Home Bibles ହିତୋପଦେଶ 1:25 · ଓଡ଼ିଆ ବାଇବେଲ
ହିତୋପଦେଶ 1:25 · ଓଡ଼ିଆ ବାଇବେଲ

ତୁମ୍ଭମାନେେ ମାରେ ସମସ୍ତ ବାକ୍ଯକୁ ହଯେ ଜ୍ଞାନ କଲ। ମାରେ କୌଣସି ଅନୁୟୋଗକୁ ଚାହିଁଲ ନାହିଁ।

Cross references

ଦିତୀୟ ବିବରଣ 1:45

ଏହାପରେ ତୁମ୍ଭମାନେେ ଆମ୍ଭ ନିକଟକକ୍ସ୍ଟ ଫରେି ଆସ ସାହାୟ୍ଯ ପାଇଁ କ୍ରନ୍ଦନ କଲ। କିନ୍ତୁ ସଦାପ୍ରଭୁ ସମାନଙ୍କେର କ୍ରନ୍ଦନ ଶୁଣିଲେ ନାହିଁ।

ପ୍ରଥମ ଶାମୁୟେଲ 8:18

ଦିନ ଆସିବ ଯେତବେେଳେ ତୁମ୍ଭେ ବାଛିଥିବା ରାଜାଙ୍କକ୍ସ୍ଟ ଶାସନ ପାଇଁ ଚିତ୍କାର କରିବ। କିନ୍ତୁ ସଦାପ୍ରଭୁ ତୁମ୍ଭମାନଙ୍କୁ କିଛି ଉତ୍ତର ଦବେେ ନାହିଁ।

ଦିତୀୟ ବଂଶାବଳୀ 33:10

ସଦାପ୍ରଭୁ ମନଃଶିଙ୍କୁ ଓ ତାଙ୍କର ଲୋକମାନଙ୍କୁ କଥା କହିଲେ, ମାତ୍ର ସମାନେେ ତାଙ୍କର କଥା ଶୁଣିଲେ ନାହିଁ।

ଦିତୀୟ ବଂଶାବଳୀ 36:16

କିନ୍ତୁ ଲୋକମାନେ ପରମେଶ୍ବରଙ୍କ ଦୂତମାନଙ୍କୁ ପରିହାସ କଲେ। ସମାନେେ ପରମେଶ୍ବରଙ୍କ ବାର୍ତ୍ତାକୁ ଘୃଣା କଲେ। ସମାନେେ ପରମେଶ୍ବରଙ୍କର ଭବିଷ୍ଯତ୍ବକ୍ତାଙ୍କୁ ଏପରି ପରିହାସ କଲେ, ଯେପର୍ୟ୍ଯନ୍ତ ପରମେଶ୍ବର ତାହାଙ୍କ ଲୋକମାନଙ୍କ ପ୍ରତି କୋରଧ କରି ନାହାନ୍ତି। ତାକୁ ପ୍ରଶମିତ କରିବା ନିମନ୍ତେ କୌଣସି ବିଷଯ ନ ଥିଲା।

ଗୀତସଂହିତା 81:11

କିନ୍ତୁ ଆମ୍ଭର ଲୋକମାନେ ଆମ୍ଭର କଥାକୁ ଶୁଣିଲେ ନାହିଁ। ଇଶ୍ରାୟେଲବାସୀ ଆମ୍ଭର କଥା ମାନିଲେ ନାହିଁ।

ଗୀତସଂହିତା 107:11

କାହିଁକି ? କାରଣ ସମାନେେ ପରମେଶ୍ବରଙ୍କ ବାକ୍ଯର ବିରୁଦ୍ଧାଚରଣ କଲେ। ସମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କ ଉପଦେଶକୁ ମାନିବାକୁ ମନା କଲେ।

ହିତୋପଦେଶ 1:30

ତୁମ୍ଭମାନେେ ତୁମ୍ଭର ନିଜ ଇଚ୍ଛା ରେ ବାସ କଲ, ତୁମ୍ଭେ ତୁମ୍ଭର ନିଜର ମନ୍ଦବ୍ଯବସ୍ଥାଗୁଡ଼ିକ ଅନୁସରଣ କଲ। ତେଣୁ ବର୍ତ୍ତମାନ ତୁମ୍ଭେ ନିଜ କର୍ମର ଫଳ ନିଶ୍ଚଯ ଗ୍ରହଣ କରିବ।

ହିତୋପଦେଶ 5:12

ସେତବେେଳେ ତୁମ୍ଭେ କହିବ, କାହିଁକି ମୁଁ ମାରେପିତାଙ୍କ କଥା ଶୁଣିଲି ନାହିଁ।

ହିତୋପଦେଶ 12:1

ଯଦି ଜଣେ ଜ୍ଞାନୀ ହବୋକୁ ଚା ହେଁ, ସେ ତା'ର ଭୁଲକୁ ଠିକ୍ କରିବାକୁ ଭଲ ପାଏ। ଯେଉଁ ଲୋକ ଅନୁ ଯୋଗ ଘୃଣା କରେ ସେ ମୂର୍ଖ।

ଲୂକଲିଖିତ ସୁସମାଚାର 7:30

କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସମାନଙ୍କେ ପାଇଁ ପରମେଶ୍ବରଙ୍କ ଦତ୍ତ ଯୋଜନାକୁ ଅସ୍ବୀକାର କଲେ ଓ ଯୋହନଙ୍କ ଦ୍ବାରା ବାପ୍ତିସ୍ମା ଗ୍ରହଣ କଲେ ନାହିଁ।

Interlinear

Choose Theme