ଜ୍ଞାନୀ ପୁତ୍ର ପିତାଙ୍କର ଉପଦେଶ ଯତ୍ନ ସହକା ରେ ଶୁଣେ। କିନ୍ତୁ ଗର୍ବୀ ମୂର୍ଖ ଲୋକ କାହାରି ଉପଦେଶ ଶୁଣେ ନାହିଁ।
Cross references
ଜଣେ ମନକ୍ସ୍ଟଷ୍ଯ ଯବେେ ଅନ୍ୟ ଜଣେ ମନକ୍ସ୍ଟଷ୍ଯ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ ପରମେଶ୍ବର ହକ୍ସ୍ଟଏତ୍ ସାହାୟ୍ଯ କରିପାରନ୍ତି। କିନ୍ତ ମନକ୍ସ୍ଟଷ୍ଯ ଯବେେ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରେ, ତବେେ କିଏ ତାହା ପାଇଁ ପ୍ରାର୍ଥନା କରିବ? ତଥାପି ସମାନେେ ପିତାଙ୍କ ବାକ୍ଯ ଶୁଣିଲେ ନାହିଁ, କାରଣ ସମାନଙ୍କେୁ ହତ୍ଯା କରିବାକୁ ସଦାପ୍ରଭୁଙ୍କର ଇଚ୍ଛା ଥିଲା।
ୟିହୋଶାଫଟ୍ ଅତି ଉତ୍ତମ ଥିଲେ। ସେ ତାଙ୍କର ପିତା ଆସାଙ୍କର ପଥ ଅନୁସରଣ କଲେ ଓ ସଦାପ୍ରଭୁଙ୍କ ଦୃଷ୍ଟି ରେ ଯାହା ଯଥାର୍ଥ ତାହାହିଁ କଲେ। କିନ୍ତୁ ସେ ଉଚ୍ଚସ୍ଥଳୀଗୁଡିକୁ ଧ୍ବଂସ କଲେ ନାହିଁ। ସେ ସମୟରେ ଲୋକମାନେ ସହେି ଉଚ୍ଚସ୍ଥଳୀ ରେ ବଳିଦାନ ଉତ୍ସର୍ଗ କଲେ ଓ ଧୂପ ଜଳାଇଲେ।
ହେ ପୁତ୍ରଗଣ, ତୁମ୍ଭ ପିତାଙ୍କ ଉପଦେଶ ଶୁଣ। ବୁଝାମଣା ଲାଭ କରିବା ପାଇଁ ନିଜକୁ ଅଭିନିବେଶ କର।
ହେ ମାରେ ପୁତ୍ର, ତୁମ୍ଭେ ମାରେ ବାକ୍ଯ ପ୍ରତି ଆକୃଷ୍ଟ ହୁଅ। ତୁମ୍ଭେ କର୍ଣ୍ଣ ଦଇେ ମାେ କଥା ଶୁଣ।
ଏଣୁ ହେ ମାରେ ପୁତ୍ରମାନେ, ମାରେ କଥା ଶୁଣ। ମାେ କଥା ରେ ମନୋନିବେଶ କର।
ଜଣେ ୟିଏ ଗୋଟିଏ ମନୁଷ୍ଯକୁ ଭତ୍ସନା କରେ, ୟିଏ ଅନ୍ୟମାନଙ୍କୁ ଅପମାନିତ କରେ, ସେ ନିଜେ ଅପମାନ ପାଇବ। ଯେ ଦୁଷ୍ଟକୁ ଗାଳି ଦିଏ, ସେ ନିଜେ କଳଙ୍କ ପାଏ।
ଏଗୁଡ଼ିକ ହେଉଛି ଶଲୋମନଙ୍କ ହିତାପଦେେଶ। ଜ୍ଞାନୀ ପୁତ୍ର ପିତାକୁ ଆନନ୍ଦିତ କରେ। କିନ୍ତୁ ମୂର୍ଖ ପୁତ୍ର ତା'ର ମାତାର ଦୁଃଖ ବଢ଼ାଏ।
ଅଜ୍ଞାନର ପଥ ତା'ର ନିଜ ଦୃଷ୍ଟି ରେ ଯଥାର୍ଥ ମାତ୍ର ଜ୍ଞାନବାନ ମାନେ ପରାମର୍ଶ ଶୁଣନ୍ତି।
ନିନ୍ଦୁକମାନେ ଜ୍ଞାନ ଲୋଡ଼ିଲେ ପାଆନ୍ତି ନାହିଁ। ମାତ୍ର ବୁଦ୍ଧିମାନ୍ ପାଇଁ ବିଦ୍ଯା ସହଜ ଅଟେ।
ଅଜ୍ଞାନ ଆପଣା ପିତାର ଶାସନକୁ ଅବ ହଳୋ କରେ, ମାତ୍ର ବିଜ୍ଞୋଚିତ ବ୍ଯକ୍ତି ଭର୍ତ୍ସନାକୁ ଆଦର ସହ ଗ୍ରହଣ କରନ୍ତି।
ଜଣେ ନିନ୍ଦୁକ ଅନୁୟୋଗ ପାଇବାକୁ ଭଲ ପାଆନ୍ତି ନାହିଁ। ସମାନେେ କଦାପି ଜ୍ଞାନୀ ଲୋକମାନଙ୍କ ନିକଟକୁ ୟାଆନ୍ତି ନାହିଁ।
ଜ୍ଞାନୀ ପୁତ୍ର ପିତାର ଆହ୍ଲାଦ ଜନ୍ମାଏ, ମାତ୍ର ମୂର୍ଖ ପୁତ୍ର ଆପଣା ମାତାକୁ ତୁଚ୍ଛ କରେ।
ହେ ୟିରୁଶାଲମସ୍ଥ ଲୋକମାନଙ୍କର ଶାସନକାରୀ ନିନ୍ଦୁକମାନେ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ।