ମାଠାରୁେ ଯାହା ସବୁ ଶିଖିଛି ଓ ପାଇଛ, ତାହା କର। ମୁଁ ଯାହା କହିଛି ଓ ତୁମ୍ଭେ ମାେତେ ଯାହାସବୁ କରିଥିବା ଦେଖିଛ, ସଗେୁଡ଼ିକୁ କର। ଶାନ୍ତିଦାତା ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।
Cross references
ମାଶାେ ସମସ୍ତ ଇଶ୍ରାୟେଲ ଲୋକମାନଙ୍କୁ ଡାକି ଏକତ୍ରିତ କଲେ ଏବଂ ସମାନଙ୍କେୁ କହିଲେ, ହେ ଇଶ୍ରାୟେଲୀୟ ଲୋକମାନେ ଶକ୍ସ୍ଟଣ ମୁ ତୁମ୍ଭକୁ ସଦାପ୍ରଭୁଙ୍କର ବ୍ଯବସ୍ଥା ଓ ବିଧି ସବୁ କହକ୍ସ୍ଟଅଛି। ଏହି ବିଧିସବୁ ଗ୍ରହଣ କର ଓ ପାଳନ କର।
ତୁମ୍ଭମାନେେ ୟୁଦ୍ଧ ପାଇଁ ଯେତେ ମନ୍ତ୍ରଣା କଲେ ମଧ୍ଯ ତୁମ୍ଭମାନଙ୍କର ମନ୍ତ୍ରଣା ସଫଳ ହବେ ନାହିଁ। ତୁମ୍ଭର ସୈନ୍ଯମାନଙ୍କ ପ୍ରତି ଆଦେଶ ନିଷ୍ଫଳ ହବେ। କାହିଁକି ଏହା ଘଟିବ। କାରଣ ପରମେଶ୍ବର ଆମ୍ଭମାନଙ୍କ ସହିତ ଅଛନ୍ତି।
ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗ ରେ ଅଛୁ। ନିରାଶ ହୁଅ ନାହିଁ କାରଣ ଆମ୍ଭେ ତୁମ୍ଭର ପରମେଶ୍ବର। ଆମ୍ଭେ ତୁମ୍ଭକୁ ସବଳ କରିବା, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବା। ପୁଣି ଆମ୍ଭେ ଆପଣା ଧର୍ମସ୍ବରୂପ ଦକ୍ଷିଣ ହସ୍ତ ରେ ତୁମ୍ଭକୁ ଧରି ରଖିବା।
ଜଣେ କୁମାରୀ କନ୍ଯା ଗର୍ଭବତୀ ହାଇେ ପୁତ୍ର ସନ୍ତାନଟିଏ ଜନ୍ମ ଦବେ। ଲୋକେ ତାହାଙ୍କ ନାମ ଇମ୍ମାନୁଯଲେ ଦବେେ। (ଇମ୍ମାନୁଯଲରେ ଅର୍ଥ, ପରମେଶ୍ବର ଆମ୍ଭ ସହିତ ଅଛନ୍ତି।)
ଏଣୁ ଲୋକେ ପ୍ରେତ୍ୟକକ ଆଦେଶ ମାନିବା ଉଚିତ, ଏପରିକି ମହତ୍ବପୂର୍ଣ୍ଣ ଦଖାେ ଯାଉ ନଥିବା େଛାଟ ଆଦେଶଟିଏ ମଧ୍ଯ ମାନିବା ଉଚିତ। ଯେଉଁ ଲୋକ ଆଦେଶ ପାଳିବାକୁ ମନାକରେ ଓ ଅନ୍ୟ ଲୋକଙ୍କୁ ଆଦେଶ ନ ପାଳିବାକୁ ମନ୍ତ୍ରଣା ଦିଏ, ସେ ସ୍ବର୍ଗ ରାଜ୍ଯ ରେ ଅତି ନ୍ଯୁନ ବୋଲି ଗଣିତ ହବୋ କିନ୍ତୁ ଯେଉଁଲୋକ ସେ ବ୍ଯବସ୍ଥା ମାନେ ଓ ଅନ୍ୟକୁ ମାନି ଚଳିବାକୁ ଶିଖାଏ, ସେ ସ୍ବର୍ଗ ରାଜ୍ଯ ରେ ମହାନ୍ ହବେ।
ମାେତେ 'ପ୍ରଭୁ' 'ପ୍ରଭୁ' କହୁଥିବା ପ୍ରେତ୍ୟକକ ଲୋକ ସ୍ବର୍ଗରାଜ୍ଯ ରେ ପ୍ରବେଶ କରିବେ ନାହିଁ। ଯେଉଁ ଲୋକ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁଯାଯୀ କାମ କରେ, ସହେି ବ୍ଯକ୍ତି କବଳେ ସଠାେରେ ପ୍ରବେଶ କରିବ।
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।
ମୁଁ ତୁମ୍ଭମାନଙ୍କୁ ଯାହା ସବୁ କହିଛି, ସେ ସବୁ କଥା ପାଳନ କରିବ ପାଇଁ ଲୋକମାନଙ୍କୁ ଶିକ୍ଷା ଦିଅ। ମୁଁ ତୁମ୍ଭମାନଙ୍କ ସହିତ ସଦାସର୍ବଦା ରହିବି ବୋଲି ତୁମ୍ଭମାନେେ ଦୃଢ଼ ବିଶ୍ବାସ ରଖ। ଜଗତର ଶଷେ ସମୟ ପର୍ୟ୍ଯନ୍ତ ମଧ୍ଯ ମୁଁ ତୁମ୍ଭ ସଙ୍ଗେ ସଙ୍ଗେ ରହିବି।
ତୁମ୍ଭମାନେେ ମାେତେ କାହିଁକି 'ପ୍ରଭୁ', ପ୍ରଭୁ ବୋଲି ଡାକୁଛ? କିନ୍ତୁ ମୁଁ ଯାହା କହୁଛି, ତୁମ୍ଭମାନେେ ତ ତାହା କରୁ ନାହଁ?
କିନ୍ତୁ ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ମାରେ ମାଆ ଏ ଭାଇମାନେ ହେଉଛନ୍ତି ସହେିମାନେ, ଯେଉଁମାନେ ପରମେଶ୍ବରଙ୍କ ଉପଦେଶ ଶୁଣନ୍ତି ଓ ତାହା ପାଳନ କରନ୍ତି।
ଯୀଶୁଙ୍କର ମାଆ ସବେକମାନଙ୍କୁ କହିଲେ, ଯୀଶୁ ଯେପରି କହନ୍ତି, ତୁମ୍ଭମାନେେ ସପରେି କର।
ଯଦି ତୁମ୍ଭେ ଏହା ସବୁ ଜାଣ ତବେେ ତୁମ୍ଭେ ଏହି କାର୍ୟ୍ଯ କରି ଖୁସି ହବେ।
ତୁମ୍ଭେ ଯଦି ମାେ କହିବା ଅନୁଯାଯୀ କାମ କର, ତବେେ ତୁମ୍ଭମାନେେ ମାରେ ବନ୍ଧୁ।