Home Bibles ହିତୋପଦେଶ 13:4 · ଓଡ଼ିଆ ବାଇବେଲ
ହିତୋପଦେଶ 13:4 · ଓଡ଼ିଆ ବାଇବେଲ

ଅଳସୁଆ ଯାହା ଇଚ୍ଛା କରେ, ତାହା ପାଏ ନାହିଁ। ମାତ୍ର କର୍ମଶୀଳ ଲୋକ ବା ପରିଶ୍ରମୀ ଲୋକ ତା'ର ଇଚ୍ଛାନୁସା ରେ ଫଳ ଭୋଗ କରେ।

Cross references

ଆଦି ପୁସ୍ତକ 26:32

ସହେିଦିନ ଇସ୍ହାକର ଦାସମାନେ ଆସି କହିଲେ ଯେ ସମାନେେ ଏକ କୂପ ଖନନ କରିଛନ୍ତି। ଦାସମାନେ କହିଲେ, ଆମ୍ଭେ ସେ କୂଅରୁ ପାଣି ବାହାର କରିଅଛୁ।

ଗଣନା ପୁସ୍ତକ 23:10

ଯାକୁବର ପରିବାରକୁ କିଏ ଗଣିପାରିବ? ଯେ ହତେୁ ସମାନେେ ଧୂଳି କଣିକାପରି? ଏପରିକି ଇଶ୍ରାୟେଲର ଏକ ଚତୁର୍ଥାଂଶ ଲୋକଙ୍କୁ ମଧ୍ଯ କହେି ଗଣି ପାରିବେ ନାହିଁ। ଧାର୍ମିକ ମନୁଷ୍ଯ ରୂପେ ମାେତେ ମରିବାକୁ ଦିଅ। ମାରେ ଭବିଷ୍ଯତ୍ ଇଶ୍ରାୟେଲର ତୁଲ୍ଯ ହେଉ।

ଯିହୋଶୂୟ 7:3

ଏହାପରେ ଲୋକମାନେ ଯିହାଶୂେୟ ନିକଟକକ୍ସ୍ଟ ଫରେି ଆସିଲେ। ସମାନେେ କହିଲେ, ଅଯ ବହକ୍ସ୍ଟତ୍ ଦୁର୍ବଳ, ସମାନଙ୍କେୁ ପରାସ୍ତ କରିବା ପାଇଁ ସମସ୍ତ ଲୋକମାନଙ୍କୁ ପଠାଇବା ନାହିଁ। ସଠାେକକ୍ସ୍ଟ ମାତ୍ର ଦକ୍ସ୍ଟଇ ତିନିହଜାର ଲୋକ ୟକ୍ସ୍ଟଦ୍ଧ ତରିବା ପାଇଁ ପଠାନ୍ତକ୍ସ୍ଟ। ସଠାେରେ ସମସ୍ତ ସୈନ୍ଯ ନିଯୋଜିତର ଆବଶ୍ଯକତା ନାହିଁ। ସଠାେରେ ଖକ୍ସ୍ଟବ୍ କମ୍ ଲୋକ ଆମ୍ଭମାନଙ୍କ ସହିତ ୟକ୍ସ୍ଟଦ୍ଧ କରିବାକୁ ଅଛନ୍ତି।

ଗୀତସଂହିତା 92:14

ଏପରିକି ଯେତବେେଳେ ସମାନେେ ବୃଦ୍ଧ ହବେେ, ସେତବେେଳେ ମଧ୍ଯ ସମାନେେ ଫଳ ଉତ୍ପନ୍ନ କରିପାରିବେ। ସମାନେେ ସୁସ୍ଥ ରହିବେ ଏବଂ ସମାନଙ୍କେର ବହୁତ ପତ୍ର ରହିବ।

ହିତୋପଦେଶ 2:2

ଜ୍ଞାନକୁ ଶୁଣ ଏବଂ ବୁଝିବା ପାଇଁ ତୀକ୍ଷ୍ମ ମନ ପ୍ରଯୋଗ କର।

ହିତୋପଦେଶ 8:34

ଯେକହେି ମାରେ କଥା ଶୁଣେ, ସେ ଖୁସି ହବେ। ସେ ମାେ ଦ୍ବାର ନିକଟକୁ ସବୁଦିନ ଶୀଘ୍ର ଆ ସେ ଏବଂ ମାରେ ଦ୍ବାର ବାହା ରେ ଅପେକ୍ଷା କରେ।

ହିତୋପଦେଶ 10:4

ଅଳସୁଆ ଦରିଦ୍ର ହବେ। ପରିଶ୍ରମୀ ଲୋକ ଧନୀ ହବେ।

ହିତୋପଦେଶ 11:25

ଯେଉଁମାନେ ଅନ୍ୟମାନଙ୍କୁ ଆଶୀର୍ବାଦ କରନ୍ତି, ସମାନେେ ଉନ୍ନତି କରିବେ ଏବଂ ସେ ୟିଏ ଅନ୍ୟମାନଙ୍କର ଶୋଷ ମେଣ୍ଟାଏ ତା'ର ଶୋଷ ମେଣ୍ଟା ହବେ।

ହିତୋପଦେଶ 12:11

ଯେଉଁ ଲୋକ ଆପଣା ଭୂମି ଚଷେ, ସେ ୟଥେଷ୍ଟ ଆହାର ପାଇବ। ମାତ୍ର ଯେ ବୃଥା ଅଭିମାନ ରେ ପ୍ରବୃତ୍ତ ହୁଏ, ସେ ବୁଦ୍ଧିହୀନ।

ହିତୋପଦେଶ 12:24

ଜଣେ କର୍ମଶୀଳଙ୍କ ହସ୍ତ କତ୍ତୃର୍ତ୍ବ କରିବ, ମାତ୍ର ଅଳସୁଆ ଲୋକ ଦାସ ହବେ।

ହିତୋପଦେଶ 12:27

ଅଳସୁଆ ମୃଗଯା ରେ ଧରିଲା ପଶୁକୁ ପାକ କରେ ନାହିଁ। ମାତ୍ର ମନୁଷ୍ଯମାନଙ୍କର ବହୁମୂଲ୍ଯ ସମ୍ପତ୍ତି ପରିଶ୍ରମର ପକ୍ଷ ରେ ରହେ।

ହିତୋପଦେଶ 20:4

ଜଣେ ଅଳସୁଆ ତା'ର ଅଳସୁଆପଣ ଯୋଗୁଁ ଶସ୍ଯ ବୁଣେ ନାହିଁ। କିନ୍ତୁ ଫସଲ କଟା ସମୟରେ ସେ ଫସଲ ଖାଜେିଲେ ପାଏ ନାହିଁ।

ହିତୋପଦେଶ 24:30

ମୁଁ ଅଳସୁଆର କ୍ଷେତ୍ର ଓ ନିର୍ ବୋଧ ଲୋକର ଦ୍ରାକ୍ଷାକ୍ଷେତ୍ର ଦଇେ ଗଲି।

ହିତୋପଦେଶ 24:31

ମୁଁ ଦେଖିଲି ତହିଁର ସବୁଆଡ଼େ କଣ୍ଟା ବଢ଼ିଅଛି। ବିଛୁଆତି ତହିଁ ଉପ ରେ ବଢ଼ିଅଛି। ତହିଁର ପଥର ପ୍ରାଚୀର ସବୁ ଭାଙ୍ଗିଅଛି।

ହିତୋପଦେଶ 26:13

ଅଳସୁଆ କ ହେ, ବାଟରେ ସିଂହ ଅଛି, ସଡ଼କରେ ସିଂହ ଅଛି।

ହିତୋପଦେଶ 28:25

ଜଣେ ଲୋଭି ମନୁଷ୍ଯ କଳହ ସୃଷ୍ଟି କରେ। କିନ୍ତୁ ସହେି ମନୁଷ୍ଯ ୟିଏ ସଦାପ୍ରଭୁଙ୍କ ଉପ ରେ ବିଶ୍ବାସ ରେଖ ସେ ଉନ୍ନତି କରିବ।

ପରମଗୀତ 5:3

ମୁଁ ଆପଣା ବସ୍ତ୍ର କାଢ଼ି ପକାଇଛି। ମୁଁ ତାକୁ ଆଉ ପିନ୍ଧିବାକୁ ଚାହୁଁ ନାହିଁ। ମୁଁ ମାରେ ପାଦ ଧୌତ କରିଅଛି, ମୁଁ ସଗେୁଡ଼ିକୁ ମଇଳା କରିବା ପାଇଁ ଚାହୁଁ ନାହିଁ।

ଯିଶାଇୟ 58:11

ଆଉ ମଧ୍ଯ ସଦାପ୍ରଭୁ ତୁମ୍ଭକୁ ସର୍ବଦା ବାଟ କଢ଼ାଇ ନବେେ। ମରୁଭୂମିରେ ତୁମ୍ଭର ଅଭାବ ତୃପ୍ତ କରିବେ। ସେ ତୁମ୍ଭର ଅସ୍ଥିଗୁଡ଼ିକୁ ବଳିଷ୍ଠ କରିବେ। ତହିଁରେ ତୁମ୍ଭେ ଜଳସିକ୍ତ ଉଦ୍ୟାନତୁଲ୍ଯ କିମ୍ବା ଜଳପୂର୍ଣ୍ଣ ଝରଣା ସଦୃଶ ହବେ।

ଯୋହନଲିଖିତ ସୁସମାଚାର 6:27

ପୃଥିବୀର ଖାଦ୍ୟ ପଦାର୍ଥ ନଷ୍ଟ ହାଇଯୋଏ। ତେଣୁ ତୁମ୍ଭେ ସହେିଭଳି ଖାଦ୍ୟ ପାଇବା ପାଇଁ କାର୍ୟ୍ଯ କର ନାହିଁ, ବରଂ ତୁମ୍ଭମାନେେ ଏଭଳି କର ଯାହା ଭଲ ହାଇେ ରହିଥିବ ଓ ତୁମ୍ଭକୁ ସବୁ ଦିନ ପାଇଁ ଜୀବନ ଦବେ। ମନୁଷ୍ଯ ପୁତ୍ର ସହେିପରି ଖାଦ୍ୟ ତୁମ୍ଭକୁ ଦବେେ। ପରମେଶ୍ବର ଦଖାଇେଛନ୍ତି ଯେ, ସେ ମନୁଷ୍ଯ ପୁତ୍ରଙ୍କ ସହିତ ଅଛନ୍ତି।

ଏବ୍ରୀ 6:11

ଆମ୍ଭେ ଚାହୁଁ ଯେ ତୁମ୍ଭମାନଙ୍କ ଭିତରୁ ପ୍ରେତ୍ୟକକ ଜୀବନସାରା ସହେି ଭଳି କଠାେର ପରିଶ୍ରମ କରୁଥାଅ। ତବେେ ତୁମ୍ଭମାନେେ ତୁମ୍ଭର ପ୍ରତ୍ଯାଶିତ ମହତ୍ ବିଷୟ ଲାଭ କରିବ।

ପିତରଙ୍କ ଦିତୀୟ ପତ୍ର 1:5

ଯେ ହତେୁ ଏହି ଆଶୀର୍ବାଦଗୁଡ଼ିକ ତୁମ୍ଭଠା ରେ ଅଛି, ତେଣୁ ତୁମ୍ଭେ ନିଜ ଜୀବନ ରେ ଏଗୁଡ଼ିକ ଅଧିକ ପାଇବା ପାଇଁ ପାରୁପର୍ୟ୍ଯନ୍ତ ପରିଶ୍ରମ କରିବା ଉଚିତ। ନିଜ ବିଶ୍ବାସ ରେ ଉତ୍ତମ ଗୁଣ, ନିଜ ଉତ୍ତମଗୁଣ ରେ ଜ୍ଞାନ,

Interlinear

Choose Theme