ବହୁ ବାକ୍ଯ ରେ ଅଧର୍ମର ଅଭାବ ନ ଥାଏ। ମାତ୍ର ଯେ ଆପଣା ଓଷ୍ଠାଧାରକୁ ଦମନ କରେ, ସେ ବୁଦ୍ଧିମାନ୍।
Cross references
ଏତେ ଶବ୍ଦର ବନ୍ଯାର କିଛି ଉତ୍ତର ଦିଆୟିବ ନାହିଁ କି। ଏହା କ'ଣ ଆୟୁବର ନିର୍ଦ୍ ଦୋଷତା ପ୍ରମାଣ କରୁଛି ? ନାଁ।
ମୁଁ କହିଲି, ମୁଁ ଏଣିକି ୟାହା ବିଷଯରେ କହିବି ସାବଧାନ ହବେି। ମୁଁ ମାରେ ଜିହ୍ବାକୁ ପାପ କରିବାକୁ ସୁଯୋଗ ଦବେି ନାହିଁ। ମୁଁ ଯେତବେେଳେ ଦୁଷ୍ଟ ଲୋକଙ୍କ ଗହଣରେ ଥିବି, ମୁଁ ମାରେ ମୁଖକୁ ବନ୍ଦ ରଖିବି।
ୟିଏ ଆପଣାର ପ୍ରତିବେଶୀକୁ ତାଛଲ୍ଯ ମନୋଭାବ ଦଖାେଏ, ସେ ନିର୍ବୋଧ। କିନ୍ତୁ ଜଣେ ବୁଦ୍ଧିମାନ୍ ଚୁପ୍ ହାଇେ ରହେ।
କାରଣ କୁତ୍ସାରଟନାକାରୀ ଯେଉଁଆଡ଼େ ସେ ୟାଏ ବିଶ୍ବାସ ରେ ବିଶ୍ବାସଘାତକତା କରେ। କିନ୍ତୁ ଜଣେ ବିଶ୍ବସନୀଯ ଲୋକ ଗୁପ୍ତକଥା ଲୁଚାଇ ରେଖ।
ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।
ଯେ ଅଳ୍ପ କଥା କ ହେ, ତାହାର ଜ୍ଞାନ ଥାଏ। ଯାହାର ଶାନ୍ତ ଆତ୍ମା ସେ ବୁଦ୍ଧିମାନ।
ଯେତବେେଳେ ତୁମ୍ଭମାନେେ ପରମେଶ୍ବରଙ୍କୁ ଉପାସନା କରିବାକୁ ୟାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦବୋ ଅପେକ୍ଷା ପରମେଶ୍ବରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ଯ ନାହିଁ, ଯେତବେେଳେ ସମାନେେ ମନ୍ଦକର୍ମ କରନ୍ତି।
ବହୁତ ଦୁଃଖରୁ ଅନକେ ଦୁସ୍ବପ୍ନ ଆ ସେ ଏବଂ ଜଣେ ମୂର୍ଖ ବହୁତ କ ହେ।
ତାହାର ମୁଖର ବାକ୍ଯାରମ୍ଭ ଅଜ୍ଞାନତା ଅଟେ ଓ ତାହାର କଥାର ଶଷେ ମନ୍ଦ ପାଗଳାମୀ ଅଟେ।
ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।
ଆମ୍ଭେ ସମସ୍ତେ ଅନକେ ଭୁଲ କରୁ। ଯଦି ଜଣେ ଲୋକ କୌଣସି ଭୁଲ କଥା କହି ନାହିଁ, ତା ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ଯ ସଂୟତ କରିପାରିବ।