Home Bibles ☰ Books ହିତୋପଦେଶ 13:9 · ଓଡ଼ିଆ ବାଇବେଲ
ହିତୋପଦେଶ 13:9 · ଓଡ଼ିଆ ବାଇବେଲ

ଧାର୍ମିକ ଲୋକେ ଆଲୋକବର୍ତ୍ତିକା ପରି, ଯାହାକି ଉଜ୍ଜ୍ବଳ ପରି ଆଲୋକ ଦିଏ।

Cross references

ଗଣନା ପୁସ୍ତକ 27:4

ଆମ୍ଭମାନଙ୍କ ପିତାଙ୍କର ନାମ ଲୋପ ପାଇୟିବ, ଯେ ହତେୁ ତାଙ୍କର କୌଣସି ପୁତ୍ର ନଥିଲେ। ତେଣୁ ଆମ୍ଭ ପିତୃବଂଶୀଯ ଭାଇମାନଙ୍କ ସହିତ ଆମ୍ଭମାନଙ୍କୁ ଭୂମି ଦିଅ।

ପ୍ରଥମ ରାଜାବଳୀ 11:36

ତା'ର ଗୋଟିଏ ପୁତ୍ରର ପରିବାରକୁ ମୁଁ ଶାସନ କରିବା ପାଇଁ ଦବେି। ଯାହା ଫଳ ରେ ମାରେ ସବେକ ଦାଉଦର ବଂଶ ୟିରୁଶାଲମ ରେ ମାେ ଆଗ ରେ ରାଜତ୍ବ କରିବ। ସହେି ସହର ରେ ମାରେ ନାମ ସ୍ଥାପନ ପାଇଁ ପସନ୍ଦ କରିଅଛି।

ଆୟୁବ ପୁସ୍ତକ 18:5

ହଁ, ଦୁଷ୍ଟ ଲୋକର ଆଲୋକ ଲିଭିୟିବ। ତାଙ୍କର ଅଗ୍ନି ଜଳିବା ବନ୍ଦ ହବେ।

ଆୟୁବ ପୁସ୍ତକ 21:17

ପରମେଶ୍ବର କେତେ ଦୁଷ୍ଟଲୋକଙ୍କ ଜୀବନଦୀପ ଲିଭାଇ ଦିଅନ୍ତି। ଦୁଷ୍ଟ ଲୋକେ କେତେଥର ବିପଦ ରେ ପଡ଼ନ୍ତି। କେତେ ଥର ସମାନେେ ପରମେଶ୍ବରଙ୍କ କୋର୍ଧର ଶିକାର ହାଇେ ଦଣ୍ଡ ପାଆନ୍ତି।

ଆୟୁବ ପୁସ୍ତକ 29:3

ଯେତବେେଳେ ପରମେଶ୍ବର ମାେ ମୁଣ୍ଡ ଉପରେ ଉଜ୍ଜ୍ବଳ ଆଲୋକ ପକାଉଥିଲେ, ତାଙ୍କ ଆଲୋକ ବଳ ରେ ମୁଁ ଅନ୍ଧକାର ରେ ଚାଲିବାକୁ ସକ୍ଷମ ହାଇେଥିଲି।

ଗୀତସଂହିତା 97:11

ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସତ୍ଯପ୍ରିଯମାନଙ୍କ ପାଇଁ ଆନନ୍ଦ ଅଛି।

ଗୀତସଂହିତା 112:4

ଧାର୍ମିକ ଲୋକଙ୍କ ପ୍ରତି ପରମେଶ୍ବର ଅନ୍ଧକାରରେ ଆ ଲୋକ ସଦୃଶ୍ଯ। ସେ କୃପାମଯ, ସ୍ନହେଶୀଳ ଓ ଧାର୍ମିକ।

ହିତୋପଦେଶ 4:18

ଧାର୍ମିକ ଲୋକମାନେ ପ୍ରଭାତର ସୂର୍ୟ୍ଯକିରଣ ପରି। ସୂର୍ େଯ୍ଯାଦଯ ପ ରେ ମଧ୍ଯାହ୍ନ ରେ ସୂର୍ୟ୍ଯ ଯେପରି ତଜେସ୍ବୀ ହାଇେ ଉେଠ,

ହିତୋପଦେଶ 20:20

ଯେ ଆପଣା ପିତା କି ଆପଣା ମାତାଙ୍କୁ ଅଭିଶାପ ଦିଏ, ଘାରେ ଅନ୍ଧକାର ରେ ତା'ର ପ୍ରଦୀପ ଲିଭିୟିବ।

ହିତୋପଦେଶ 24:20

ମନ୍ଦ ଲୋକମାନଙ୍କର କୌଣସି ଭବିଷ୍ଯତ୍ ନାହିଁ। ଓ ଦୁଷ୍ଟମାନଙ୍କର ପ୍ରଦୀପ ନିଭାୟିବ।

ଯିଶାଇୟ 50:10

ତୁମ୍ଭମାନଙ୍କ ମଧିଅରେ ଏପରି କିଏ ଅଛି ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାଙ୍କ ସବେକର ବାକ୍ଯ ପାଳନ କରେ ? ପୁଣି ଯେ ଆଲୋକ ବିନା ଅନ୍ଧକାର ରେ ଗମନ କରେ ସେ ସଦାପ୍ରଭୁଙ୍କ ନାମ ଉପ ରେ ବିଶ୍ବାସ କର ଓ ଆପଣା ପରମେଶ୍ବରଙ୍କ ଉପ ରେ ନିର୍ଭରଶୀଳ ହେଉ।

ମାଥିଉଲିଖିତ ସୁସମାଚାର 22:13

ତେଣୁ ରାଜା କେତକେ ଚ଼ାକରଙ୍କୁ କହିଲେ, 'ଏ ଲୋକର ହାତ ଗୋଡ଼ ବାନ୍ଧି ପକାଅ। ଏହାକୁ ବାହା ରେ ଅନ୍ଧାର ରେ ଫିଙ୍ଗିଦିଅ, ଯେଉଁଠା ରେ ଲୋକେ କାନ୍ଦୁଥିବେ ଓ ୟନ୍ତ୍ରଣା ରେ ଦାନ୍ତ କଡ଼ମଡ଼ କରୁଥିବେ।'

Interlinear

Choose Theme