ଯେଉଁ ଲୋକମାନେ କୌଣସି ଚିନ୍ତା ନ କରି କହନ୍ତି, ସମାନଙ୍କେର ଶବ୍ଦଗୁଡ଼ିକ ଦ୍ବିଶାଣିତ ଖଡ୍ଗ ପରି ଆଘାତ କରେ। ମାତ୍ର ଜ୍ଞାନୀ ଲୋକର କଥା ଉପଶମ ଆଣେ।
Cross references
ତୁମ୍ଭେ ଲୋକମାନଙ୍କୁ ଧ୍ବଂସ କରିବାକୁ ଚକ୍ରାନ୍ତ କରୁଅଛ। ତୁମ୍ଭର ଜିହ୍ବା କ୍ଷୁରତୁଲ୍ଯ ତିକ୍ଷ୍ମ। ତୁମ୍ଭେ ମିଥ୍ଯା କହୁଛ ଏବଂ ଲୋକମାନଙ୍କୁ ଠକିବା ପାଇଁ ଚେଷ୍ଟା କରୁଛ !
ମାରେ ଜୀବନ ସଙ୍କଟପୂର୍ଣ୍ଣ। ମାରେ ଶତ୍ରୁମାନେ ମାରେ ଚତୁଃପାଶର୍ବରେ ଘରେି ରହିଛନ୍ତି। ସମାନେେ ମଣିଷ ଖିଆ ସିଂହ ପରି। ସମାନଙ୍କେର ଦାନ୍ତ ବର୍ଚ୍ଛା ଓ ବାଣ ତୁଲ୍ଯ। ସମାନଙ୍କେର ଜିହ୍ବା ତୀକ୍ଷ୍ମ ଖଡ୍ଗ ତୁଲ୍ଯ।
ପରମେଶ୍ବର, ସ୍ବର୍ଗ ଉପରେ ଜାଗି ଉଠ। ସମୁଦାଯ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ଆଚ୍ଛାଦିତ ହେଉ।
ତୁମ୍ଭେ ସମାନଙ୍କେ ଧମକ ଓ ଅପମାନକୁ ଶୁଣ। ସମାନେେ ଭାବନ୍ତି ସମାନଙ୍କେୁ କହେି ଶୁଣନ୍ତି ନାହିଁ। ୟେ ହତେୁ ସମାନେେ ଖରାପ କଥା କହନ୍ତି।
ସମାନେେ ସମାନଙ୍କେର ଜିହ୍ବାକୁ କ୍ଷୁରପରି ଶାଣିତ କରନ୍ତି, ସମାନେେ ସମାନଙ୍କେର ବିଷାକ୍ତ ଶବ୍ଦଗୁଡ଼ିକ ତୀର ତୁଲ୍ଯ ନିକ୍ଷପେ କରନ୍ତି।
ମାରେ ବାକ୍ଯ ଯେଉଁମାନେ ଗ୍ରହଣ କରନ୍ତି, ସମାନେେ ଧନ୍ଯ। ସମାନେେ ସ୍ବଚ୍ଛତା ଦ୍ବାରା ଅଙ୍ଗକୁ ସ୍ବାସ୍ଥ୍ଯ ପ୍ରଦାନ କରନ୍ତି।
ଧାର୍ମିକ ପୁରୁଷମାନଙ୍କର ବାକ୍ଯଗୁଡ଼ିକ ମନୋନୀତ ରୂପାତୁଲ୍ଯ, କିନ୍ତୁ ଦୁଷ୍ଟଲୋକମାନଙ୍କର ଚିନ୍ତାର ମୂଲ୍ଯ ନ ଥାଏ।
ଦୁଷ୍ଟ ବାର୍ତ୍ତାବାହକ ଆପଦ ରେ ପଡ଼େ, ମାତ୍ର ବିଶ୍ବସ୍ତ ଦୃଢ଼ ସ୍ବାସ୍ଥ୍ଯଜନକ।
ଶାନ୍ତିର ବାକ୍ଯ ଜୀବନର ବୃକ୍ଷ ସ୍ବରୂପ। ମାତ୍ର କୁଟିଳ ବାକ୍ଯ ଆତ୍ମା ନଷ୍ଟ କରେ।
ଜ୍ଞାନୀମାନଙ୍କର ବାକ୍ଯ ଜ୍ଞାନ ପ୍ରସାରଣ କରେ। ମାତ୍ର ମୂର୍ଖର ମନ ସପରେି କରେ ନାହିଁ।
ଦୟାପୂର୍ଣ୍ଣ କଥା ମହୁପରି ଅଟେ। ଏହାକୁ ଗ୍ରହଣ କରିବା ସହଜ ଏବଂ ସ୍ବାସ୍ଥ୍ଯ ପାଇଁ ଉତ୍ତମ।
ଜଣେ ୟିଏ ତା'ର ପଡ଼ୋଶୀ ବିପକ୍ଷ ରେ ମିଥ୍ଯା ସାକ୍ଷ୍ଯ ଦିଏ, ସେ ଗଦା, ଖଡ୍ଗ ଓ ତୀକ୍ଷ୍ଣ ବାଣ ସ୍ବରୂପ ଭୟଙ୍କର ଅଟେ।
ଲୋକମାନଙ୍କ ମଧିଅରେ ଯେଉଁମାନେ ଜ୍ଞାନୀ, ସମାନେେ ଅନକଙ୍କେୁ ଉପଦେଶ ଦବେେ। ତଥାପି ବହୁଦିନ ପର୍ୟ୍ଯନ୍ତ ସମାନେେ ଖଡ୍ଗ ରେ, ଅଗ୍ନି ଶିଖା ରେ, ବନ୍ଦୀ ଅବସ୍ଥା ରେ ଓ ଲୁଟ ରେ ପତିତ ହବେେ।
ଜିହ୍ବା ହେଉଛି ଏକ େଛାଟ ଅଗ୍ନିଶିଖା ଭଳି। ଯେଉଁ େଛାଟ ଅଗ୍ନି ଶିଖାଟି ଗୋଟିଏ ବଡ଼ ଜଙ୍ଗଲ ରେ ନିଆଁ ଲଗଇେ ଦଇପୋରିବ। ଆମ୍ଭ ଶରୀରର ଅଙ୍ଗଗୁଡ଼ିକ ଭିତ ରେ ଜିହ୍ବା ହେଉଛି ସବୁଠାରୁ ମନ୍ଦ। କିପରି ? ଜିହ୍ବା ଆମ୍ଭ ଶରୀର ମାଧ୍ଯମ ରେ ନିଜର ମନ୍ଦତା ପ୍ରସାର କରେ। ଏହା ଏପରି ଅଗ୍ନି ସୃଷ୍ଟି କରେ ଯେ, ତାହା ସମଗ୍ର ଜୀବନକୁ ପ୍ରଭାବିତ କରେ।
ସେ ତାହାଙ୍କ ଡାହାଣ ହାତ ରେ ସାତାଟେି ନକ୍ଷତ୍ର ଧରିଥିଲେ। ତାହାଙ୍କ ମୁଖ ଭିତରୁ ତୀକ୍ଷ୍ଣ ଦୁଇଧାର ୟୁକ୍ତ ଖଡ୍ଗ ବାହାରି ଆସିଲା। ସେ ମଧ୍ଯାହ୍ନ ସୂର୍ୟ୍ଯଭଳି ତଜେୋମୟ ଦଖାଯାେଉଥିଲେ।
ଏହା ନଗରୀର ରାଜପଥ ଦଇେ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷ ରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ।