ଜଣେ ୟିଏ ଆପଣା ପରିବାରକୁ ସମସ୍ଯାର କାରଣ ହୁଏ, କିଛି ଅଧିକାର ପାଏ ନାହିଁ। ପୁଣି ସେ ଜଣେ ଅଜ୍ଞାନୀ ବିଜ୍ଞ ବ୍ଯକ୍ତିର ଦାସ ହବେ।
Cross references
କିନ୍ତୁ ଯାକୁବଶିମିଯୋନ ଓ ଲବେୀକୁ କହିଲେ, ତୁମ୍ଭମାନେେ ମାେତେ ବହୁ ଅସୁବିଧା ରେ ପକାଇଲଣି। ଏଠାକାର ସମସ୍ତ ଲୋକେ ମାେତେ ଘୃଣା କରିବେ। ସମସ୍ତ କିଣାନୀଯ ସମସ୍ତ ପିରିଜୀଯ ସମସ୍ତ ଲୋକେ ମାରେ ବିରଦ୍ଧାଚରଣ କରିବେ। ଆମ୍ଭମାନଙ୍କର ବହୁତ କମ୍ ଲୋକ। ଯଦି ଏହି ସ୍ଥାନର ଲୋକମାନେ ଆମ୍ଭ ସହ ୟୁଦ୍ଧ କରିବା ପାଇଁ ଏକତ୍ରିତ ହବେେ। ତବେେ ଆମ୍ଭେ ଧ୍ବଂସ ପାଇୟିବା। ଏବଂ ଆମ୍ଭର ସମସ୍ତ ଲୋକେ ମାେ ସହିତ ଶଷେ ହାଇଯେିବେ।
ଏହାପରେ ଯିହାଶୂେୟ ଓ ସମଗ୍ର ଇଶ୍ରାୟେଲ ସରହରେ ପକ୍ସ୍ଟତ୍ର ଆଖନକକ୍ସ୍ଟ ଓ ତା'ର ପକ୍ସ୍ଟତ୍ର ଓ କନ୍ଯାମାନଙ୍କୁ ଓ ତା'ର ଗୋରୁଗାଈ, ଗଧ ଓ ମେଣ୍ତା ଓ ତମ୍ବୁ ସର୍ବସ୍ବ ଯଥା ରୂପା, ସକ୍ସ୍ଟନା ଓ କୋଟକକ୍ସ୍ଟ ଆଖୋର ଉପତ୍ୟକାକକ୍ସ୍ଟ ଆଣିଲେ।
ସେ ଲୋକ ଜଣକର ନାମ ନାବଲ ଥିଲା ଏବଂ ତାଙ୍କ ସ୍ତ୍ରୀର ନାମ ଅବୀଗଲ ଥିଲା, ସେ ଭାରି ସକ୍ସ୍ଟନ୍ଦରୀ ଓ ବକ୍ସ୍ଟଦ୍ଧିମତୀ ମଧ୍ଯ ଥିଲେ। କିନ୍ତୁ ନାବଲ୍ ଭାରି ନିର୍ଦ୍ଦଯ ଓ ପାପିଷ୍ଠ ଥିଲେ। ସେ କାଲବେ ପରିବାରର ଥିଲେ।
ବର୍ତ୍ତମାନ ଚିନ୍ତାକର ଓ ବର୍ତ୍ତମାନ କ'ଣ କରାୟାଇପାରିବ ସ୍ଥିର କର। ଆମର ସ୍ବାମୀ ଓ ତାଙ୍କର ସମସ୍ତ ପରିବାର ପ୍ରତି ଭୟଙ୍କର ବିପତ୍ତି ଆସକ୍ସ୍ଟଅଛି। ଏପରି ଦକ୍ସ୍ଟଷ୍ଟ ବ୍ଯକ୍ତିକକ୍ସ୍ଟ କହେି କିଛି କହି ନ ପା ରେ, କାଳେ ସେ ତା'ର ମନ ପରବର୍ତ୍ତନ କରିବ।
ଦଶଦିନ ପରେ ସଦାପ୍ରଭୁ ନାବଲର ମୃତକ୍ସ୍ଟ୍ଯର କାରଣ ହେଲେ।
ମନ୍ଦ ଲୋକମାନେ ଉତ୍ତମ ଲୋକମାନଙ୍କ ଆଗ ରେ ପରାସ୍ତ ହାଇେ ମଥାନତ କରିବେ ଏବଂ ଦୁଷ୍ଟ ଲୋକମାନେ ଧାର୍ମିକ ଲୋକମାନଙ୍କ ଆଗ ରେ ମଥାନତ କରିବେ।
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।
ତାହା ଅତ୍ଯନ୍ତ ଦୁଃଖ ଦାୟକ। ସେ ପୃଥିବୀରୁ ଫରେିବ ଠିକ୍ ଯେପରି ଆସିଥିଲା। ଏବଂ ସେ କଠିନ ପରିଶ୍ରମ କରି ପବନକୁ ଧରିବା ପାଇଁ ଚେଷ୍ଟା କରି କ'ଣ ପାଇଛି ?
ଇଶ୍ରାୟେଲୀୟମାନେ ଗୋଟିଏ ନିର୍ବୋଧ କାମ କଲେ। ସମାନେେ ବାଯୁ ରେ ଗଛ ଲଗାଇବାକୁ ଚେଷ୍ଟା କରୁଥିଲେ। ସମାନେେ କବଳେ ହିଁ ଦୁଃଖ ପାଇବେ। ସମାନେେ ଘୂର୍ଣ୍ଣିବାତ୍ଯାକୁ ନିମନ୍ତ୍ରଣ କଲେ। ଜମି ରେ ଉତ୍ପନ୍ନ ହେଉଥିବା ଶସ୍ଯ ଖାଦ୍ୟ ଯୋଗଇବ ନାହିଁ। ଏପରି ଯଦି କିଛି ଉତ୍ପନ୍ନ ହେଲା ତବେେ ତାକୁ ଅଜଣା ଲୋକ ଭକ୍ଷଣ କରିବେ।
ତାକୁ ଧିକ୍, ୟିଏ ଦୋଷ କରି ଧନୀ ହାଇେଛ। ସେ ଗୋଟିଏ ନିରାପଦ ସ୍ଥାନ ରେ ବାସ କରିବାକୁ ଏହିସବୁ କରେ। ସେ ଭାବେ ଯେ, ସେ କୌଣସି ଅନିଷ୍ଟରୁ ନିଜକୁ ରକ୍ଷା କରିପାରିବ।