Home Bibles ହିତୋପଦେଶ 10:12 · ଓଡ଼ିଆ ବାଇବେଲ
ହିତୋପଦେଶ 10:12 · ଓଡ଼ିଆ ବାଇବେଲ

ହିଂସା କଳି ଆଣେ। କିନ୍ତୁ ପ୍ ରମେ ସବୁ ଅଧର୍ମକୁ କ୍ଷମା କରେ।

Cross references

ହିତୋପଦେଶ 15:18

କ୍ରୋଧୀ ଲୋକ ବିବାଦ ଆରମ୍ଭ କରେ କିନ୍ତୁ ଜଣେ ର୍ଧୈୟ୍ଯ ମଣିଷ ଯାହାର ଗୋଟିଏ ବିବାଦକୁ ସମାଧାନ କରେ।

ହିତୋପଦେଶ 16:27

ପାପାଧାମ ଲୋକ ଅନିଷ୍ଟ କଳ୍ପନା କରେ। ଏବଂ ତାହାର ବାକ୍ଯଗୁଡ଼ିକ ଅଗ୍ନିପରି ଜଳେ।

ହିତୋପଦେଶ 17:9

ଯଦି ତୁମ୍ଭେ ଦୋଷୀକୁ କ୍ଷମା କର, ତବେେ ସେ ତୁମ୍ଭର ବନ୍ଧୁ ହବେ। ମାତ୍ର ତା'ର ଦୋଷକୁ ଯବେେ ତୁମ୍ଭେ ମନେ ପକାଇବ, ତବେେ ତୁମ୍ଭର ବନ୍ଧୁତ୍ବ ନଷ୍ଟ ହବେ।

ହିତୋପଦେଶ 28:25

ଜଣେ ଲୋଭି ମନୁଷ୍ଯ କଳହ ସୃଷ୍ଟି କରେ। କିନ୍ତୁ ସହେି ମନୁଷ୍ଯ ୟିଏ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ସେ ଉନ୍ନତି କରିବ।

ହିତୋପଦେଶ 29:22

ରାଗିଲୋକ ସର୍ବଦା ବିଶୃଙ୍ଖଳା ବାତାବରଣ ସୃଷ୍ଟି କରନ୍ତି। ରାଗି ଲୋକମାନେ କେତକେ ପାପ କରିବସନ୍ତି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:4

ପ୍ ରମେ ଦୀର୍ଘ ସହିଷ୍ଣୁ। ପ୍ ରମେ ଦୟାବାନ। ପ୍ ରମେ ରେ ଇର୍ଷା ନ ଥାଏ। ସେ ଗର୍ବ କରେ ନାହିଁ, ସେ ଅହଂକାରୀ ନୁହେଁ।

ଯାକୁବଙ୍କ ପତ୍ 4:1

ପରମେଶ୍ବରଙ୍କଠା ରେ ସମର୍ପିତ ହୁଅ ତୁମ୍ଭେ କ'ଣ ଜାଣିଛ କି ତୁମ୍ଭମାନଙ୍କ ଭିତ ରେ ଝଗଡ଼ା ଓ ୟୁକ୍ତିତର୍କ କାହିଁକି ହୁଏ ? ତୁମ୍ଭର ଝଗଡ଼ା ଓ ୟୁକ୍ତିତର୍କ ସ୍ବାର୍ଥପର ଇଚ୍ଛାରୁ ଆ ସେ ଓ ତୁମ୍ଭ୍ ମଧିଅରେ ବିବାଦ ସୃଷ୍ଟି କରିଥାଏ ?

ଯାକୁବଙ୍କ ପତ୍ 5:20

ଏହା ମନରେଖ : ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫରୋଇ ଆଣେ, ତବେେ ସେ ମୃତ୍ଯୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ବାରା, ସହେି ଲୋକ ଅନକେ ପାପକ୍ଷମାର କାରଣ ହାଇପୋରିଥାଏ।

ପିତରଙ୍କ ପ୍ରଥମ ପତ୍ 4:8

ସବୁଠାରୁ ବଡ଼ କଥା ହେଲା ଯେ, ପରସ୍ପରକୁ ନିବିଡ଼ ଭାବେ ପ୍ ରମେ କର।

Interlinear

Choose Theme