ଜ୍ଞାନୀମାନେ ଜ୍ଞାନ ସଞ୍ଚଯ କରନ୍ତି। କିନ୍ତୁ ନିର୍ବୋଧର ମୁଖ ବିନାଶକୁ ନିମନ୍ତ୍ରଣ କରେ।
Cross references
ଏପରିକି ବୁଦ୍ଧିମାନ ଲୋକମାନେ ଏହି ବାକ୍ଯଗୁଡ଼ିକ ଶୁଣିବା ଉଚିତ୍। ଏଥିରୁ ସମାନେେ ବହୁଜ୍ଞାନ ଲାଭ କରିବେ। ଶିକ୍ଷିତ ଲୋକମାନେ ଏପରିକି ଅଧିକ ବୁଝାମଣା ଶକ୍ତି ପାଇବେ।
ଯଦି ଜ୍ଞାନୀକୁ ଉପଦେଶ ଦବେ ସେ ଆହୁରି ଜ୍ଞାନବାନ ହବେ। ଯଦି ତୁମ୍ଭେ ଜଣେ ଧାର୍ମିକ ବ୍ଯକ୍ତିକୁ ଶିକ୍ଷା ଦବେ, ତା'ର ପାଣ୍ଡିତ୍ଯ ବୃଦ୍ଧି ପାଇବ।
ଜ୍ଞାନୀ ଲୋକ ଆଜ୍ଞାସବୁ ମାନେ କିନ୍ତୁ ମୂର୍ଖ ଲୋକ ୟୁକ୍ତି କରେ ଓ ନିଜକୁ ବିପର୍ୟ୍ଯଯ ଆଡ଼କୁ ଟାଣିନିଏ।
ଜଣେ ୟିଏ ସତ୍ଯକୁ ଲୁଚାଏ, ସେ ଅସୁବିଧାର କାରଣ ଅଟେ। ଜଣେ ୟିଏ ଖାେଲାଖାଲିେ ଭାବରେ କଥା କୁ ହେ, ଶାନ୍ତି ବିରାଜିତ କରେ।
ଯେଉଁ ଲୋକ ଆପଣା ମୁଖର କଥାକୁ ଜଗେ ସେ ତା'ର ଜୀବନ ରକ୍ଷା କରେ। ଯେ ଚିନ୍ତା ନ କରି କ ହେ ସେ ବିନାଶ ପ୍ରାପ୍ତ ହୁଏ।
ଯାହାର ହୃଦଯ କୁଟିଳ, ସେ ମଙ୍ଗଳ ପାଏ ନାହିଁ। ଯାହାର ବାକ୍ଯ ଖରାପ ସେ ବିପଦ ରେ ପଡ଼େ।
ଯେ ଆପଣାକୁ ପୃଥକ୍ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ବ ଜ୍ଞାନ ପ୍ରତ୍ଯାଖାନ କରେ।
ମୂର୍ଖର କଥା ତା'ର ବିନାଶର କାରଣ। ପୁଣି ତା'ର ବାକ୍ଯ ପ୍ରାଣର ଫାନ୍ଦ ସ୍ବରୂପ।
ବୁଦ୍ଧିମାନ୍ର ମନ ଜ୍ଞାନ ଉପାର୍ଜନ କରେ। ପୁଣି ଜ୍ଞାନୀର କର୍ଣ୍ଣ ଜ୍ଞାନ ଶୁଣିବାକୁ ଆଗ୍ରହ ପ୍ରକାଶ କରେ।
ଯଦି ଜଣେ ଲୋକ ତା ନିଜକୁ ଅଧିକ ଭଲ ପାଏ, ସେ କଠିନ ପରିଶ୍ରମ କରି ଜ୍ଞାନୀ ହବେ। ଯେ ବିବଚେନା ପାଇଁ କଠିନ ପରିଶ୍ରମ କରେ, ସେ ପୁରସ୍କାର ପାଇବ।
ଯେ ଆପଣା ମୁଖ ଓ ଜିହ୍ବା ରକ୍ଷା କରେ ସେ କ୍ଲେଶରୁ ଆପଣା ପ୍ରାଣକୁ ରକ୍ଷା କରେ।
ଗୋଟିଏ ଭଲ ଲୋକର ମନ ରେ ଭଲ କଥା ସଞ୍ଚିତ ହାଇେ ରହିଥାଏ, ସେ କହିବା ବେଳେ ତା'ର ମନରୁ ଭଲ କଥା ବାହରି ଆ ସେ। କିନ୍ତୁ ଜଣେ ଖରାପ ଲୋକର ମନ ଭିତ ରେ ଖରାପ କଥା ସବୁ ସଞ୍ଚିତ ହାଇେ ରହିଥାଏ। ସେ କହିବା ବେଳେ ତା' ମନ ଭିତରୁ ଖରାପ କଥା ବାହରିଥାଏ। ତେଣୁ ସେ ଖରାପ କଥା କୁ ହେ।
ସ୍ବର୍ଗରାଜ୍ଯ ଜମି ରେ ପୋତା ହାଇେଥିବା ଧନଭଣ୍ଡର ଭଳି। ଦିନେ ଜଣେ ଲୋକ ଗୋଟିଏ ଧନର ଭଣ୍ଡାର ପାଇଲା ଓ ପୁଣି ଆଉ ଥରେ ସହେି ଧନକୁ ଜମି ଭିତ ରେ ପୋତି ଦଲୋ। ସେ ବହୁତ ଖୁସି ହାଇଗେଲା। ସେ ସଠାରୁେ ଯାଇ ତା ପାଖ ରେ ଯାହା ସବୁ ଥିଲା, ସବୁତକ ବିକି ସହେି ଜମିଟି କିଣିଲା।
ତା'ପରେ ଯୀଶୁ କହିଲେ, ସ୍ବର୍ଗରାଜ୍ଯ ବିଷୟ ରେ ଜାଣିଥିବା ପ୍ରେତ୍ୟକକ ଧର୍ମଶାସ୍ତ୍ରୀ ଜଣେ ଘରମାଲିକ ଭଳି। ଯେ କି ଭଣ୍ଡାର ରେ ଥିବା ତାହାଙ୍କ ନୂଆ ଓ ପୁରୁଣା ଉଭୟ ପଦାର୍ଥ ବାହାରକରି ଆଣନ୍ତି।
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।