ଜ୍ଞାନୀ ଲୋକର ଶିକ୍ଷା ଜୀବନ ରେ ଝର ସ୍ବରୂପ ଅଟେ, ସେ ମୃତ୍ଯୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ।
Cross references
ତୁମ୍ଭର ସକ୍ସ୍ଟବିଗ୍ଭର ଧନ୍ଯ ହେଉ ଓ ଆଜି ମାେତେ ନିରୀହମାନଙ୍କର ରକ୍ତପାତ କରିବାରକ୍ସ୍ଟ ମନା ହେଲା। ଏଥିପାଇଁ ତୁମ୍ଭର ମଙ୍ଗଳ ହେଉ।
କବରର ରଶି ମାରେ ଗ୍ଭରିପଟେ ଥିଲା। ମୃତକ୍ସ୍ଟ୍ଯର ଫାନ୍ଦ ମାହେର ସମ୍ମକ୍ସ୍ଟଖ ରେ ପଡିଥିଲା।
କବରର ରାଶି ମାରେ ଚାରିଆଡ଼େ ଥିଲା, ମୃତ୍ଯୁର ୟନ୍ତା ମାେ ସମ୍ମୁଖରେ ଥିଲା।
ମୃତ୍ଯୁର ରଜ୍ଜୁ ଚତୁଃପାଶର୍ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।
କାରଣ ମାେଦ୍ବାରା ତୁମ୍ଭର ଜୀବନ ବୃଦ୍ଧି ପାଇବ। ତୁମ୍ଭେ ଦୀର୍ଘଜୀବି ହବେ।
ଧାର୍ମିକ ଲୋକର ମୁଖ ଜୀବନର ନିର୍ଝର। କିନ୍ତୁ ଦୁଷ୍ଟ ଲୋକର ମୁଖ ଦୌରାତ୍ମ୍ଯ ବଢ଼ାଏ।
ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।
ନୀଚସ୍ଥିତ ପାତାଳକୁ ତ୍ଯାଗ କରିବା ପାଇଁ ବୁଦ୍ଧିମାନ୍ ଲୋକଙ୍କ ନିମନ୍ତେ ଜୀବନର ପଥ ଉର୍ଦ୍ଧ୍ବଗାମୀ।
ଦୟା ଓ ସତ୍ଯତା ରେ ପାପର ପ୍ରାଯଶ୍ଚିତ ହୁଏ। ସଦାପ୍ରଭୁ ବିଷଯକ ଭୟ ଦ୍ବାରା ମନୁଷ୍ଯମାନେ କୁକ୍ରିଯା ତ୍ଯାଗ କରନ୍ତି।
ଧାର୍ମିକ ଲୋକମାନଙ୍କର ଚଳଣି ଅଧର୍ମର ବହୁତ ଦୂର ରେ। ଯେଉଁ ଲୋକ ଆପଣା ପଥ ଜଗି ଚାଲେ, ସେ ଆପଣା ପ୍ରାଣ ରକ୍ଷା କରେ।
ସଦବୁଦ୍ଧି ପାଇଥିବା ଲୋକ ଜୀବନର ଝର ସ୍ବରୂପ ଅଟେ। ମାତ୍ର ଅଜ୍ଞାନତା ଅଜ୍ଞାନମାନଙ୍କର ଶାସ୍ତି।