Home Bibles ହିତୋପଦେଶ 15:2 · ଓଡ଼ିଆ ବାଇବେଲ
ହିତୋପଦେଶ 15:2 · ଓଡ଼ିଆ ବାଇବେଲ

ଜଣେ ଜ୍ଞାନୀ ଲୋକ ତା'ର ଚିନ୍ତାଧାରା ଭଲ ଭାବରେ କହିପା ରେ। କିନ୍ତୁ ନିର୍ ବୋଧ ନିର୍ ବୋଧତାକୁ ବଖାଣେ।

Cross references

ଗୀତସଂହିତା 45:1

ସୁନ୍ଦର ଭାବନାସବୁ ମାରେ ମନକୁ ଭରିଦିଏ, ୟବେେ ଏହିସବୁ ପଦଗୁଡ଼ିକ ରାଜାଙ୍କ ପାଇଁ କ ହେ। ଏହି ଶବ୍ଦଗୁଡ଼ିକ ମାେ ଜିହ୍ବାରେ ପ୍ରବାହିତ ହାଇେଥାଏ। ନିପୂଣ ଲେଖକର କଲମରୁ ଆସିଲା ପରି।

ଗୀତସଂହିତା 59:7

ତୁମ୍ଭେ ସମାନଙ୍କେ ଧମକ ଓ ଅପମାନକୁ ଶୁଣ। ସମାନେେ ଭାବନ୍ତି ସମାନଙ୍କେୁ କହେି ଶୁଣନ୍ତି ନାହିଁ। ୟେ ହତେୁ ସମାନେେ ଖରାପ କଥା କହନ୍ତି।

ହିତୋପଦେଶ 5:2

ତବେେ ତୁମ୍ଭେ ଚତୁର ହବେ ଓ ତୁମ୍ଭ ଓଷ୍ଠାଧର ଜ୍ଞାନ କଥା କହିବ।

ହିତୋପଦେଶ 12:23

ଚତୁର ଲୋକ ଜ୍ଞାନ ଆହରଣ କରେ। ମାତ୍ର ମୂର୍ଖମାନଙ୍କର ମନ ଅଜ୍ଞାନତା ପ୍ରକାଶ କରେ।

ହିତୋପଦେଶ 13:16

ପ୍ରେତ୍ୟକକ ଚତୁର ଲୋକ ବୁଦ୍ଧି ରେ କର୍ମ କରେ। ମାତ୍ର ମୂର୍ଖ ଅଜ୍ଞାନତା ବିସ୍ତାର କରେ।

ହିତୋପଦେଶ 15:23

ଉତ୍ତମ ଉତ୍ତର ଦଇେ ଜଣେ ଆନନ୍ଦ ପାଏ, କିନ୍ତୁ କେତେ ଭଲ ୟଥୋଚିତ କଥା ୟଥୋଚିତ ସମୟରେ ଅଟେ।

ହିତୋପଦେଶ 15:28

ଧାର୍ମିକର ମନ ବିବଚେନା କରି ଉତ୍ତର ଦିଏ। ମାତ୍ର ଦୁଷ୍ଟମାନଙ୍କ ମୁଖ ମନ୍ଦକଥା ସର୍ବଦା କ ହେ।

ହିତୋପଦେଶ 16:23

ଜ୍ଞାନବାନର ହୃଦଯ ଆପଣା ମୁଖକୁ ଶିକ୍ଷା ଦିଏ। ପୁଣି ତା'ର ବାକ୍ଯ ପାଣ୍ଡିତ୍ଯ ବଢ଼ାଏ।

ହିତୋପଦେଶ 25:11

ଯଥା ସମୟରେ ଉଚିତ୍ କଥା କହିବା ଠିକ୍। ଏକ ସୁବର୍ଣ୍ଣର ସହେି ରୂପାର ରଚାଇ ରଖିବା ପରି।

ଉପଦେଶକ 10:12

ଜ୍ଞାନୀର କଥା ତା ପାଇଁ ପ୍ରଶଂସା ଆଣେ କିନ୍ତୁ ମୂର୍ଖର କଥା ତାକୁ ନଷ୍ଟ କରେ।

ଯିଶାଇୟ 50:4

ମାରେପ୍ରଭୁ ସଦାପ୍ରଭୁ ମାେତେ ଶିକ୍ଷା ଦଇେଛନ୍ତି ମୁଁ ଯେପରି କ୍ଲାନ୍ତ ଦୁର୍ବଳମାନଙ୍କୁ ସୁସ୍ଥିର କରିପାରିବି, ସେ ପ୍ରତି ପ୍ରଭାତ ରେ ମାେତେ ଜାଗ୍ରତ କରାନ୍ତି ଓ ବିଦ୍ଯାର୍ଥୀପରି ଶୁଣିବା ପାଇଁ ମାରେ କର୍ଣ୍ଣକୁ ଜାଗ୍ରତ କରାନ୍ତି।

Interlinear

Choose Theme