ଯଭେଳି ଗରୀବ ଲୋକ ତା'ର ଜମି ଚାଷ କରେ, ସେ ପ୍ରଚୁର ଶସ୍ଯ ପାଇପା ରେ କିନ୍ତୁ ଅନ୍ଯାଯ କାରଣରୁ ଏହା ବିନାଶ ହୁଏ।
Cross references
ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।
ହେ ଅଳସୁଆ ଲୋକମାନେ ! ତୁମ୍ଭେ ପିମ୍ପୁଡ଼ି ନିକଟକୁ ୟାଅ। ଦେଖ, ପିମ୍ପୁଡ଼ିମାନେ କିପରି କର୍ମ କରୁଛନ୍ତି। ସମାନଙ୍କେଠାରୁ ଶିଖ ଓ ସମାନଙ୍କେର ଉଦାହରଣରୂପେ କାର୍ୟ୍ଯ କର।
ସତ୍ଯପ୍ରିଯ ଲୋକମାନଙ୍କର ଧାର୍ମିକତା ତାହାର ପଥ ପ୍ରଦର୍ଶକ ହବେ। କିନ୍ତୁ ଦୁଷ୍ଟର ଦରଜା ସମାନଙ୍କେ ଦୁଷ୍ଟତା ଦ୍ବାରା ଧ୍ବଂସ ହବେ।
ଯେଉଁ ଲୋକ ଆପଣା ଭୂମି ଚଷେ, ସେ ୟଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନ ରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।
ମନୁଷ୍ଯ ଆପଣା ମୁଖର ଫଳ ଦ୍ବାରା ମଙ୍ଗଳ ରେ ପରିତୃପ୍ତ ହବେ। ଏବଂ ସେ ହସ୍ତକୃତ କର୍ମଫଳ ତାହାକୁ ଭୋଗ କରିବାକୁ ହବେ।
ୟିଏକି ଡ଼ିମ୍ବିରି ବୃକ୍ଷ ରକ୍ଷା କରେ, ସେ ତହିଁର ଫଳ ଖାଏ। ପୁଣି ଯେ ଆପଣା ପ୍ରଭୁ ପ୍ରତି ଅନୁୟୋଗୀ ଥାଏ, ସେ ସମ୍ମାନ ପାଏ।
ତୁମ୍ଭେ ଆପଣା ମଷେପଲର ଅବସ୍ଥା ଜାଣିବା ପାଇଁ ଯତ୍ନବାନ୍ ହୁଅ। ପୁଣି ଆପଣା ପଶୁପଲ ବିଷଯ ରେ ଉତ୍ତମରୂପେ ମନୋୟୋଗ କର।
ଆପଣା ଭୂମିକୁ ଯେ ଚଷେ, ସେ ୟଥେଷ୍ଟ ଆହାର ପାଇବ। ଯେଉଁ ଲୋକ ଅସାର ଲୋକର ଅନୁଗାମୀ ହବେ, ତାହାର ୟଥେଷ୍ଟ ଦରିଦ୍ରଦା ପାଇବ।
ଏହିସବୁ ପଛ ରେ ଭୂମିରୁ ପାଇଥିବା ଲାଭ ଅଛି। ଏପରିକି କ୍ଷେତ୍ର ଦ୍ବାରା ରାଜା ମଧ୍ଯ ସବେିତ ହୁଅନ୍ତି।
ଯେଉଁ ବ୍ଯକ୍ତି ଆଦେଶକୁ ମାନେ କୌଣସି ବିପଦକୁ ଜାଣିବ ନାହିଁ। ଜଣେ ଜ୍ଞାନୀଲୋକ ସମୟ ଏବଂ କ'ଣ ଠିକ୍ ତା'ର ଉପାଯ ଜାଣେ।
ଏପରିକି ଆକାଶର ପକ୍ଷୀଗଣ ନିଜ ନିଜ ନିରୂପିତ ସମୟ ଜାଣନ୍ତି। ଆଉ ଘୁଘୁ, ତାଳଚୋଞ୍ଚ ଓ ସାରସ ନିଜ ନିଜର ଆସିବା ସମୟ ରକ୍ଷା କରନ୍ତି। ମାତ୍ର ଆମ୍ଭର ଲୋକମାନେ ସଦାପ୍ରଭୁଙ୍କର ନିଯମ ଜାଣନ୍ତି ନାହିଁ।