୍ତି ୟେ, ଆପଣା ଲୋକମାନଙ୍କ ଓ ଆପଣା ଅନୁସରଣକାରୀମାନଙ୍କ ପାଇଁ ଶାନ୍ତି ବିରାଜମାନ କରିବେ। ସମାନେେ ପୁନର୍ବାର ମୂର୍ଖତା ଜୀବନୟାପନ କରିବା ପାଇଁ ଫରେି ନ ୟାଆନ୍ତୁ।
ଜ୍ଞାନ ତୁମ୍ଭକୁ ରକ୍ଷା କରିବ, ପରିଣାମଦର୍ଶୀତା ତୁମ୍ଭର ପ୍ରହରୀ ହବେ।
ଜ୍ଞାନଠାରୁ ଦୂ ରଇେ ୟାଅ ନାହିଁ। ଜ୍ଞାନ ତୁମ୍ଭକୁ ସହାୟ ହବେ। ଜ୍ଞାନକୁ ଭଲ ପାଅ। ଜ୍ଞାନ ତୁମ୍ଭକୁ ନିରାପଦ ରେ ରଖିବ।
ଯେତବେେଳେ ତୁମ୍ଭେ ଚାଲିବ, ସମାନଙ୍କେର ଶିକ୍ଷାଗୁଡ଼ିକ ତୁମ୍ଭକୁ ପଥ ଦଖାଇବେେ। ଯେତବେେଳେ ତୁମ୍ଭେ ଶଯନ କରିବାକୁ ୟିବ ସମାନେେ ତୁମ୍ଭର ପ୍ରହରୀ ହବେ। ଯେତବେେଳେ ତୁମ୍ଭେ ଜାଗ୍ରତ ହବେ, ସମାନେେ ତୁମ୍ଭ ସହ ଆଳାପ କରିବେ।
ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ପାଇଁ ସକଳ କାର୍ୟ୍ଯ ସାଧନ କରିଅଛ। ତେଣୁ ଆମ୍ଭମାନଙ୍କୁ ଶାନ୍ତି ପ୍ରଦାନ କର।
ଆମ୍ଭେ ଆଲୋକ ସୃଷ୍ଟିକରୁ ଓ ଆମ୍ଭେ ଅନ୍ଧକାର ମଧ୍ଯ ସୃଷ୍ଟି କରୁ। ଆମ୍ଭେ ଶାନ୍ତି ରଚନା କରୁ ଓ ଅନିଷ୍ଟ ମଧ୍ଯ ସୃଷ୍ଟି କରୁ। ଆମ୍ଭେ ସଦାପ୍ରଭୁ ଏ ସମସ୍ତ ସାଧନ କରୁ।
ତୁମ୍ଭେ ଯଦି ଆମ୍ଭର ଆଜ୍ଞା ପାଳନ କରିଥାନ୍ତ, ତବେେ ତୁମ୍ଭର ଶାନ୍ତି ନଦୀତୁଲ୍ଯ ଓ ତୁମ୍ଭର ଧାର୍ମିକତା ସମୁଦ୍ରର ତରଙ୍ଗ ତୁଲ୍ଯ ତୁମ୍ଭ ନିକଟକୁ ଆସିଥାନ୍ତା।
ମାତ୍ର ସଦାପ୍ରଭୁ କୁହନ୍ତି, ଦୁଷ୍ଟ ଲୋକମାନଙ୍କର ଶାନ୍ତି ନାହିଁ।