ଦରିଦ୍ର ଆପଣା ପ୍ରତିବେଶୀ ରେ ହିଁ ଘୃଣିତ ହୁଅନ୍ତି। ମାତ୍ର ଧନବାନର ଅନକେ ବନ୍ଧୁ ଥା'ନ୍ତି।
Cross references
ତହିଁରେ ରାଜାର ଯେତେ ଦାସ ରାଜଦ୍ବାର ରେ ଥିଲେ, ସେ ସମସ୍ତେ ନତ ହାଇେ ହାମନକୁ ପ୍ରଣାମ କଲେ। କାରଣ ରାଜା ତାହା ବିଷଯ ରେ ସହେିପରି ଆଜ୍ଞା ଦଇେଥିଲେ। ମାତ୍ର ମର୍ଦ୍ଦଖଯ ନତ ହେଲା ନାହିଁ କି ତାହାକୁ ପ୍ରଣାମ କଲା ନାହିଁ।
ତଥାପି ହାମନ ନିଜର କୋରଧକୁ ନିଯନ୍ତ୍ରଣ କଲା ଏବଂ ଗୃହକୁ ଗଲା। ତାପରେ ଆପଣା ମିତ୍ରଗଣକୁ ଓ ଆପଣା ଭାର୍ୟ୍ଯା ସରେଶକୁ ଡକାଇ ଆଣିଲା।
ବର୍ତ୍ତମାନ ତୁମ୍ଭେ ସହେି ଷୋର୍ତଭଳି କିଛି ନୁହଁ। ତୁମ୍ଭେ ମାରେ ବିପଦ ଦେଖି ଭୟଭୀତ ହେଉଅଛ କି ?
ସେ ମାରେ ଭାଇମାନଙ୍କୁ ମାଠାରୁେ ବହୁତ ଦୂରକୁ ନଇୟୋଇଛନ୍ତି। ମାରେ ନିଜର ସାଙ୍ଗମାନେ ମାେ ପାଇଁ ଅଚିହ୍ନା ହାଇେଛନ୍ତି।
ସହେି ୟୁବକମାନେ ମାେତେ ଘୃଣା କରନ୍ତି। ମାଠାରୁେ ଦୂ ରଇେ ଛିଡ଼ା ହୁଅନ୍ତି ଏବଂ ସମାନେେ ଭାବନ୍ତି ମାେ'ଠାରୁ ବହୁତ ଭଲ ଏପରିକି ସମାନେେ ମାେ ମୁହଁ ରେ ଛପେ ପକାନ୍ତି।
ତା'ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା' ଘରକୁ ଆସିଲେ। ସମାନେେ ସମସ୍ତେ ଆୟୁବର ଘ ରେ ଏକ ବଡ଼ ଭୋଜି ରେ ୟୋଗ ଦେଲେ। ସମାନେେ ଆୟୁବକୁ ସାନ୍ତ୍ବନା ଦେଲେ। ସମାନେେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ବର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରେତ୍ୟକକ ବ୍ଯକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।
ଧନୀ ଲୋକର ଧନ ତା'ର ଦୃଢ଼ ନଗର ସଦୃଶ। କିନ୍ତୁ ଦରିଦ୍ର ଲୋକମାନଙ୍କର ଦରିଦ୍ରତା ସମାନଙ୍କେର ବିନାଶ ଆଣେ।
ଧନ ବହୁମିତ୍ର ଲାଭ କରେ, ମାତ୍ର ଦରିଦ୍ରତା ବନ୍ଧୁ ନାଶ କରେ।
ଅନକେ ଲୋକ ବଦାନ୍ଯ ଲୋକର ଅନୁଗ୍ରହ ପ୍ରାର୍ଥନା କରନ୍ତି। ପୁଣି ପ୍ରେତ୍ୟକକ ଲୋକ ସହେି ଲୋକର ବନ୍ଧୁ ହୁଅନ୍ତି ୟିଏ ଉପହାର ଦିଏ।